-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଶିଶୁଙ୍କ ଅନ୍ତର୍ନିହିତ ଗୁଣାବଳୀର ବିକାଶ ପାଇଁ ଭୁକ୍ତା କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪

01-Oct-2024



ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ୍ ଅନ୍ତର୍ଗତ ଭୁକ୍ତା ସ୍ଥିତ ବ୍ଲକ କଲୋନୀ ପ୍ରାଥମିକ ବିଦ୍ୟାଳୟ ପରିସରରେ  ଭୁକ୍ତା କ୍ଲଷ୍ଟରସ୍ତରୀୟ ଶିଶୁଙ୍କ ଅନ୍ତର୍ନିହିତ ଗୁଣାବଳୀର ବିକାଶ ପାଇଁ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ - ୨୦୨୪ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଉପକନିଷ୍ଠ, କନିଷ୍ଠ ଓ ବରିଷ୍ଠ ବର୍ଗରେ କ୍ଲଷ୍ଟର ଅନ୍ତର୍ଗତ ବିଭିନ୍ନ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ବରିଷ୍ଠ ବର୍ଗରୁ ଶତାଧିକ ଛାତ୍ରଛାତ୍ରୀ ଉପସ୍ଥିତ ରହି ତର୍କ, ପ୍ରବନ୍ଧ, କୁଇଜ୍, ହସ୍ତଲିଖନ, ଚିତ୍ରାଙ୍କନ, ପିଏମ୍ ପୋଷଣ ଚିତ୍ରକଳା, ବକ୍ତୃତା, ସୃଜନଶୀଳ ଲିଖନ ,ଗଳ୍ପ କଥନ, ଅଙ୍କ ଦୌଡ, ଗଣିତ କୁଇଜ୍, ନୃତ୍ୟ ଓ ସଙ୍ଗୀତ ଆଦି ବିଭିନ୍ନ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ଆୟୋଜିତ ଉଦଘାଟନୀ ଉତ୍ସବରେ ଭୁକ୍ତା ବ୍ଲକ କଲୋନୀ

ସ୍କୁଲର ପ୍ରଧାନ ଶିକ୍ଷକ ଶ୍ୟାମ ଚରଣ ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟଅତିଥି ଭାବରେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲାଲ ମୋହନ ସିଂ, ସମ୍ମାନିତ ଅତିଥି ଭାବେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ମୋହନ ଚରଣ ମହାନ୍ତ, ଆଦିବାସୀ ଶିକ୍ଷା ସଂଯୋଜକ ମିଥୁନ ପ୍ରଧାନ, ପିରାମଲ ଫାଉଣ୍ଡେସନର ଈଶୁ ବତ୍ସ, ଶିକ୍ଷକ ମିଳନ କୁମାର ପଟେଲ ଯୋଗ ଦେଇଥିଲେ। ଠିକ୍ ସେହିପରି ଉଦଯାପନୀ ଉତ୍ସବରେ ବ୍ଲକ୍ କଲୋନୀ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ମୋହନ ସିଂ ପଟେଲଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବେ ବ୍ଲକ ଶିକ୍ଷା ଅଧିକାରୀ ଭାବନା ସାହୁ ସମ୍ମାନିତ ଅତିଥି ଭାବରେ ଶିକ୍ଷକ ମିଳନ କୁମାର ପଟେଲ, ଥଣ୍ଡାରାମ ପଧାନ, ରବି ବେହେରା, ସଞ୍ଜୟ ଖମାରୀ,ସି ଆର ସି ସି କେଦାର ନାଏକ ପ୍ରମୁଖ ମଞ୍ଚାସୀନ ହୋଇ ସମସ୍ତ କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ସହ ଟ୍ରଫି ପ୍ରଦାନ କରିଥିଲେ। ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଭୁକ୍ତାର କେଦାର ନାଏକଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିକ୍ଷକ ଆକୁଳ ବାଗ ସଭାକାର୍ଯ୍ୟ ପରିଚାଳନା କରିଥିବା ବେଳେ ଶିକ୍ଷକ ସଞ୍ଜୟ ଖମାରୀ ଧନ୍ୟବାଦ ଅର୍ପଣ କରିଥିଲେ। ଶିକ୍ଷକ ସ୍ଵାଧୀନ ସାହୁ, ପ୍ରେମଜିତ ସୁନା,ଭୈରବନାଥ ପଟେଲ, ମୀନକେତନ ଥପା,ଗୋଲେକ ପଧାନ, ରଞ୍ଜନ ଭୁଏ, ସଞ୍ଜୀବ ସା, ଆକୁଳ ବାଗ,ସଞ୍ଜୟ ଖମାରୀ,ସିଦ୍ଧାର୍ଥ ଶଙ୍କର ପ୍ରଧାନ, ଶାନ୍ତନୁ କୁମାର ମିଶ୍ର,ଲତା ସିଦାର୍,ସରସ୍ଵତୀ ପଟେଲ,ରାଜକୁମାରୀ ଭୁଏ,ସୌଦାମିନୀ ବାରିକ,ମନୋଜା ପଟେଲ, ବବଲି ଭେସ୍ରା, ସନ୍ତୋଷିନୀ ଗୁଏଲ, ଇନ୍ଦୁ ବଘେଲ ପ୍ରମୁଖ ପ୍ରତିଯୋଗିତା ପରିଚାଳନା କରିଥିବା ବେଳେ ସି ଆର ସିସି ପୁନୀରାମ ଗଣ୍ଡ, ରାମେଶ୍ବର ଭୋଇ, ଚୌଧୁରୀ ପାତ୍ର,  କେଦାର ନାଏକ ଏବଂ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like