-+91-9937148622 |
prerana_bgr@rediffmail.com |
Friday 21st August 2026 |
R.N.I. Regd No. ODIODI/2010/46693
Breaking News
04-Jan-2021
ଭୁବନେଶ୍ବର (ପ୍ରେରଣା ଖବର): ଆସନ୍ତା ୭ ତାରିଖଠାରୁ ଘଟଗାଁ ତାରିଣୀ ମନ୍ଦିର ବ୍ୟତୀତ କେନ୍ଦୁଝର ଜିଲ୍ଲାର ଅନ୍ୟ ସବୁ ଧର୍ମାନୁଷ୍ଠାନ ଖୋଲିବ । ଜିଲ୍ଲାର ସବୁଠାରୁ ପ୍ରସିଦ୍ଧ ମନ୍ଦିର ଘଟଗାଁର ମା’ ତାରିଣୀ ମନ୍ଦିର ଆସନ୍ତା ୧୮ ତାରିଖରୁ ଖୋଲିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । କେନ୍ଦୁଝର ଜିଲ୍ଲାପାଳଙ୍କ ଅଫିସ ତରଫରୁ ଦିଆଯାଇଥିବା ସୂଚନା ଅନୁସାରେ କୋଭିଡ ଗାଇଡଲାଇନ ପାଳନ ସହିତ ଶ୍ରଦ୍ଧାଳୁମାନଙ୍କୁ ମନ୍ଦିରରେ ପ୍ରବେଶ ଅନୁମତି ମିଳିବ ।