-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||     

HOME   ଜିଲ୍ଲା

କ୍ରୀଡ଼ାବୀତ୍ ବଳରାମ ପଣ୍ଡା ଙ୍କ ଦେହାନ୍ତ - ସୋନପୁର ରେ ଶୋକ

28-Sep-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ମଝିପଡ଼ା ର ବରିଷ୍ଠ ନାଗରିକ, କ୍ରୀଡାବିତ ତଥା ଯୁବ ସଂଗଠକ, କାଉନସିଲର ତଥା ଜିଲ୍ଲା ଯୋଜନା ବୋର୍ଡ ର ସଦସ୍ୟ ପୀୟୂଷ ପଣ୍ଡା ଙ୍କ ପିତା ବଳରାମ ପଣ୍ଡା ( ୭୯ ) ଙ୍କ ହୃଦ୍ ଘାତ ରେ ପରଲୋକ ଘଟିବା ରୁ ସୋନପୁର ଅଞ୍ଚଳ ରେ ଶୋକ ଖେଳି ଯାଇଛି l ଶ୍ରୀ ପଣ୍ଡା ଜଣେ ଅତି ସରଳ,ଉଦାର ଓ ମେଲାପି ବ୍ୟକ୍ତି ଭାବେ ଜଣା ଶୁଣା ଥିବା ବେଳେ ସେ ଜଣେ ଆଗ ଧାଡି ର ଫୁଟବଲ୍ ଓ ଭଲିବଲ ଖେଳାଳି ଭାବେ ଖୁବ୍ ଜଣା ଶୁଣା ଥିଲେ l ସୋନପୁର, ବୀର ମହାରାଜ, ପାଟଣାଗଡ଼, ଟିଟିଲାଗଡ ଠାରେ ଉପ ନିବନ୍ଧକ କାର୍ଯ୍ୟାଳୟ ଠାରେ ବରିଷ୍ଠ କିରାଣୀ ଭାବେ ସେ ନିଷ୍ଠା ର ସହ କାର୍ଯ୍ଯ କରି ଆସିଥିବା ବେଳେ  ୧୯୬୪ ରେ ମହାରାଜା ହାଇସ୍କୁଲ ରେ ଛାତ୍ର ଆନ୍ଦୋଳନ ରେ ନେତୃତ୍ଵ ନେଇ ସ୍କୁଲ୍ ଓ ସୋନପୁର କଲେଜ୍ ରେ ଛାତ୍ର ନେତା ଭାବେ ବି ଖୁବ୍ ପରିଚିତ ଥିଲେ l ଏବଂ ଚାଷ ଓ ଗୋ ସେବା କାର୍ଯ୍ଯ କୁ ଭଲ ପାଇବା ସହ ପ୍ରତ୍ୟେକ ମଣିଷ କୁ  ସେ  ଉତ୍ତମ ବ୍ୟବହାର ପ୍ରଦର୍ଶନ ଓ ଖୁବ୍ ଆଦର କରୁଥିବା ଜଣେ ଭଲ ମଣିଷ ଥିଲେ ଶ୍ରୀ ପଣ୍ଡା l ମଝି ପଡ଼ା ରେ  କାଳୀପୂଜା , ନାମଯଜ୍ଞ ଓ ପ୍ରତ୍ୟେକ ଆଧ୍ୟାତ୍ମିକ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ସେ ଯୁବ ବୟସ ରୁ ସକ୍ରିୟ ଭାବେ ଦାୟିତ୍ବ ନିଭାଇ ଥିଲେ l ଗତ କାଲି ଅପରାହ୍ନ ରେ ସୋନପୁର ଶ୍ରୀ ରାମେଶ୍ବର ଶ୍ମଶାନ ଘାଟ ରେ ସ୍ୱର୍ଗତ ପଣ୍ଡା ଙ୍କ ଅନ୍ତିମ ସଂସ୍କାର କରଯାଇଥିବା ବେଳେ ବଡ ପୁଅ ପ୍ରିତମ୍ (ରକି) ମୁଖଗ୍ନୀ ଦେଇଥିଲେ l  ଶ୍ରୀ ପଣ୍ଡା ଙ୍କ ଧର୍ମ ପତ୍ନୀ, ଉଭୟ ପୁତ୍ର, ପୁତ୍ର ବଧୂ, ତିନି ଭଉଣୀ ଓ ଜ୍ବାଇଁ,ନାତି ନାତୁଣୀ ଙ୍କ ସମେତ ପୌର ଅଧ୍ୟକ୍ଷା, ସହର ର ବହୂ ମାନ୍ୟ ଗଣ୍ୟ ବ୍ୟକ୍ତିବିଶେଷ, ରାମ ଧୁନ କ୍ଳବ୍ ର ସମସ୍ତ ସଦସ୍ୟ, କ୍ରୀଡ଼ା ଓ  ବିଭିନ୍ନ ସଙ୍ଗଠନ ର ସଭ୍ୟ ଶ୍ରୀ ପଣ୍ଡା ଙ୍କ ଅନ୍ତିମ ଦର୍ଶନ କରିଥିଲେ l ସ୍ଥାନୀୟ ବିଧାୟକ ନିରଞ୍ଜନ ପୂଜାରୀ , ପଦ୍ମନାଭ ବେହେରା, ପୌର ପରିଷଦ ଅଧ୍ୟକ୍ଷା, ପ୍ରାକ୍ତନ ଅଧ୍ୟକ୍ଷ ଙ୍କ ସମେତ ବହୂ ବିଶିଷ୍ଟ ବ୍ୟକ୍ତି ଏ ଖବର ରେ ଗଭୀର ଶୋକ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026

You Might Also Like