-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଆଗାମୀ ଦିନରେ ବିଜେଡି ପଦଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

30-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ପରିସର ରେ ବିଜୁ ଜନତା ଦଳ ବରଗଡ଼ ଆନୁକୁଲ୍ୟରେ ଆସନ୍ତା ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ଅନୁଷ୍ଠିତ ହେବାକୁ ଥିବା ପଦ ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ କାର୍ଯ୍ୟକାରୀ ସଭାପତି ସୁଶାନ୍ତ ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ଏହି ବୈଠକରେ ପୂର୍ବତନ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ,ପୂର୍ବତନ ମନ୍ତ୍ରୀ ରୀତା ସାହୁ ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ,ଜିଲ୍ଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ ପୌର ପରିଷଦ ଅଧ୍ୟକ୍ଷା କଳ୍ପନା ମାଝୀ , ଉପାଧ୍ୟକ୍ଷ ରାଜେଶ ଅଗ୍ରୱାଲ, ଜିଲ୍ଲା ପରିଷଦ ସଭ୍ୟ ପୁଷ୍ପା ଭୋଇ ବରଗଡ଼ ବ୍ଲକ ଉପାଧ୍ୟକ୍ଷ ଉମେଶ ପଣ୍ଡା, ଜିଲ୍ଲା ବିଜେଡି ଯୁବ ସଭାପତି ପ୍ରଦ୍ୟୁମ୍ନ ତ୍ରିପାଠୀ,ବରିଷ୍ଠ ବିଜେଡି ନେତା ଅଶୋକ ଯୋଶୀ,ବରିଷ୍ଠ ନେତା
ଗୌର ହରି ମିଶ୍ର,ଟାଉନ ବିଜେଡି ସଭାପତି କିଶୋର ମିଶ୍ର ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ କୁମାର ନାଏକ ବରିଷ୍ଟ ନେତ୍ରୀ ଅନୁରାଧା ଅଗ୍ରୱାଲଙ୍କ ସମେତ ହିମାଂଶୁ ଦାଶ ଅନିଲ ଦଳାଇ ପବିତ୍ର ଦେହେରି ଲିପୁ ସାହୁ କମଲ ତାଣ୍ଡି ପ୍ରମୁଖଙ୍କ ସମେତ ପୌର ପରିଷଦ ର ସମସ୍ତ କାଉନସିଲର ଓ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଙ୍କ ସମେତ ବିଜେଡି କର୍ମୀ ଉପସ୍ଥିତ ରହି ବୈଠକରେ ନିଜ ନିଜ ର ମତାମତ ଉପସ୍ଥାପନ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଅକ୍ଟୋବର ୨ ତାରିଖ ରୁ ୬ତାରିଖ ପର୍ଯ୍ୟନ୍ତ ଓ ଦ୍ବିତୀୟ ପର୍ଯ୍ୟାୟ ରେ ୨୧ ତାରିଖ ରୁ ୩୦ ତାରିଖ ପର୍ଯ୍ୟନ୍ତ ପଦଯାତ୍ରା ବିଭିନ୍ନ ବ୍ଲକ ଓ ପୌର ପରିଷଦର ରେ ପଦଯାତ୍ରା ଅନୁଷ୍ଟିତ ହେବ ବୋଲି ସୂଚନା ପ୍ରଦାନ କରାଯାଇଥିଲା । ଏହି ଅବସରରେ ଅକ୍ଟୋବର ୯ ତାରିଖରୁ ଡିସେମ୍ବର ମାସ ୯ ତାରିଖ ପର୍ଯ୍ୟନ୍ତ ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ ଚାଲୁ ରହିବ ବୋଲି ବୈଠକରେ ଉଲ୍ଲେଖ କରାଯାଇଥିଲା । ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ବିଜେଡି ନେତା ଓ କର୍ମୀ ପଦ ଯାତ୍ରା ରେ ଜନ ସାଧାରଣ ଙ୍କ ପାଖରେ ପହଞ୍ଚି ପୂର୍ବରୁ ବିଜେଡି ସରକାର ଅମଳରେ କରାଯାଇଥିବା ବିକାଶ ମୂଳକ କାର୍ଯ୍ୟ ସମ୍ବନ୍ଧରେ ଅବଗତ କରାଇବା ସହ ବର୍ତ୍ତମାନ ସରକାର ଜନ ସାଧାରଣଙ୍କୁ କିପରି ନିର୍ବାଚନ ସମୟରେ  ଦେଇଥିବା ପ୍ରତିଶ୍ରୁତି ପାଳନରେ ବିଫଳ ହୋଇଛି ସେ ବିଷୟ ରେ ଲୋକଙ୍କୁ ସଚେତନ କରାଯିବା ସହିତ ଦରଦାମ ବୃଦ୍ଧି ,ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ମହିଳା ଙ୍କୁ  ସୁରକ୍ଷା ପ୍ରଦାନରେ ବିଫଳ ହୋଇଥିବା ବିଷୟରେ ଜନ ସାଧାରଣ ଙ୍କୁ ଅବଗତ କରାଇବା ଭଳି କାର୍ଯ୍ୟକ୍ରମ ଆୟୋଜନ ହେବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like