-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ,ଯୋଗଦେଲେ ଜିଲ୍ଲାପାଳ

30-Sep-2024



ଡାବୁଗାଁ,( ମିହିର ଶଙ୍କର ପାତ୍ର,) ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟର ଅଭିଯୋଗ ପ୍ରକୋଷ୍ଠରେ  ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଯାଇଛି | ଏଥିରେ ନବରଙ୍ଗପୁର ଜ଼ିଲ୍ଲାପାଳ 
ଡା. ଶୁଭଙ୍କର ମହାପାତ୍ର ଙ୍କ ଦ୍ଵାରା ୩୬ ଟି ଅଭିଯୋଗ ର ଶୁଣାଣି କରି ତାର ସମାଧାନ ନିମନ୍ତେ
ଜ଼ିଲ୍ଲା ର ଯେଉଁ ବିଭାଗର ଅଭିଯୋଗ ସେହି ବିଭାଗର ଅଧିକାରୀ ମାନଙ୍କୁ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ୩୬ ଟି ଅଭିଯୋଗ ମଧ୍ୟରୁ ୨୮ ଟି ଅଭିଯୋଗ ବ୍ୟକ୍ତିଗତ, ୮ ଟି ଅଭିଯୋଗ ଗୋଷ୍ଠୀଗତ ହୋଇ ଥିବା ବେଳେ ଡାବୁଗାଁ ବ୍ଲକ ସଦରମହକୁମାରେ ଡାବୁଗାଁ ର ମଶାଣିପଦା କାର୍ଯ୍ୟ ସଂପୂର୍ଣ୍ଣ କରିବା, ଡାବୁଗାଁ ଠାରୁ ମାନିଗାଁ ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ରାସ୍ତା ର ପ୍ରଶସ୍ତି କାରଣ କାର୍ଯ୍ୟ ଶୀଘ୍ର ଶେଷ କରିବା, ଡାବୁଗାଁ ବସଷ୍ଟାଣ୍ଡରେ ଥିବା ହାଇମାଷ୍ଟ ଲାଇଟ ମରାମତି, ଅଞ୍ଚଳା ପଞ୍ଚାୟତ ଅଧୀନ ବନ୍ଧକଣା ଗ୍ରାମର ରାସ୍ତା ମରାମତି, ଜବାଗୁଡା ପଞ୍ଚାୟତ ର ବିଭିନ୍ନ ଗ୍ରାମକୁ ବିଦ୍ୟୁତ ଯୋଗାଣ, ନନ୍ଦପୁରା ଗ୍ରାମରେ ଦିଆଯାଇଥିବା ଲିଜ ପଟ୍ଟା ଅନୁସାରେ ଜମି ଚିହ୍ନଟ କରିବା, ରାବଣାଗୁଡା ଗ୍ରାମରେ ନୂତନ ନଳକୂପ ଖନନ କରିବା ଆଦି ଅଭିଯୋଗ ହୋଇଥିଲା |  ଶେଷରେ ୩ ଜଣଙ୍କୁ  ହୁଇଲଚେୟାର, ୨ ଜଣଙ୍କୁ ଟ୍ରାଇସାଇକେଲ ଓ ୯ ଜଣ ହିତାଧିକାରୀଙ୍କୁ ଭିନ୍ନକ୍ଷମ ଭତ୍ତା ଜିଲାପାଳ ଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା | ଏଥିରେ ନବରଙ୍ଗପୁର ଆରକ୍ଷୀ ଅଧିକ୍ଷକ ରୋହିତ ବର୍ମା, ଉପଜିଲାପାଳ ପ୍ରକାଶ କୁମାର ମିଶ୍ର, ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଜିଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ନବକିଶୋର ବେହେରା, ଜିଲା ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ରାଜେଶ କୁମାର ସାହୁ, ଜିଲା ମୁଖ୍ୟ କୃଷି ଅଧିକାରୀ ପି. ଭି ରମନ ରାଓ,  ଭାରପ୍ରାପ୍ତ ଜିଲା ପଞ୍ଚାୟତ ଅଧିକାରୀ ପଦ୍ମନାଭ ତ୍ରିପାଠୀ, ଜିଲା ମଙ୍ଗଳ ଅଧିକାରୀ ପାଲକା ରବୀନ୍ଦ୍ର, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଜିଲା ସମାଜ କଲ୍ୟାଣ ଅଧିକାରୀ ଦ୍ରୌପଦୀ କହଁର, ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଚକ୍ରଧର ମିଶ୍ର, ଜଳ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରତୀକ କୁମାର ରାଉତ, ଅତିରିକ୍ତ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡା. ଦିଲ୍ଲୀପ କୁମାର କବିରାଜ, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ରେଶମଲାଲ ନାୟକ, ଡାବୁଗାଁ ବିଡିଓ ଶରତ ମାଝି, ତହସିଲଦାର ହରିଓମ ଭୋଇ, ସିଡିପିଓ ମିନତୀ ଦାଶ, ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ରାଉତ, ବ୍ଲକ ପ୍ରାଣୀ ଚିକିତ୍ସାଧିକାରୀ ଶ୍ରୀନିଗୋ ମୁର୍ମୁ, ବିଦ୍ୟୁତ ବିଭାଗ ସହକାରୀ ଯନ୍ତ୍ରୀ ପବିତ୍ର କୁମାର ସାହୁ, ସହକାରୀ କୃଷି ଅଧିକାରୀ ସୌମେନ୍ଦ୍ର ବିଶ୍ଵାସ, ସହକାରୀ ମତ୍ସ୍ୟ ଅଧିକାରୀ ସୁରେନ୍ଦ୍ର କୁମାର କାଣ୍ଡି, ସହକାରୀ ଉଦ୍ୟାନ ଅଧିକାରୀ ରବିଶଙ୍କର ପଣ୍ଡା, ମୃତ୍ତିକା ସଂରକ୍ଷଣ ଅଧିଦର୍ଶକ ଗୌତ୍ତମ କୁମାର ସେଠୀ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ, ଡାବୁଗାଁ ଭରପ୍ରାପ୍ତ ବନାଞ୍ଚଳ ଅଧିକାରୀ ଉମାକାନ୍ତ ପଟ୍ଟନାୟକ, ଅବକାରୀ ଉପନିରୀକ୍ଷକ ବୁଲୁ ପାତ୍ର ଏବଂ ଜିଲା ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ |  ଶେଷରେ ବୋରିପଦର ଗ୍ରାମର ଆଦର୍ଶ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like