-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

କ୍ଲିନ୍ ସୋନପୁର ଗ୍ରିନ ସୋନପୁର ପାଇଁ ସଙ୍କଳ୍ପ ନେଲେ ବରିଷ୍ଠ ଯୋଗୀ ଓ ନାଗରିକ,,,,,,- *ଗଛ ଲଗାଅ ପୃଥିବୀ ବଞ୍ଚାଅ ନାରା ଦେଲେ ଏଡିଏମ୍*-

29-Sep-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ଶ୍ରୀ ଗୋପାଳଜୀ ତମଶ୍ଵା ଯୋଗାଳୟ, ବରିଷ୍ଠ ନାଗରିକ ସଂଘ, ସ୍ଵଚ୍ଛ ଭାରତ ସଂଗଠନ  ଏବଂ ବନ ବିଭାଗ ସୋନପୁର ର ମିଳିତ ଉଦ୍ୟମରେ ତଥା ସର୍ବ ବରିଷ୍ଠ ୮୫ ବର୍ଷୀୟ ଯୋଗୀ ମୃତ୍ୟୁଞ୍ଜୟ ନାରାୟଣ ଦାସଙ୍କ ଦୃଢ଼ ଇଚ୍ଛା ରେ ବଳିଷ୍ଠ ନେତୃତ୍ଵ ରେ ଏକ ସବୁଜ ସୋନପୁର କାର୍ଯ୍ୟକ୍ରମ  ର ଶୁଭାରମ୍ଭ ହୋଇଯାଇଛି। ମହାନଦୀ ସେତୁ ଠାରୁ  ତେଲ ନଦୀ ସେତୁ ପର୍ଯ୍ୟନ୍ତ ଏକ ଗ୍ରୀନ କରିଡ଼ର ଲକ୍ଷ୍ୟ ନେଇ ନିର୍ମାଣଧିନ ରିଂ ରୋଡ଼ର ଉଭୟ ପାର୍ଶ୍ୱରେ ଫଳ ଓ ଛାୟା ପ୍ରଦାନ ପାଇଁ ବୃକ୍ଷ ଗୁଆ , ନଡ଼ିଆ, ପିଜୁଳି ,ଆତ,କଦମ୍ବ ବଉଳ ପ୍ରଭୃତି ଚାରା ରୋପଣ କାର୍ଯ୍ୟକ୍ରମ ଆରମ୍ଭ କରା ଯାଇଛି ।  ଏହି ସବୁଜ ସୋନ୍‌ପୁର ବିପ୍ଲବ  କାର୍ଯ୍ୟକ୍ରମ ରେ ସୁବର୍ଣ୍ଣପୁର  ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମାଟି ମା ଙ୍କୁ ପୁଜା ଅର୍ଚ୍ଚନା କରି ଏକ ନଡ଼ିଆ ଚାରା ରୋପଣ କରି ଏହାର ଶୁଭାରମ୍ଭ କରିଛନ୍ତି I ଏବଂ ଏଇ ଉଦ୍ୟମ କୁ ଉଚ୍ଚ ପ୍ରଶଂସା କରି ଆଗାମୀ ଦିନ ରେ ସୋନପୁର ପର୍ଯ୍ୟ ଟନ ର ବିକାଶ ଦିଗରେ ସହାୟକ ହେବା ସହ ଗ୍ରୀନ କରିଡ଼ର ମିଶନ ଦେଶ ବିଦେଶ ର ପର୍ଯ୍ୟଟକ ଙ୍କୁ ଆକୃଷ୍ଟ କରିବ ବୋଲି କହିଥିଲେ l ଏହି କାର୍ଯ୍ୟକ୍ରମରେ ଯୋଗାଳୟର ଅଧ୍ୟକ୍ଷ ଡ.ସନ୍ତୋଷ କୁମାର ପାଢ଼ୀ, ସଭାପତି ହରିହର ଶତପଥୀ, ସମ୍ପାଦକ ଡ଼.ଆର୍ତ୍ତତ୍ରାଣ ବାବୁ, ଏହି ଗ୍ରୀନ ମିଶନ ର ମୁଖ୍ୟ ପୁରୋଧା ଯୋଗୀ ମୃତ୍ୟୁଞୟ ଦାସ,ବରିଷ୍ଠ ନାଗରିକ ସଂଘ ସଭାପତି ଡ଼ ଜ୍ୟୋତି ରଞ୍ଜନ ବହିଦାର, ସମ୍ପାଦକ ଜ୍ୟୋତି ରଞ୍ଜନ ପଟ୍ଟନାୟକ, ସ୍ଵଚ୍ଛ ଭାରତ ସଭାନେତ୍ରୀ ଇନ୍ଦୁମତୀ ପୁରୋହିତ, ଡ଼ା ସରୋଜ ପଟେଲ, ପ୍ରତାପ ଦାଶ, ବନପାଳ ଭକ୍ତବନ୍ଧୁ ମିଶ୍ର ଙ୍କ ସମେତ କୃଷ୍ଣଚନ୍ଦ୍ର ପାତ୍ର, ପୂର୍ଣ୍ଣଚ଼ନ୍ଦ୍ର ଦାସ,ଦୟାନିଧି ସେଠୀ, ପ୍ରଦୀପ ପୁରୋହିତ, ବିଭୂତି ଶତପଥୀ, ପ୍ରଶାନ୍ତ ସାହୁ, ନିରଞ୍ଜନ ତ୍ରିପାଠୀ,ସୁବାଷ ଧରୁଆ, ଅମର ଭୁତ, ନରେଶ୍ ଅଗ୍ରୱାଲ, ସୁରେଷ ମେହେର ଆଦି ବିଭିନ୍ନ ସ୍ବେଛାସେବୀ ଅନୁଷ୍ଠାନର ଶତାଧିକ ସଦସ୍ୟ ଯୋଗଦାନ କରିଥିଲେ । ଯୋଗୀ ଶ୍ରୀ ମୃତ୍ୟୁଞ୍ଜୟ ଦାସ ନିଜ ପେନସନ ଟଙ୍କା ରେ ଏଇ ମିଶନ ଆରମ୍ଭ କରି ଥିବାରୁ ଓ ସୋନପୁର ବନ ବିଭାଗ ର କଠିନ ପରିଶ୍ରମ, ଯତ୍ନ,ଓ ଏହାର ରକ୍ଷଣା ବେକ୍ଷଣ ର ସମ୍ପୁର୍ଣ୍ଣ ସହଯୋଗ ପାଇଁ ସଂକଳ୍ପ ନେଇଥିବାରୁ ସହର ର ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like