-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||     

HOME   ରାଜ୍ୟ

ମାହାଙ୍ଗା ଡବଲ୍ ମର୍ଡର ଘଟଣାକୁ ନେଇ ରାଜନୀତି ଜୋର୍

04-Jan-2021



କଟକ (ପ୍ରେରଣା ଖବର): ମାହାଙ୍ଗା ଡବଲ୍ ମର୍ଡର ଘଟଣାକୁ ନେଇ ତେଜିଲା ରାଜନୀତି । ଅଭିଯୁକ୍ତଙ୍କୁ ଗିରଫ ଓ ମନ୍ତ୍ରୀଙ୍କ ବହିଷ୍କାର ଦାବିରେ ଆଜି କଟକ ଜିଲ୍ଲାର ସବୁ ବ୍ଲକରେ ବିକ୍ଷୋଭ କରୁଛି ବିଜେପି । ରାସ୍ତାକୁ ଓହ୍ଲାଇ ଆସି ବରିଷ୍ଠ ବିଜେପି ନେତାଙ୍କ ହତ୍ୟାକାଣ୍ଡର ପ୍ରତିବାଦ କରିଛନ୍ତି କର୍ମୀ  । ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ନକରାଗଲେ ଆନ୍ଦୋଳନ ଜୋରଦାର ହେବ ବୋଲି ଚେତାଇ ଦେଇଛନ୍ତି ବିଜେପି କର୍ମୀ । ସେପଟେ ବିଜେପି ନେତା ତଥା ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳ ହତ୍ୟାକାଣ୍ଡରେ ଶାସକ ବିଜେଡି ଉପରକୁ ଅଙ୍ଗୁଳି ଉଠିଛି । ମାହାଙ୍ଗା ଥାନାରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ନାଁରେ ଅଭିଯୋଗ ହୋଇଛି । ତେବେ ଏଫଆଇଆର ପରେ ମୁହଁ ଖୋଲିଛନ୍ତି ଆଇନ ମନ୍ତ୍ରୀ ପ୍ରତାପ ଜେନା  । ସେ କହିଛନ୍ତି, ମୁଁ ବିଜେପିକୁ କିଛି କହିବାକୁ ଚାହେଁନି । ବିଜେପି ଯାହା କହିବା କଥା କହୁ, ଆମେ ଯାହା କରିବା କଥା କରିବୁ। ଘଟଣାରେ ମୋ ନାଁରେ ଏତଲା ହୋଇଛି, ତଦନ୍ତ ହେଲେ ସତ ଆପେଆପେ ଜଣାପଡ଼ିବ । ସେ ଆହୁରି ମଧ୍ୟ କହିଛନ୍ତି , ଓଡ଼ିଶାରେ କିଛି ଘଟଣା ଘଟିଲେ ଦୋଷୀ ଗିରଫ ହୋଇ ଦଣ୍ଡପାଇବା ଉଚିତ । ତେବେ ବିରୋଧୀ ରାଜନୈତିକ ଦଳ ଏହା ଚାହାନ୍ତି କି ନାହିଁ ତାହା ବଡ଼ ପ୍ରଶ୍ନବାଚୀ  ସୃଷ୍ଟି କରୁଛି  ।  କାରଣ ଘଟଣାକୁ ଅଯଥାରେ ରାଜନୈତିକ ରୂପ ଦେବାକୁ ଚାହୁଁଛି ବିଜେପି  ।  ବ୍ୟକ୍ତିଗତ ଭାବେ ମୁଁ ନିଜେ ଉଦ୍ୟମ କରିବି, ଯେପରି ଦୋଷୀ ତୁରନ୍ତ ଗିରଫ ହୋଇ କଠୋର ଦଣ୍ଡ ପାଉ । ଅନ୍ୟପଟେ ବିଜେଡି ସମର୍ଥିତ ଗୁଣ୍ଡାଙ୍କ ଦ୍ୱାରା ମାହାଙ୍ଗାରେ ବରିଷ୍ଠ ବିଜେପି ନେତା ଓ ତାଙ୍କ ସହଯୋଗୀଙ୍କୁ ହତ୍ୟା କରାଯାଇଛି ବୋଲି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି । ୪୮ ଘଣ୍ଟାରେ ଦୋଷୀ ଧରା ନ ପଡ଼ିଲେ, ରାଜ୍ୟରେ ପ୍ରତିବାଦ କରାଯିବ । ଏଥିସହ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କୁ ସାଧାରଣ ଉତ୍ସବରେ ଭାଗନେବାକୁ ଦିଆଯିବ ନାହିଁ ବୋଲି ସେ ଚେତାଇଦେଇଛନ୍ତି  । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଦୁର୍ନୀତି ପ୍ରସଙ୍ଗ ଉଠାଇବା ତଥା ପୂର୍ବରୁ ହୋଇଥିବା ବିକାଶ ଜେନା ହତ୍ୟାକାଣ୍ଡରେ ନ୍ୟାୟ ପାଇଁ ଲଢ଼ିବା କାରଣରୁ ତାଙ୍କ ବାପାଙ୍କୁ ହତ୍ୟା କରାଯାଇଛି ବୋଲି ମୃତକଙ୍କ ପୁଅ ରମାକାନ୍ତ ଅଭିଯୋଗ କରିଥିଲେ । ତେବେ ବିଜେପି ନେତାଙ୍କ ମୃତ୍ୟୁକୁ ନେଇ ଅଞ୍ଚଳରେ ତୀବ୍ର ଉତ୍ତେଜନା ଲାଗିରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026

You Might Also Like