-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଚାଷୀ ନେତା ରମେଶ ଭିତ୍ତିହୀନ ଷଡ଼ଯନ୍ତ୍ରର ଶିକାର

29-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ରବିବାର ଦିନ ଅପରାହ୍ନ ୪ଟା ସମୟରେ ରାଜବୋରାସମ୍ବର କୃଷକ ସଂଗଠନର ଆବାହକ ଅଶୋକ ସାହୁଙ୍କ ସଭାପତିତରେ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଥିଲା | ଗତ ତା ୨୮.୦୯.୨୦୨୪ରିଖ ଶନିବାର ଦିନ ସଂଯୁକ୍ତ କୃଷକ ସଂଗଠନର ଉପଦେଷ୍ଟା ଶ୍ରୀ ଯୁକ୍ତ ରମେଶ ମହାପାତ୍ରଙ୍କ ନାମରେ ଜଣେ ଅଭ୍ୟାସଗତ ଅପରାଧୀ ଓ ଅସାମାଜିକ ବ୍ୟକ୍ତି ତଥା ସମାଜ ପ୍ରତି ବିପଦପୂର୍ଣ୍ଣ ଅଟନ୍ତି,ନିଜକୁ ଚାଷୀ ନେତା କହି ନିରୀହ ଚାଷୀ ମାନଙ୍କ ଠାରୁ ଚାନ୍ଦା ଅସୁଲ କରୁଛନ୍ତି।ଲୋକଙ୍କୁ ବିଜୁଳି ବିଲ ନ ଦେବାକୁ ପ୍ରେତ୍ସାହିତ କରି ମିଟର ଗୁଡାକ ଖୋଲି ଦେବା ପାଇଁ ଉସକାଉଛନ୍ତି। ବିଭିନ୍ନ ସରକାରୀ ଯୋଜନା ଗୁଡିକୁ ଲାଗୁ କରିବାରେ ପ୍ରତିବନ୍ଧକ ସୃଷ୍ଟି କରୁଛନ୍ତି ବୋଲି ଦର୍ଶାଇ ଭିତ୍ତିହୀନ ମିଥ୍ୟା ତଥା କପୋଳକଳ୍ପିତ କରି ବରଗଡ ଟାଉନ ପୋଲିସ ସଂଗଠନର ଉପଦେଷ୍ଟା ରମେଶ ମହାପାତ୍ର ଙ୍କ ନାମରେ ଭାରତୀୟ ନାଗରିକ ସୁରକ୍ଷା ସଂହିତାର ଧାରା ୧୨୯ କ୍ରମେ ଏକ ବର୍ଷ ପାଇଁ ତାଙ୍କର ଗତି ଵିଧିକୁ ନିୟନ୍ତ୍ରଣ କରିବା ସକାଶେ ବରଗଡ ଉପଜିଲ୍ଲାପାଳଙ୍କ ଅଦାଲତରେ ଆବେଦନ କରିଛନ୍ତି।ସର୍ବସମ୍ମତି କ୍ରମେ ବରଗଡ ଟାଉନଥାନା ଅଧିକାରୀଙ୍କ ଏତାଦୃଶା ଅଭିଯୋଗକୁ ରାଜବୋରାସମ୍ବର କୃଷକ ସଂଗଠନ ଦୃଢ଼ ସ୍ୱରରେ ନିନ୍ଦା କରୁଅଛି। କୃଷକ ସଂଗଠନ ଗୁଡିକ ବର୍ଷସାରା ସରକାରୀ ଓ ପ୍ରଶାସନିକ ସ୍ତରରେ ଅବହେଳା ଏବଂ ଅନ୍ୟାୟ ବିରୁଦ୍ଧରେ ଗଣତାନ୍ତ୍ରିକ ପଦ୍ଧତିରେ ସ୍ୱର ଉତ୍ତୋଳନ କରି ଆନ୍ଦୋଳନ ମଧ୍ୟ କରି ଆସୁଛନ୍ତି ।ଭାରତ ସ୍ୱାଧୀନତା ହେବା ଠାରୁ ଦେଶର ଅନ୍ନଦାତା ବୋଲାଉଥିବା ଚାଷୀ କ୍ରମାଗତ ଅନ୍ୟାୟର ଶିକାର ହୋଇ ଆସୁଛନ୍ତି।ବିଗତ ସରକାରମାନେ ହେଉ କିମ୍ବା ବର୍ତ୍ତମାନ ସରକାର ଚାଷୀଙ୍କ ସ୍ୱାର୍ଥ ଅପେକ୍ଷା କମ୍ପାନୀ ଏବଂ ପୁଞ୍ଜିପତିମାନଙ୍କ ସ୍ଵାର୍ଥକୁ ବିଶେଷ ଦୃଷ୍ଟି ଦେଉଛନ୍ତି । ଯଦି ଚାଷୀମାନଙ୍କ ପ୍ରତି ହେଉଥିବା ଅନ୍ୟାୟ ଓ ସାଧାରଣ ଜନତାଙ୍କ ନ୍ୟାୟ ପାଇଁ ସ୍ୱର ଉତ୍ତୋଳନ କଲେ ସରକାର ଏବଂ ପ୍ରଶାସନର ଆକ୍ରୋଶର ଶିକାର ହେବାକୁ ପଡିବ,ତାହେଲେ ଏହିକ୍ରମରେ ଭାରତର ସମଗ୍ର ଚାଷୀ ଜଣେ ଜଣେ ରାଷ୍ଟ୍ରବିରୋଧୀ ଆକ୍ଷା ପାଇବେ। ବରଗଡ ପୋଲିସ ପ୍ରଶାସନ ତଥା ରାଜ୍ୟ ସରକାରଙ୍କ ଏତାଦୃଶ କାର୍ଯ୍ୟକଳାପକୁ ଆମ୍ଭେ ଦୃଢ ନିନ୍ଦା କରିବା ସହିତ ଏପରି କାର୍ଯ୍ୟରୁ ନିବୃତ ରହିବାକୁ ରାଜବୋରାସମ୍ବର କୃଷକ ସଂଗଠନ ଦୃଢ ଦାବୀ କରୁଅଛି । ଉକ୍ତ ସଭାରେ ସଂଗଠନର ସଦସ୍ୟ ରୋହିତ ପଧାନ, ଅଜିତ ଶତପଥୀ, ଉଦେକର ବେହେରା, ବିଜୟ ସାହୁ, ଅମୃତଲାଲ ସାହୁ, ସୁବାଷ ସାମନ୍ତରାୟ, କାହ୍ନୁ ମେହେର ଏବଂ ସମସ୍ତ ବ୍ଲକର କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like