-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ଜଳାତଙ୍କ ଦିବସ ଉପଲକ୍ଷେ ଟୀକାକରଣ ଓ ସଚେତନତା କାର୍ଯ୍ୟକ୍ରମ

28-Sep-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ପ୍ରାଣୀ ଚିକିତ୍ସା ବିଭାଗ  ସୁବର୍ଣ୍ଣପୁର ତରଫରୁ ବିଶ୍ଵ ଜଳାତଙ୍କ ଦିବସ ଉପଲକ୍ଷେ ଏକ ପ୍ରତିଷେଧକ ଟୀକା ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସକାଳ ୮ ଟା ସମୟରେ ଜଳାତଙ୍କ ରୋଗକୁ ପ୍ରତିହତ କରିବା ର ବାର୍ତ୍ତା ସ୍ୱରୂପ  ଜିଲ୍ଲା ସଦର ପ୍ରାଣୀ ଚିକିତ୍ସାଲୟରେ ୫୦ ରୁ ଉର୍ଦ୍ଧ୍ବ କୁକୁର ଆଦି ପ୍ରାଣୀ ଙ୍କୁ ଜଳାତଙ୍କ ରୋଗର ପ୍ରତିଷେଧକ ଟୀକା ମୁକ୍ତ ରେ ପ୍ରଦାନ କରା ଯାଇଥିଲା।ଉକ୍ତ କାର୍ଯ୍ୟକ୍ରମ ରେ ଡ଼ାଃ ପରମାନନ୍ଦ ସେଠି ,ଜିଲ୍ଳା ମୁଖ୍ୟ ପ୍ରାଣୀଚିକିତ୍ସା ଅଧିକାରୀ, ସୁବର୍ଣ୍ଣପୁର, ଡ଼ାଃ ହିମାଂଶୁ କୁମାର ମହନ୍ତ,ଅତିରିକ୍ତ ପ୍ରାଣୀ ଚିକିତ୍ସା ଅଧିକାରୀ,ସୁବର୍ଣ୍ଣପୁର,  ଡାକ୍ତର ସୁନାକର ସାମଲ, ଉପନିର୍ଦେଶକ ,ଜିଲ୍ଲା ପ୍ରାଣୀ ଚିକିତ୍ସାଳୟ, ସୋନପୁର ଓ ଡ଼ାଃ ଜ୍ୟୋତି ରଞ୍ଜନ ମହନ୍ତ, ପ୍ରାଣୀ ଚିକିତ୍ସକ,ସୋନପୁର ଯୋଗଦେଇଥିଲେ।ଦିବା ୧୧ ଟା ସମୟରେ କୃଷି ବିଜ୍ଞାନ କେନ୍ଦ୍ର ଠାରେ ପ୍ରାଣୀ ଚିକିତ୍ସା ବିଭାଗ ଓ  ଜନ ସ୍ୱାସ୍ଥ୍ୟ ବିଭାଗ ତରଫରୁ  ଜଳାତଙ୍କ ରୋଗ ଉପରେ ଏକ ଆଲୋଚନା ଚକ୍ର ଓ ଜନ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା।ଡ଼ାଃ ପରମାନନ୍ଦ ସେଠୀ, ମୁଖ୍ୟ ଜିଲ୍ଳା ପ୍ରାଣୀ ଚିକିତ୍ସା ଅଧିକାରୀ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଉକ୍ତ ସଭାରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀଯୁକ୍ତ ଅଭିମନ୍ୟୁ ସିଂ ମୁଖ୍ୟ ଅତିଥି, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ଡ଼ାଃ ରମେଶ ଚନ୍ଦ୍ର ସ୍ୱାଇଁ  ମୁଖ୍ୟବକ୍ତା,ଡା ଲୋପମୁଦ୍ରା ରାୟ, ବୈଜ୍ଞାନିକ କୃଷିବିଜ୍ଞାନ କେନ୍ଦ୍ର,ସୁବର୍ଣ୍ଣପୁର ସମ୍ମାନିତ ଅତିଥି ଓ ଡ଼ାଃ ହିମାଂଶୁ କୁମାର ମହନ୍ତ, ଅତିରିକ୍ତ ପ୍ରାଣୀଚିକିତ୍ସା ଅଧିକାରୀ, ସୁବର୍ଣ୍ଣପୁର ଅନ୍ୟତମ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।ଜଳାତଙ୍କ ରୋଗ ସାଧାରଣତଃ କୁକୁର, ବିଲେଇ, ନେଉଳ, ବିଲୁଆ ଓ ମାଙ୍କଡ ଆଦି ଘରେ ପାଳୁଥିବା ଜନ୍ତୁ ଠାରୁ  ମଣିଷ ଦେହକୁ ଆସିବା ସମ୍ଭାବନା ଥିବାରୁ ଉକ୍ତ ଜନ୍ତୁ ମାନଙ୍କୁ ଜଳାତଙ୍କ ପ୍ରତିଷେଧକ ଟୀକା ନିୟମିତ ଠିକ ସମୟରେ ଦେବାକୁ  ଡ଼ାଃ ସେଠୀ ପରାମର୍ଶ ଦେଇଥିଲେ।   ସାରା ବିଶ୍ୱରେ ପ୍ରାୟ ୬୦ ହଜାର ଲୋକଙ୍କ ମୃତ୍ୟୁ ଜଳାତଙ୍କ ରୋଗରେ ହୋଇଥାଏ ଓ ସେଥିରୁ ଶତକଡା ୯୦ ପ୍ରତିଶତ ଆଫ୍ରିକା ଓ ଏସିଆ ମହାଦେଶର ଅଟେ ବୋଲି ଡ଼ାଃ ସ୍ୱାଇଁ ପ୍ରକାଶ କରିଥିଲେ।ଜଳାତଙ୍କ ରୋଗର ଲକ୍ଷଣ ଦେଖାଦେଲେ ମଣିଷ କିମ୍ବା ପଶୁଙ୍କୁ ବଞ୍ଚେଇବା ପାଇଁ ସଫଳ ଚିକିତ୍ସା ନ ଥିବାରୁ କୁକୁର, ବିଲେଇ ବା ଅନ୍ୟ ବନ୍ୟଜନ୍ତୁ  ଆକ୍ରମଣ ର ଶିକାର ହେଲେ ତୁରନ୍ତ  ନିକଟସ୍ଥ ଚିକିତ୍ସାଲୟକୁ ଯାଇ ଜଳାତଙ୍କ ନ ହେବାପାଇଁ ଉଦ୍ଦିଷ୍ଟ  ୦,୩,୭ ଓ ୨୦ ଦିନରେ ୪ ଗୋଟି ଟୀକା ନେବା ପାଇଁ ସେ ପରାମର୍ଶ ଦେଇଥିଲେ।କୁକୁର,ବିଲେଇ ତଥା ଅନ୍ୟ ବନ୍ୟଜନ୍ତୁ କାମୁଡ଼ିଲେ ତାର ଚିକିତ୍ସା ଉପରେ ଡ଼ାଃ ମହନ୍ତ ଆଲୋଚନା କରିଥିଲେ। ଏବର୍ଷ ବିଶ୍ୱ ଜଳାତଙ୍କ ଦିବସର ବାର୍ତ୍ତା" Breaking Rabies Boundaries"  ଉପରେ ମତଦେଇ ଡ଼ାଃ ସୁନାକର ସାମଲ,ଉପନିର୍ଦେଶକ ଜିଲ୍ଲା ପ୍ରାଣୀ ଚିକିତ୍ସାଳୟ, ସୋନପୁର ଓ ଡ଼ାଃ ସୁବ୍ରତ କୁମାର ପୁରୋହିତ, ବ୍ଲକ ପ୍ରାଣୀ ଚିକିତ୍ସା ଅଧିକାରୀ, ଉଲୁଣ୍ଡା ,କେମିତି ଜଳାତଙ୍କ ରୋଗ ପରିଧି ବାହାରକୁ ଯାଇ ନ ପାରିବ ଉକ୍ତ ବିଷୟରେ ମତ ରଖିଥିଲେ। ଶେଷରେ ଡ଼ାଃ ସୁଧୀର ପଣ୍ଡା, ଅତିରିକ୍ତ ପ୍ରାଣୀ ଚିକିତ୍ସା ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like