-+91-9937148622 |
prerana_bgr@rediffmail.com |
Friday 25th September 2026 |
R.N.I. Regd No. ODIODI/2010/46693
Breaking News
29-Sep-2024
ତୁଷୁରା (ପଞ୍ଚାନନ ନାଏକ) ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀ ଦିନ ଭାରତୀୟ ଜନତାପାର୍ଟି ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜନ ପାଇଁ ବଲାଙ୍ଗୀର ଜିଲ୍ଲାର ଗୁଡଭେଲାବ୍ଲକର ସଭାଗୃହରେ ରବିବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଉପାଧ୍ୟକ୍ଷ ଟୁକୁରାମ ପାଣିଗ୍ରାହୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ, ଜନପ୍ରତିନିଧି, ବୃଦ୍ଧିଜୀବୀ ଉପସ୍ଥିତ ଥିଲେ।