-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ସିଂହପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ପ୍ରତିଭା ଅନ୍ୱେଷଣ "ସୁରଭି" କାର୍ଯ୍ୟକ୍ରମ

29-Sep-2024



ଅତାବିରା(ଆକାଶ ମିଶ୍ର): ବରଗଡ଼ ଜିଲ୍ଲା ଅତାବିରା ବ୍ଳକ ସିଂହପାଲି କ୍ଲଷ୍ଟରର ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯକ୍ରମ ଡାହାରୁପଡା ନୋଡାଲ ୟୁ ପି ସ୍କୁଲରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ "ଲୋକକଳା ଓ ସଂସ୍କୃତି " ଉପରେ ଆଧାରିତ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ସିଆରସିସି କୃତାର୍ଥ ଚନ୍ଦ୍ର ଭୁଏ ଙ୍କ ତତ୍ତ୍ଵାବଧାନରେ ତଥା  ଦୁର୍ଯ୍ଯୋଧନ ମାଝୀ ଙ୍କ ସଭାପତିତ୍ବରେ ଆୟୋଜିତ ଏହି  ସୁରଭି କାର୍ଯକ୍ରମ  ରେ ମୁଖ୍ୟଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ଧନୀରାମ ସାହୁ  ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ  ଦେବରାଜ ବେହେରା, ମୋତିଲାଲ ଦେବତା , ସୁରେନ୍ଦ୍ର ମଲ୍ଲିକ, କୌଶିକ ସାହୁ, ଦୁଃଖୀଶ୍ଯାମ ଗଡତିଆ, ସୁନୀଲ କୁମାର ସାହୁ ,  ଦିଲିପ କୁମାର ଗଡତିଆ,  ଲକ୍ଷ୍ମଣ ସାହୁ , ରବି ବନଛୋର , ପ୍ରମୁଖ ମଞ୍ଚାସିନ ହୋଇଥିଲେ। ଶିକ୍ଷକ  ସୁବାସ ମହାନନ୍ଦ ଅତିଥି ପରିଚୟ ପ୍ରଦାନ କରିଥିଲେ ।  ଶିକ୍ଷକ ଲଳିତ କୁମାର ଭୋଇ  ମଞ୍ଚ ପରିଚାଳନା କରିଥିବା ବେଳେ  ପଙ୍କଜିନୀ ଟପ , ଯଶୋବନ୍ତି ବାରିକ ଓ ଛାତ୍ରୀମାନେ  ସ୍ଵାଗତ ସଙ୍ଗୀତ ଗାନ କରିଥିଲେ। ଏଥିରେ  ପ୍ରଥମ ରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ବରିଷ୍ଠ, କନିଷ୍ଠ ଓ ସର୍ବ କନିଷ୍ଠ ଆଦି  ତିନୋଟି ବିଭାଗରେ  ବକୃତା,  ପ୍ରବନ୍ଧ, ସୃଜନାତ୍ମକ ଲିଖନ, କୁଇଜ୍, କଣ୍ଠ ସଙ୍ଗୀତ , ଚିତ୍ରାଙ୍କନ, ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦି ପ୍ରତିଯୋଗିତା  କରାଯାଇଥିଲା । ପ୍ରତି ବିଷୟ ଗୁଡିକରେ ପ୍ରଥମ ,ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା  କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ପ୍ରତ୍ୟେକ  ବିଷୟରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀ ମାନେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ବୋଲି ଜଣା ପଡିଛି।
କ୍ଲଷ୍ଟର ଅନ୍ତର୍ଗତ  ସିଂହ ପାଲି ଉଚ୍ଚ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଟୋପ ଉଚ୍ଚ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବନହର , ପରମାନପୁର, ଗୁତିପାଲି, କୁକେତିରା, ଖଲିଆପାଲି, ଡାହାରୁପଡ଼ା ଆଦି ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ । ଶିକ୍ଷୟିତ୍ରୀ ସୁଶାନ୍ତି ଭୋଇ,ଶିକ୍ଷକ ଲଳିତ ଗଡତିଆ, ସୁଧୀର ରଥ,ପ୍ରମୋଦ ମିଶ୍ର,ପଞ୍ଚମ ସାହୁ ଙ୍କ ସମେତ କ୍ଲଷ୍ଟର ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସୁରଭି କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ ।  ଶିକ୍ଷୟତ୍ରୀ ଲଲିତା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like