-+91-9937148622 |
prerana_bgr@rediffmail.com |
Friday 21st August 2026 |
R.N.I. Regd No. ODIODI/2010/46693
Breaking News
04-Jan-2021
ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର ) - ବଲାଙ୍ଗିର ଜିଲ୍ଲାରେ ଆଜି ୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି l ବଲାଙ୍ଗିର ପୌରାଞ୍ଚଳର ୱାର୍ଡ ୧ ନମ୍ବର, ଓ୍ବାର୍ଡ ନଂ୧୮ , ବଲାଙ୍ଗୀର ସଦରମହକୁମା ଖୁଜେନପାଲି, ଦେଓଗାଁ ବ୍ଲକ ଦେଓଗାଁ ରୁ ଜଣେ ଲେଖାଏଁ ଓ ଟିଟିଲାଗଡ ପୌରପାଳିକା ଓ୍ବାର୍ଡ ନଂ୧୪ ରୁ ୨ ଜଣ କରୋନା ପୋଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ପର୍ଯ୍ୟନ୍ତ ଜିଲ୍ଲାରେ ମୋଟ୍ ୮୫୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨୮ ଟି ଆକ୍ଟିଭ କେଶ୍ ରହିଛି l ଆଜି ପର୍ଯ୍ୟନ୍ତ ଜିଲ୍ଲାରେ କରୋନା ରୁ ୮୩୯୬ ଜଣ ବ୍ୟକ୍ତି ସୁସ୍ଥ ହୋଇ ସାରିଥିବା ଜିଲା ପ୍ରଶାସନ ପକ୍ଷରୁ ପ୍ରକାଶ l