-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ବିପର୍ଯ୍ୟୟ ପରିଚାଳନା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

28-Sep-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ରାଜ୍ୟସ୍ତରୀୟ ମହିଳା ମାନଙ୍କ ପାଇଁ ବିପର୍ଯ୍ୟୟ ପରିଚାଳନା ପ୍ରଶିକ୍ଷଣ ଶିବିର ଶ୍ରୀ ସତ୍ୟସାଇ ସେବା ସଂଗଠନ, ସୁବର୍ଣ୍ଣପୁର ଜିଲ୍ଲା ଦ୍ଵାରା ଆଜି ଢେରାପଡା ସ୍ଥିତ ବୁଢ଼ିମା କଲ୍ୟାଣ ମଣ୍ଡପରେ  ଓଡିଶାର ୧୦ଗୋଟି ଜିଲ୍ଲା ର ମହିଳା ପ୍ରତିନିଧି ମାନଙ୍କୁ ନେଇ ଏକ ବିପର୍ଯ୍ୟୟ ପରିଚାଳନା ଶିବିର ଅନୁଷ୍ଠିତ ହୋଇଯାଇଛି।ପ୍ରଥମେ ସକାଳେ ଆଧ୍ୟାତ୍ମିକ ପତାକା ଉତ୍ତୋଳନ କରାଯିବା ପରେ ଶିବିରରେ ମହିଳା ପ୍ରତିନିଧିଙ୍କ ରେଜିଷ୍ଟ୍ରେସନ ଆରମ୍ଭ ହୋଇଥିଲା ପରେ ଭଗବାନଙ୍କ ଜ୍ୟୋତି ଆବାହନ କରାଯାଇ ନିରବ ପ୍ରାର୍ଥନା, ବେଦମନ୍ତ୍ର ଉଚ୍ଚାରଣ ଓ ଭଗବାନ ସତ୍ୟସାଇ ଙ୍କ ଭଜନ ଅନୁଷ୍ଠିତ ହୋଇଥିଲା। ଶ୍ରୀ ସତ୍ୟସାଇ ସେବା ସଂଗଠନ ସୁବର୍ଣ୍ଣପୁର ଜିଲ୍ଲା ର ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଗୁଣନିଧି ପାତ୍ର ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଆଧ୍ୟାତ୍ମିକ ସଭାରେ ମୁଖ୍ୟ ଅତିଥିଭାବେ ସୁବର୍ଣ୍ଣପୁର ପୈ।ର ପରିଷଦର ଅଧ୍ୟକ୍ଷା ତାମସି ତମସ୍ମୀତା ନାଏକ ଯୋଗଦେଇ ଏହି ଶିବିର କୁ ଉଦଘାଟନ କରି ପ୍ରତ୍ୟେକ କ୍ଷେତ୍ରରେ ମହିଳା ଆଜି ନିଜର ପରାକାଷ୍ଠା ପ୍ରଦର୍ଶନ କରିବାସହ ଏକ ସୁସ୍ଥ ନିରାମୟ ଓ ଆଧ୍ୟାତ୍ମିକ ସମାଜ ଗଠନରେ ଏକ ପ୍ରମୁଖ ଭୂମିକା ନିର୍ବାହ କରିଆସିଛନ୍ତି। ଏହିପରି ବିପର୍ଯ୍ୟୟ ପରିଚାଳନା ଶିବିର ଅନୁଷ୍ଠିତ କରାଇ ମହିଳା ମାନଙ୍କୁ ଶିକ୍ଷାଦାନ ଦେବା ଦ୍ଵାରା ଆଗକୁ ମହିଳାଙ୍କ ଭିତରେ ସେବା ଭାବନା ଜାଗ୍ରତ ହେବାସହ ଯେକୋୖଣସି ସମୟରେ ବିପର୍ଯ୍ୟୟ ର ପ୍ରଶମନ ପାଇଁ ସେମାନେ ସକ୍ଷମ ହୋଇପାରିବେ। ସେହିପରି ଅନ୍ୟତମ ଅତିଥି ଭାବରେ ରାଜ୍ୟ ସେବା ସଂଯୋଜକ ଶ୍ରୀଯୁକ୍ତ ରମାକାନ୍ତ ଦାଶ ଓ ମହିଳା ରାଜ୍ୟ ସେବା ସଂଯୋଜିକା ଶୁଶ୍ରୀ ଦାସ ସେମାନଙ୍କର ଆଶିର୍ବଚନ ପ୍ରଦାନ କରିଥିବାବେଳେ  ବିବେକାନନ୍ଦ କାନୁନଗୋ ଓ ଅବକାଶ ଭାଇ ବିପର୍ଯ୍ୟୟ ପରିଚାଳନା ର ନୀତି ନିୟମ ଓ ଶୃଙ୍ଖଳା ଭିତରେ ନିଜର ବହୁମୂଲ୍ୟ ମତାମତ ରଖିଥିଲେ। ସେହିଭଳି ଅପରାହ୍ନ ଅଧିବେଶନରେ ଉଦ୍ଧାର ପ୍ରକ୍ରୀୟା,ଷ୍ଟ୍ରେଚର୍ ର ଉପଯୋଗ ଓ ବିପର୍ଯ୍ୟୟ ର ମୁକାବିଲା ସମୟରେ ସିଡିର ବ୍ୟବହାର  ସଂପର୍କରେ ମଧ୍ୟ ଆଲୋଚନା କରିଥିଲେ।ସାଂଧ୍ୟ୍ୟ ଅଧିବେଶନ ସମୟରେ ବିପର୍ଯ୍ୟୟ ବେଳେ ଫାଷ୍ଟ୍ଏଡ୍ ର ବ୍ୟବହାର ଓ ପରିଚାଳନା ସଂପର୍କରେ ଶିକ୍ଷା ପ୍ରଦାନ କରିଥିଲେ ଓ ପରେ ମଙ୍ଗଳ ଆରତୀ ଅନୁଷ୍ଠିତ ହୋଇ ପ୍ରଥମଦିନର କାର୍ଯ୍ୟକ୍ରମ କୁ ବିରାମ ଦିଆଯାଇଥିଲା। ପରଦିନ ପ୍ରାତଃ ସମୟରେ ॐକାରମ୍, ସୁପ୍ରଭାତମ୍, ଜ୍ୟୋତି ଧ୍ୟାନ, ଶାରୀରିକ ଶିକ୍ଷା, ପରେ ଅଗ୍ନି ନିର୍ବାପକ ଶିକ୍ଷା, ଜିଲ୍ଲା ସ୍ତରୀୟ ବିପର୍ଯ୍ୟୟ ପରିଚାଳନା ଟିମ୍ ଗଠନ,ଓ ପରବର୍ତ୍ତୀ ବର୍ଷ ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା ପରେ ସୋନପୁର ସମିତିର ସଂଯୋଜକ ସୂର୍ଯ୍ୟ ନାରାୟଣ ମହାପାତ୍ର ଧନ୍ୟବାଦ ପ୍ରଦାନ କରିଥିଲେ ଏବଂ ଭଗବାନଙ୍କୁ ମଙ୍ଗଳ ଆରତୀ ପ୍ରଦାନ ସହିତ ପ୍ରଥମ ଦିନର କାର୍ଯ୍ୟକ୍ରମ ର ସମାପ୍ତି ହୋଇଥିଲା । ପ୍ରକାଶଯୋଗ୍ୟ ଯେ ଦୁଇଦିନ ଧରି ଅନୁଷ୍ଠିତ ଏହି ପ୍ରଶିକ୍ଷଣ ଶିବିର ରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପ୍ରାୟ ଶତାଧିକ ମହିଳା ପ୍ରତିନିଧି ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like