-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ବୟସ୍କ ଙ୍କ ପାଇଁ ଆଜି ଠୁଁ ଆରମ୍ଭ ହେଲା ଯକ୍ଷ୍ମା ଟୀକାକରଣ, କୋକସରା ରେ ବ୍ଲକ ସ୍ତରୀୟ ଟୀକାକରଣ ଆରମ୍ଭ ।

28-Sep-2024



କୋକସରା  (ତ୍ରିନାଥ ବେଶ୍ରା )
କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଠାରୁ ଦେଶର ବୟସ୍କ ବ୍ୟକ୍ତି ଙ୍କ ପାଇଁ ପ୍ରଥମ ପର୍ଯ୍ୟାୟରେ ଯକ୍ଷ୍ମା ନିରାକରଣ ପାଇଁ ଟୀକାକରଣ ବ୍ୟବସ୍ଥା ଆରମ୍ଭ ହୋଇଛି।ଏହି ପରିପ୍ରେକ୍ଷୀରେ କୋକସରା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ସଭାଗୃହ ଠାରେ ସିଏଚସି ଭାରପ୍ରାପ୍ତ ଡାକ୍ତର ତତ୍ଵଦର୍ଶୀ ଦାସ ଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ତହସିଲଦାର ନବୀନ କିଶୋର ପାଢ଼ୀ,ସମ୍ମାନିତ ଅତିଥି ଭାବେ ବିଧାୟକ ପ୍ରତିନିଧି ତ୍ରିନାଥ ଶବର, ସିଡିପିଓ ସରୋଜା ଲତା ଦେଇ,ପିଏଚଇଓ ଶର୍ମିଳା ଛାତ୍ରୀଆ, ସ୍ୱାସ୍ଥ୍ୟ ପରିଦର୍ଶକ କେତନ ପାତ୍ର, ବିପିଏମ ସୁରଜିତ କୁମାର ସିଂ, ଆଇସିଡିଏସ ସୁପରଭାଇଜର ସୋନିଆ ହେମ୍ରମ ପ୍ରମୁଖ ଯୋଗଦେଇ ଯକ୍ଷ୍ମା ଟୀକାକରଣ ର ଶୁଭାରମ୍ଭ କରିଥିଲେ। ବୟସ ବଢ଼ିବା ସହ ରୋଗ ପ୍ରତିରୋଧକ ଶକ୍ତି କମିବାରୁ ଯକ୍ଷ୍ମା ଭଳି ରୋଗ ହେବାର ସମ୍ଭାବନା ରହିଛି ଏଣୁ ଏହି ଟୀକା ନେଲେ ଆମେ ଯକ୍ଷ୍ମା ରୋଗ ରୁ ଦୁରେଇ ରହିବା ସ୍ୱାସ୍ଥ୍ୟ ବିଭାଗ ର ଏହି ପଦକ୍ଷେପ ଅନେକ ପ୍ରଶଂସନୀୟ ବୋଳି ଉପସ୍ଥିତ ଅତିଥିମାନେ କହିଥିଲେ।ଏହି କାର୍ଯ୍ୟକ୍ରମ ରେ ଅନେକ ବୟସ୍କ ବୃଦ୍ଧ ବୃଦ୍ଧା ମାନେ ଟୀକା ନେଇଛନ୍ତି। କାର୍ଯ୍ୟକ୍ରମ କୁ ଏସଟିଏସ ଆମୋଦ ଚନ୍ଦ୍ର ଗୋଲାପ ସଂଯୋଜନା କରିଥିଲେ। ପ୍ରଥମ ହିତାଧିକାରୀ ଭାବେ ତ୍ରିବେଣି ପଟ୍ଟନାୟକ ଟୀକା ନେଇଥିଲେ।ଏଏନଏମ ଶ୍ରାବଣୀ ବଚ୍ଛା ଟୀକା ଦେଇଥିବା ବେଳେ ଆଶା କର୍ମି ମାନେ ଉପସ୍ଥିତ ରହି ବୟସ୍କ ବ୍ୟକ୍ତି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like