-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଦେବାଳୟ ଓ କୋଶଳ କଳାମଣ୍ଡଳ ସୁରକ୍ଷା ପାଇଁ ଉପ-ମୁଖ୍ୟମନ୍ତ୍ରୀଙ୍କ ଦାବିପତ୍ର

30-Sep-2024



ବଲାଙ୍ଗିର: ବଲାଙ୍ଗିର ରେ ଐତିହାସିକ ମନ୍ଦିର ଏବଂ ବିଶେଷ କରି କଳା ସଂସ୍କୃତିର ଐତିହ୍ୟ ପୀଠ କୋଶଳ କଳାମଣ୍ଡଳ ଅବସ୍ଥିତ । ମାତ୍ର ପରିତାପର ବିଷୟ ଯେ ପ୍ରାୟତଃ ମନ୍ଦିର ଏବଂ କୋଶଳ କଳା ମଣ୍ଡଳ ଅବହେଳିତ ଅବସ୍ଥାରେ ରହିଛି । ଅନେକ ସମୟରେ ଏ ସମ୍ପର୍କରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କୌଣସି ଫଳପ୍ରସୁ ପଦକ୍ଷେପ ଗ୍ରହଣ କରାଯାଇନାହିଁ । ଏଥିରେ ଆହତ ହୋଇ ବଲାଙ୍ଗିର ଦେବାଳୟ ସୁରକ୍ଷା କମିଟି ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଙ୍କୁ ତାଙ୍କର ସର୍କିଟ ହାଉସ ରେ ଅବସ୍ଥାନ ସମୟରେ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛି । ରାଣୀପୁର ଝରିଏଲ, ହରିଶଙ୍କର ମନ୍ଦିର, ବଲାଙ୍ଗିର ସହର ସ୍ଥିତ ପାଟଣେଶ୍ୱରୀ ମନ୍ଦିର, ସମଲେଇଶ୍ୱରୀ ମନ୍ଦିର, ଲୋକନାଥ ମନ୍ଦିର, ଗୋପାଳଜୀ ମନ୍ଦିର ଓ ଲକ୍ଷ୍ମୀନାରାୟଣ ମନ୍ଦିର ପ୍ରଭୃତିର ଉନ୍ନତିକରଣ ପାଇଁ ପୂର୍ବରୁ ଓଡିଶା ସରକାର ଆର୍ଥିକ ଅନୁଦାନ ପ୍ରଦାନ କରିଛନ୍ତି । କୋଶଳ କଳାମଣ୍ଡଳର ଉନ୍ନତିକରଣ ପାଇଁ ମଧ୍ୟ ପୂର୍ବରୁ ଆର୍ଥିକ ଅନୁଦାନର ବ୍ୟବସ୍ଥା କରାଯାଇଛି ମାତ୍ର ସେସବୁ ଅର୍ଥ ବିନିଯୋଗ ନ ହୋଇ ପଡିରହିଛି । ଉକ୍ତ ଅନୁଦାନ ଅର୍ଥକୁ ବିନିଯୋଗ କରି ମନ୍ଦିର ସମୁହ ତଥା କୋଶଳ କଳା ମଣ୍ଡଳର ଉନ୍ନତିକରଣ କରାଯାଉ ବୋଲି ଦେବାଳୟ ସୁରକ୍ଷା କମିଟି ଉପମୁଖ୍ୟମନ୍ତ୍ରୀ ଙ୍କ ଠାରେ ଦୃଢ ଦାବୀ କରିଛି । ଉପମୁଖ୍ୟମନ୍ତ୍ରୀ ଙ୍କୁ ଦେବାଳୟ ସୁରକ୍ଷା କମିଟି ଚେତେଇ ଦେଇଛି ଯେ ସେ କେବଳ ଓଡିଶାର ଉପମୁଖ୍ୟମନ୍ତ୍ରୀ ନୁହନ୍ତି ତା ସହିତ ପାଟଣା ରାଜ୍ୟର ମହାରାଜା ମଧ୍ୟ ଅଛନ୍ତି । କୋଶଳ କଳା ମଣ୍ଡଳ ତାଙ୍କର ପ୍ରପିତା ମହାରାଜ ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ଦ୍ୱାରା ପ୍ରଦତ୍ତ ଏବଂ ପ୍ରତିଷ୍ଠିତ । ମନ୍ଦିର ସମୁହ ଓ କୋଶଳ କଳାମଣ୍ଡଳର ସୁପରିଚାଳନା ଉପରେ ରାଜ ପରିବାରର ନୈତିକ ଦାୟିତ୍ୱ ରହିଛି ତେଣୁ ଏହାର ଅବହେଳା ସମୟରେ ବଲାଙ୍ଗିର ଜନସାଧାରଣ ଉପମୁଖ୍ୟମନ୍ତ୍ରୀ ଙ୍କ ଠାରୁ ଅନେକ କିଛି ଆଶା କରନ୍ତି । ଦେବାଳୟ ସୁରକ୍ଷା କମିଟି କୋଶଳ କଳା ମଣ୍ଡଳର ପ୍ରତିଷ୍ଠାତା ରାଜେନ୍ଦ୍ର ନାରାୟଣ ସିଂଦେଓ ଙ୍କ ଏକ ପ୍ରତିମୃର୍ତ୍ତି କୋଶଳ କଳା ମଣ୍ଡଳ ଠାରେ ସ୍ଥାପିତ କରିବାକୁ ଦାବି କରିଥିଲେ । ଦେବାଳୟ ସୁରକ୍ଷା କମିଟିର ଉପ-ସଭାପତି ପ୍ରଶାନ୍ତ ମହାକୁର,  ସଂପାଦକ ନରେନ୍ଦ୍ର କବାଟ, କୋଷାଧ୍ୟକ୍ଷ ରିଣ୍ଟୁ ସାହୁ, ସଚ୍ଚିଦାନନ୍ଦ ନାଏକମ, ସୁରେନ୍ଦ୍ର ନେଗୀ, ଦାବିପତ୍ର ପ୍ରଦାନ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like