-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ନୂତନ ପେନସନ ଉଚ୍ଛେଦ କରି ପୁରୁଣା ପେନସନ ଲାଗୁ କରିବାକୁ ଦାବିପତ୍ର ପ୍ରଦାନ

28-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଏ. ଡି. ଏମ ମଧୁଛନ୍ଦା ଦାଶଙ୍କୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏନ.ଏମ. ଓ. ପି. ଏସ, ବରଗଡ଼ ତରଫରୁ ରଘୁନାଥ ପୁରୀ ଓ ଶ୍ରୀକାନ୍ତ ବାରିକଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ନୂତନ ପେନସନ ଉଛେଦକରି ପୁରୁଣା ପେନସନ ଲାଗୁକରିବାକୁ ଦାବିପତ୍ର ପ୍ରଦାନ କରିଛନ୍ତି l ସୂଚନା ଯୋଗ୍ୟ ଯେ କେନ୍ଦ୍ରରେ 1.01.2004ରୁ  ଓ ଓଡିଶା ରେ 01.01.2005 ପରେ ରାଜ୍ୟରେ ନିଯୁକ୍ତି ପାଇଥିବା ପ୍ରତ୍ୟେକ ବିଭାଗର କର୍ମଚାରୀଙ୍କ ପାଇଁ ଲାଗୁକରାଯାଇଛି l ନିକଟରେ କେନ୍ଦ୍ର ସରକାର ଆସନ୍ତା ଜାନୁଆରୀ 2025 ରେ ୟୁନିଫଏଡ଼ ପେନସନ ସ୍କିମ ଲାଗୁକରିବାକୁ ଯାଉଛନ୍ତି l କର୍ମଚାରୀଙ୍କୁ ଏନ. ପି. ଏସ ଓ ୟୁ. ପି. ଏସ. ଭିତରୁ ଗୋଟିଏ ଚୟନ କରିବାପାଇଁ ଏକ ଆପସନ ରଖୁଛନ୍ତି ଯାହାକି କର୍ମଚାରୀଙ୍କ ପାଇଁ ସମ୍ପୂର୍ଣ୍ଣ କୁତ୍ସିତ ଯୋଜନା l ନିଜେ ମନ୍ତ୍ରୀ, ବିଧାୟକ, ମୁଖ୍ୟମନ୍ତ୍ରୀ, ପ୍ରଧାନ ମନ୍ତ୍ରୀ ଓ ବିଚାର ପତି ମନେ ମଧ୍ୟ ପୁରୁଣା ପେନସନ ନେଉଥିବା ବେଳେ ସାଧାରଣ କର୍ମଚାରୀଙ୍କୁ ନୁଆଁ ଯୋଜନା ଆଳରେ ବାର୍ଦ୍ଧକ୍ୟ ସମୟର ସାମାଜିକ ସୁରକ୍ଷା ପ୍ରତି ଅଣଦେଖା ମୌଳିକ ଅଧିକାରକୁ କ୍ଷୁର୍ଣ୍ଣ କରାଯାଉଛି l ଏନ. ପି. ଏସ ଯୋଜନାରେ ଜଣେ କର୍ମଚାରୀ ଅଵସର ପର୍ଯ୍ୟନ୍ତ ନିଜ ଦରମା ଅର୍ଥାତ ପେଟରୁ କାଟି 10% ଜମା ଦେବା ସରକାର 14% ଜମାଦେଇ ଅଂଶଧନକୁ  ସେୟାର ବଜାର ଭଳି ଏକ ବ୍ୟବସ୍ଥାକୁ ଠେଲି ଦେବା ଯୁଆଖେଲ ସଦୃଶ l ୟୁ. ପି. ଏସ. ହେଉ କି NPS କୌଣସି ଥିରେ ନୁହେଁ ଆମକୁ ସମ୍ପୂର୍ଣ୍ଣ ପୁରୁଣା ପେନସନ ଦରକାର, ଯଦି ଅଵସର ସମୟର ସାମାଜିକ ସୁରକ୍ଷା କଥା ସରକାର ଚିନ୍ତା କରୁଛନ୍ତି ଓ. ପି. ଏସ କାହିଁକି ଲାଗୁ କରୁନାହାନ୍ତି ବୋଲି କର୍ମଚାରୀ ଅସନ୍ତୁଷ୍ଟ l ଏହାକୁ ପ୍ରସମିତ କରିବାଳୁ ସରକାର ପ୍ରୟାସ କରନ୍ତୁ ନଚେତ ନଭେମ୍ବର ବିଧାନସଭା ସମୟରେ ଏକ ବଡଧରଣର ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ପ୍ରସ୍ତୁତି ଆରମ୍ଭ ହୋଇଯାଇଛି ବୋଲି ବିବୃତି ରଖୁଛନ୍ତି ନେତୃତ୍ୱ l ଜିଲ୍ଲାପାଳଙ୍କ ଜରିଆରେ ଆଜି ବରଗଡ଼, ପଦ୍ମପୁର, ପାଇକମାଲ ଝାରବନ୍ଧ, ଭଟଲି, ଭେଡେନ ବିଜେପୁର ଆଦି ବାରଟି ବ୍ଲକରୁ ପୃଥ୍ୱୀରାଜ ବାରିକ, କୁବେର ମହାପାତ୍ର ସୋହେଲା, ଡୋଳା ମଣୀ ମାହାର, ରାଜସ୍ବ ବିଭାଗ ଓ ପ୍ଲାନିଂ ଓ ମାଇନିଙ୍ଗ ବିଭାଗରୁ ରାଜେଶ କୁ ସାହୁ ପ୍ରକାଶ ନାୟକ,ସୀତାରାମ କନ୍ଧେର ପ୍ରମୁଖ ଦାବିପତ୍ର ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like