-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ବରପାଲିରେ ମାନ୍ୟବର ବିଧାୟକ ସନତ କୁମାର ଗଡତୀୟାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା

28-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବରପାଲି ସ୍ଥିତ ଜଗନ୍ନାଥ ନଗର ଦୂର୍ଗାପୂଜା କମିଟି ତରଫରୁ ମାନ୍ୟବର ବିଜେପୁର ବିଧାୟକ ଶ୍ରୀମାନ ସନତ କୁମାର ଗଡତୀୟା ଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା କରାଗଲା ଏବଂ ବରପାଲି ରେଲୱେ ଓଭର ବ୍ରିଜ ର କାର୍ଯ୍ୟ କୁ ତ୍ଵରାନିତ କରିବା ପାଇଁ ଅନୁରୋଧ କରାଗଲା, ମଣ୍ଡପ ର କାର୍ଯ୍ୟ କୁ ପୂର୍ଣ୍ଣାଙ୍ଗ କରିବା ପାଇଁ  ଅନୁରୋଧ କରାଗଲା ଏବଂ ଆସନ୍ତା ବର୍ଷ ୨୦୨୫ ରେ ହେବାକୁ ଥିବା ସ୍ଵର୍ଣ୍ଣ ଜୟନ୍ତୀ ୫୦ ବର୍ଷ ପାଳନ ପାଇଁ ତାଙ୍କର ସାହାଯ୍ୟ ସହଯୋଗ ପାଇଁ ନିବେଦନ କରିଥିଲୁ ଏବଂ ସେ ମଧ୍ୟ ସମସ୍ତ ଦାବି କୁ ପୂର୍ଣ୍ଣ ମାତ୍ରା ରେ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ ଉକ୍ତ କାର୍ଯ୍ୟକ୍ରମ ରେ ଜଗନ୍ନାଥ ନଗର ଦୁର୍ଗା ପୂଜା କମିଟି ର ସମସ୍ତ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।
ବରପାଲି ଜଗନ୍ନାଥ ନଗର ଦୁର୍ଗା ମଣ୍ଡପ ଠାରେ ଏକ ସମ୍ବର୍ଦ୍ଧନା ସଭା ଆୟୋଜନ ହୋଇଥିଲା l ଜଗନ୍ନାଥ ନଗର ଦୁର୍ଗାପୂଜା କମିଟିର ସଭାପତି ଶ୍ରୀ ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ ସଭାର ସଭାପତିତ୍ଵ କରିଥିଲେ ସାଧାରଣ ସମ୍ପାଦକ ଶ୍ରୀ ଯଦୁମଣି ତ୍ରିପାଠୀ, ଉପସଭାପତି ଶ୍ରୀ କୈଳାଶ ଗହୀର, ଭୈରବ ମେହେର, ସହ  ସମ୍ପାଦକ ଶ୍ରୀ ସନ୍ତୋଷ ଗୁପ୍ତା ପ୍ରମୁଖ ପୁଷ୍ପମାଲ୍ୟ ଓ ଉପଧୌକଣ ଦେଇ ସ୍ୱାଗତ କରିଥିଲେ  l ଉକ୍ତ ସଭାରେ ଜଗନ୍ନାଥ ନଗର ର ବିଭିନ୍ନ ସମସ୍ୟା ଉପରେ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ତାର ସମାଧାନ ଉପରେ ଆଲୋକପlତ  କରିଥିଲେ l ଉକ୍ତ ସଭାରେ  ଶ୍ରୀ ସଞ୍ଜୟ ଅଗ୍ରୱାଲ, ଜିତେନ୍ଦ୍ର ଅଗ୍ରୱାଲ, ନରେନ୍ଦ୍ର ଅଗ୍ରୱାଲ, ଅବଧୂତ ଖମାରି, ରାଜୁ ଗୁପ୍ତା, ମୁକେଶ ବେହେରା, ଅଜିତ ପଧାନ, ସୁରେନ୍ଦ୍ର ପଣ୍ଡା, ଶିବ ମେହେର, କମଲ ଅଗ୍ରୱାଲ, ସୁଶାନ୍ତ ଗହୀର,ସୁଶୀଲ ବେହେରା ଚୀନ ପ୍ରଧାନ, ରାଜା ସାହୁ ଗୋଲୁ ବେହେରା ପ୍ରମୁଖ ଶତାଧିକ ବ୍ୟକ୍ତି ଉପସ୍ଥିତ ରହିଥିଲେ l


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like