-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ନିରଞ୍ଜନ ବ୍ଲଡ ହିରୋ ଆୱାର୍ଡରେ ସମ୍ବର୍ଦ୍ଧିତ

01-Oct-2024



ଭୁବନେଶ୍ୱର, ତା ୦୧/୧୦ ( ପ୍ରେରଣା ଖବର ):  ରକ୍ତଦାନର ଅର୍ଥ ଜୀବନର ଦାନ। ଏଣୁ ରକ୍ତର ଅଭାବ ନ ଦେଖାଯିବା ପାଇଁ ସ୍ବେଛାକୃତ ରକ୍ତଦାନ କରିବା ପାଇଁ ଭାରତୀୟ ରେଡ଼କ୍ରସ୍ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖା ଦ୍ୱାରା ଭୁବନେଶ୍ଵର ରେଡ କ୍ରସ ଭବନ ଠାରେ ଜାତୀୟ ସ୍ବେଚ୍ଛାକୃତ ରକ୍ତଦାନ ଦିବସ ପାଳିତ ହୋଇଯାଇଛି। ଏହି ଦିବସ ଅବସରରେ ଜଗତସିଂହପୁର ଜିଲ୍ଲାର ବାଲିକୁଦା ବ୍ଳକ ଅନ୍ତର୍ଗତ କୃଷ୍ଣଦାସପୁର ସ୍ଥିତ ବାଲୁଙ୍କେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ତଥା ରେଡକ୍ରସ୍ କାଉନସିଲର ଶ୍ରୀଯୁକ୍ତ ନିରଞ୍ଜନ ବିଶ୍ୱାଳ ରାଜ୍ୟ ସ୍ତରୀୟ ବ୍ଲଡ ହିରୋ ସମ୍ମାନରେ ସମ୍ମାନିତ କରାଯାଇଛି। ଶିକ୍ଷକ ନିରଞ୍ଜନ ବିଶ୍ୱାଳ ବିଦ୍ୟାଳୟରେ ପାଠ ପଢ଼ାଇବା ସହିତ ବହୁତ ସମାଜସେବା କାର୍ଯ୍ୟ କରିଥାନ୍ତି। ଗୋଟିଏ ବର୍ଷ ଭିତରେ ଚାରି ଥର ରକ୍ତ ଦାନ କରି ସେ ରେଡକ୍ରସ୍ ସଚିବ ବିଭୂତି ଭୂଷଣ ପଟ୍ଟନାୟକଙ୍କ ଠାରୁ ଏହି ରାଜ୍ୟ ସ୍ତରୀୟ ସମ୍ମାନରେ ସମ୍ମାନିତ ହୋଇଛନ୍ତି। ଏହି ସମାରୋହରେ ମୂଖ୍ୟ ଅତିଥି ଭାବରେ କମିଶନରେଟ୍ ପୋଲିସ ଅଧିକାରୀ ଲଳିତେନ୍ଦୁ ମହାନ୍ତି ଯୋଗ ଦେଇଥିବା ବେଳେ ଡ.ଦେବିପ୍ରସାଦ ରଥ, ବ୍ଲଡ ବ୍ୟାଙ୍କ୍ ଅଫିସର ଡ.ପ୍ରଦୀପ କୁମାର ମହାରଣା, ସମ୍ ହସ୍ପିଟାଲ ମେଡିକାଲ ଅଫିସର ଡ.ଗିରିଜା ନନ୍ଦିନୀ କାନୁନଗୋ, ବାଗଚି କ୍ୟାନ୍ସର ହସ୍ପିଟାଲର ମେଡ଼ିକାଲ ଅଫିସର ଡ.ସନ୍ତୋଷ କୁମାର ମିଶ୍ର ସମ୍ମାନୀୟ ଅତିଥି ଭାବେ ଯୋଗ ଦେଇଥିଲେ। ୟାଇ ଆର୍ ସିଓ ରମେଶ ଚନ୍ଦ୍ର ବେହେରା ଏବଂ ଜେ ଆର୍ ସି ଓ ଲକ୍ଷ୍ମଣ ସ୍ବାଇଁ ମଞ୍ଚ ପରିଚାଳନା କରିଥିଲେ। ଏଥିପାଇଁ  ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀଯୁକ୍ତ ନିରଞ୍ଜନ ବେହେରା ,ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ତପନ ଜେନା,ଜିଲ୍ଲା ରେଡକ୍ରସ୍ ଅଧିକାରୀ ଶ୍ରୀଯୁକ୍ତ ତ୍ରିଲୋଚନ ସାହୁ, ରାଜ୍ୟ ପୁରସ୍କାର ପ୍ରାପ୍ତ ସମାଜସେବୀ ରାମ ନାରାୟଣ ଦାଶ, ବୁଦ୍ଧିଜୀବୀ ଏବଂ ପରିବାରବର୍ଗ  ଶ୍ରୀବିଶ୍ୱାଳକୁ ଶୁଭେଚ୍ଛା  ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like