-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ସ୍ପଷ୍ଟ ଦିବାଲୋକରେ କଳା କନା ବୁଲାଇଲା ଦୁବୃର୍ତ୍ତ (ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ଏକ ଲକ୍ଷ ଦଶ ହଜାର ଟଙ୍କା ଚୋରି)

28-Sep-2024



ଅତାବିରା(ଆକାଶ ମିଶ୍ର): ଅତାବିରା ଏନ୍ ଏ ସି ୱାର୍ଡ ନମ୍ବର ୭ ସ୍ଥିତ  ଦୁର୍ଗା ଅଗ୍ରୱାଲଙ୍କ ଘରୁ ଚୋରି ହେବ ଘଟଣା ଅଞ୍ଚଳରେ ଚାନ୍ଚଲ୍ୟ ସୃଷ୍ଟି କରିଛି। ପୋଲିସ ସୂତ୍ରରୁ ଜଣ ପଡ଼ିଛି ଯେ ଗତ କାଲି  ସକାଳ ୯ଟା ୪୦ ରେ  ଘରେ ତାଲା ମାରି  ଦୁର୍ଗାଙ୍କ ସ୍ତ୍ରୀ ନିଜ ଏକ ସମ୍ପର୍କୀୟ ଘରକୁ ବୁଲି ଯାଇଥିଲେ । ଦୁର୍ଗା ଏବଂ ତାଙ୍କ ପୁଅ ନିଜ ନିଜ କାମରେ ବାହାରକୁ ଯାଇଥିଲେ । ।୧୧ ଟl ରେ ଯେତେବେଳେ ଦୁର୍ଗାଙ୍କ ସ୍ତ୍ରୀ ଘରକୁ ଫେରିଲେ   ଘରର ମୁଖ୍ୟ ଗେଟ ର ତାଲା ଭାଙ୍ଗି ପଡ଼ିଥିଲା ।ସେ ଭାବିଲେ  କାଳେ ତାଙ୍କ ପୁଅ ଆସି ଚାବି ନ ପାଇ ତଳ ଭାଙ୍ଗି ଘର ଭିତରକୁ ଯାଇଛନ୍ତି,ତେଣୁ ସେ ପୁଅ ର ନାମ ଧରି ଡାକି ଡାକି ଘରେ ପ୍ରବେଶ କରିଥିଲେ ।କିନ୍ତୁ ଭିତରେ କେହି ନଥିଲେ  । ଗୋଟିଏ ପରେ ଗୋଟିଏ  କୋଠା କୁ  ଯାଇ ନିଜ ପୁଅକୁ ଖୋଜିଥିଲେ ।କିନ୍ତୁ କିଛି ଉତ୍ତର ନ ପାଇବାରୁ ତାଙ୍କ ମନରେ ଆଶଙ୍କା ସୃଷ୍ଟି ହୋଇ ସେ କିଛି ସମୟ ଅବାକ୍ ହୋଇ ଯାଇଥିଲେ  ।ପରେ ସେ  ଆଲମାରୀ ଖୋଲା ପଡ଼ି ଜିନିଷପତ୍ର ସବୁ ଏପଟ ସେପଟ ପଡ଼ିଥିବା ଦେଖି  ଚୋରି ହୋଇଥିବା  ଜାଣିପାରି ପାଖ ପଡୋଶୀ ଙ୍କୁ  ଡାକି ଘର ର ସମସ୍ତ ଖୋଲା ପଡ଼ିଥିବା ଆଲମୀରା କୁ ଦେଖାଇ ଥିଲେ । ପରେ ପୁଅ  ଓ ସ୍ବାମୀ ଆସି  ସମସ୍ତ ଜିନିଷ ପତ୍ର ଯାଞ୍ଚ କରିବା ପରେ  ଦୁଇ ଭରି ସୁନା ର  ୪ ଟି ମାଳି,୫ ଟି ସୁନା ମୁଦି,୫ ଟି ନାକଫୁଲ, ଦୁଇ କିଲୋ ଓଜନର ଅଳଙ୍କାର ଓ ବିଭିନ୍ନ ସାମଗ୍ରୀ ଓ ନଗଦ ଏକ ଲକ୍ଷ ଦାଶ ହଜାର

ଟଙ୍କା ଚୋରି ହୋଇଥିବା  ଜାଣିଥିଲେ ଓ ଅତାବିରା ଥାନାରେ   ଅଭିଯୋଗ କରିଥିଲେ ।ଅଭିଯୋଗ କୁ ଭିତ୍ତି କରି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ସମ୍ବଲପୁର  ଅନୁସନ୍ଧାନୀ ଦଳ ସହ ଅନୁସନ୍ଧାନୀ କୁକୁର କୁ ଡ଼କାଇଥିଲେ । ଅନୁସନ୍ଧାନୀ ଦଳ ପହଞ୍ଚିବା ପରେ କୁକୁର ଟି  ଘର ଚାରିପଟେ ବୁଲି ସିଧାସଳଖ ସର୍ଭିସ୍ ରାସ୍ତା ଦେଇ ଲାଦର ପାଲି ଛକ ପର୍ଯ୍ୟନ୍ତ ପହଞ୍ଚିଥିଲା ।ହେଲେ କିଛି ସୁରାକ ପାଇ ନଥିଲା  ।ପୁଣି ଆଜି ଅତାବିରା ଥାନା ଅଧିକାରୀ  ସୁକୁମାର ତ୍ରିପାଠୀ ,ଏସ ଡି ପି ଓ ବରଗଡ ପଦାର ବିନ୍ଦ ତ୍ରିପାଠୀ ଓ ଇନ୍ସପେକ୍ଟର ବୈଠାରୁ ସାହୁ ପହଞ୍ଚି  ତଦନ୍ତ ଜାରି ରଖିଛନ୍ତି ।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like