-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ଔଷଧ ନୁହେଁ ଜୀବନ ଶୈଳୀ ଦ୍ବାରା ଡାଇବେଟିସ ରୋଗ କୁ ଦୁରାଇ ହେବ*- ଡ଼ା . ଧିରଜ ପଣ୍ଡା

29-Sep-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ସହର ର ପୌର ପରିଷଦ ସ୍ମାର୍ଟ ପାର୍କ ଠାରେ ସକାଳ ସାତ ଘଣ୍ଟା ରେ ପତଞ୍ଜଳୀ ଯୋଗ ସମିତି ସୁବର୍ଣ୍ଣପୁର ତରଫରୁ ମଧୁମେହ ରୋଗର ଲକ୍ଷଣ ଓ  ନିରାକରଣ ସକାଶେ ବିଶେଷଜ୍ଞ ଡାକ୍ତର ଧୀରଜ୍ ପଣ୍ଡା ଙ୍କ ସହ ଏକ ପ୍ରଶ୍ନତ୍ତୋର କାର୍ଯକ୍ରମ ଅନୁଷ୍ଟିତ ହୋଈ ଯାଇଚି। ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଏ ଡି ଏମ୍  ଅଞ୍ଜଳିନା ପଧାନ ଯୋଗ ଦେଇ  ଇଷ୍ଟ ଦେବୀ ମା ସୁରେଶ୍ଵରୀ ଙ୍କ ଠାରେ ଧୂପ ଦୀପ ପ୍ରଜ୍ବଳନ କରି ଏହି ସ୍ବାସ୍ଥ୍ୟ ଶିବିର କୁ ଉଦ୍ଘlଟନ କରିଥିଲେ l ସମ୍ମାନିତ ଅତିଥି ଭାବେ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ତାମସି ତାମସ୍ମିତା ନାୟକ, ବରିଷ୍ଠ ନାଗରିକ ସଂଘ ସମ୍ପାଦକ ଜ୍ୟୋତି ରଞ୍ଜନ ପଟ୍ଟନାୟକ ଯୋଗ ଦେଇ ଆୟୋଜକ ଙ୍କୁ ଉତ୍ସାହିତ କରିଥିଲେ l  ଭୁବନେଶ୍ୱର ମେସ୍କଫୋର୍ଡ ହସ୍ପିଟାଲ୍ ର ଡ଼ାଇବେଟ୍ଟୋଲୋଜିଷ୍ଟ ଡ଼ା ଧିରଜ୍ କୁମାର୍ ପଣ୍ଡା ଏହି ଶିବିର ରେ ଯୋଗ ଦେଇ ମଧୁମେହ ରୋଗ ର ଲକ୍ଷଣ ଓ ଏହାର ନିରାକରଣ ଉପରେ ପ୍ରଶ୍ନ ଉତ୍ତର ମାଧ୍ୟମ ରେ ଶତାଧିକ  ଲୋକ ଙ୍କ ସହ ପରାମର୍ଶ କରିଥିଲେ l  ଡାଇବେଟିସ ଏକ ରୋଗ ନୁହେଁ  କେଲୋରୀ ଓ ଇନ ସୁଲିନ ର ସମସ୍ୟା ହିଁ ଡାଇବେଟିସ ବୋଲି କହିଥିଲେ l ଓ ଦୈନନ୍ଦିନ ଜୀବନ ଶୈଳି ଦ୍ଵାରା ଏହାକୁ ଦୂର କରିହେବ ବୋଲି ଶ୍ରୀ ପଣ୍ଡା ବୁଝାଇଥିଲେ l  ଏବଂ ସୁସ୍ଥ ନିରାମୟ ଜୀବନ ଯାପନ କରିବାକୁ ହେଲେ ଠିକ୍ ସମୟ ରେ ଭୋଜନ କରିବାକୁ, ଭାରାକ୍ରାନ୍ତ ନ ହେବାକୁ, ଓ ଡ଼ାଏଟ୍ କଣ୍ଟ୍ରୋଲ କରିବାକୁ ପରାମର୍ଶ କରିଥିଲେ l  ରେଣୁକା ଡ଼ାଇଗ୍ନୋ ସିଷ୍ଟ ତରଫ ରୁ ମାଗଣା ରେ ବ୍ଲଡ ସୁଗlର୍, ବିପି, ଓଜନ ପରୀକ୍ଷା କରଯାଇଥିଲା l ସଚେତନତା ସଭାରେ ଏଡିଏମ୍ ଓ ସମସ୍ତ ଅତିଥି ଙ୍କ ଦ୍ଵାରା ଡ଼ା ପଣ୍ଡା ଙ୍କୁ ଓ ଶିବିର ଆୟୋଜନ ର ସହଯୋଗୀ ସୁବାଷ ପଣ୍ଡା ଓ ସଞ୍ଜୟ ବଡ଼ ପଣ୍ଡା ଙ୍କୁ ସମ୍ବର୍ଧିତ କରାଯାଇଥିଲା l ପତଞ୍ଜଳି ଯୋଗ ସମିତି ସଭାପତି ଗୋପାଳ ନେଗୀ ଓ ସମ୍ପାଦକ ଶ୍ରିବନ୍ତ ମିଶ୍ର ଓ ଯୋଗୀ ରବୀନ୍ଦ୍ର ଜେନା ଙ୍କ ପ୍ରତ୍ୟକ୍ଷ  ତତ୍ତ୍ଵl ବଧାନ ରେ  ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ  ରେ ଯୋଗ ଗୁରୁ ମନୋଜ ପଣ୍ଡା ଓ ଯୋଗୀ ମନୋରଂଜନ ତ୍ରୀପାଠୀ ସଭା ସଂଯୋଜନା କରିଥିଲେ l ଜାଗୃତି ସାହୁ ଓ ସ୍ୱାଗତିକା ମହାପାତ୍ର ଙ୍କ ଦ୍ଵାରା  ଅତିଥି ଙ୍କୁ ଉପ ଢ଼ୌକନ ଓ ଫୁଲ ତୋଡା ଦେଇ ସ୍ଵାଗତ କରିଥିବା ବେଳେ ପତଞ୍ଜଲୀ ଯୋଗ ସମିତି, ସ୍ବଚ୍ଛ ଭାରତ, ଗୋପଲ୍ଜୀ ଯୋଗାଳୟ, ସିନିୟର୍ ସିଟିଜେନ୍, ଫରେଷ୍ଟ ପାର୍କ ମର୍ଣଂ ୱାକର୍ସ କ୍ଳବ୍ , ବିଭିନ୍ନ ସଙ୍ଗଠନ ର ସଦସ୍ୟ ଓ ସହର ର ବୁଦ୍ଧିଜୀବୀ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like