-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ:

01-Oct-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତଥା ଜିଲ୍ଲା ଆଇନ ସେବା ପ୍ରାଧୀକରଣ ,  ସୁବର୍ଣ୍ଣପୁର ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ନୂତନ ଟାଉନ୍ ହଲ୍, ସୁବର୍ଣ୍ଣପୁର ଠାରେ ପାଳିତ ହୋଇଯାଇଛି। ଏହି ଦିବସ ପାଳନ ଅବସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଯୋଗ ଶିବିର, ସ୍ୱାସ୍ଥ୍ୟ ଶିବିର ପ୍ରଭୁତି ଆୟୋଜନ କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ, ସୁବର୍ଣ୍ଣପୁର ଶ୍ରୀମତୀ ଅଞ୍ଜଳିନା ପ୍ରଧାନଙ୍କ ସଭାପତିତ୍ବରେ ଆୟୋଜିତ ସଭାରେ ମାନ୍ୟବର ବିଧାୟକ ବୀରମହାରାଜପୁର ଇଂ ରଘୁନାଥ ଜଗଦଲା ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ସଚିବ, ଜିଲ୍ଲା ଆଇନ ସେବା ପ୍ରାଧୀକରଣ, ସୁବର୍ଣ୍ଣପୁର କୁମୁଦିନୀ ମୁଦୁଲି, ଅତିରିକ୍ତ ଜିଲ୍ଲା  ସ୍ୱାସ୍ଥ୍ୟ ଅଧିକାରୀ ଡା. ରମେଶ ଚନ୍ଦ୍ର ସ୍ଵାଇଁ, ଉପଜିଲ୍ଲାପାଳ ସୋନପୁର ଶ୍ରୀମତୀ ସୌମ୍ୟାରୁପା ରଥ, ସାଇବର ଥାନା ପୋଲିସ ନିରୀକ୍ଷକ ଭାରତୀ ନାଏକ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ପ୍ରମୁଖ ସମ୍ମାନିତ ଅତିଥିଭାବେ ମଂଚାସୀନ ରହିଥିଲେ। ମୁଖ୍ୟଅତିଥି ମାନ୍ୟବର ବିଧାୟକ ବରିଷ୍ଠ ନାଗରିକ ଙ୍କୁ ସମାଜର ପ୍ରତିଟି ସ୍ତରରେ ଓ କ୍ଷେତ୍ରରେ ସମ୍ମାନ ଦେବାକୁ ପରାମର୍ଶ ଦେଇଥିଲେ, ସେ କହିଲେ ଯେ ବରିଷ୍ଠ ନାଗରିକ ଆମ ସମାଜର ଗୁରୁତ୍ୱପୂର୍ଣ ଅଙ୍ଗ ଓ ପଥପ୍ରଦର୍ଶକ, ସେମାନଙ୍କ ସୁରକ୍ଷା ତଥା ସୁସ୍ଥ ଓ ନିରାମୟ ଜୀବନ ଆମ ସମାଜ ନିମନ୍ତେ ଅତୀବ ଗୁରୁତ୍ୱପୂର୍ଣ।  ସଚିବ,ଜିଲ୍ଲା ଆଇନ ସେବା ପ୍ରାଧିକରଣ ବକ୍ତବ୍ୟ ରେ ବରିଷ୍ଠ ନାଗରିକଙ୍କ ନିମନ୍ତେ ରହିଥିବା ଆଇନ ସୁରକ୍ଷା ଉପରେ ସୂଚୀତ କରିଥିଲେ, ସେହିପରି ସାଇବର ପୋଲିସ ନିରୀକ୍ଷକ ବଲାଙ୍ଗୀର ଭାରତୀ ନାଏକ,ବରିଷ୍ଠ ନାଗରିକ ସାଇବର ଠକାମିରୁ ବର୍ତ୍ତିବା ପାଇଁ ଆବଶ୍ୟକ ସଚେତନ ନିମନ୍ତେ ଗୁରୁତ୍ୱପୂର୍ଣ ତଥ୍ୟ ପ୍ରଦାନ କରିଥିଲେ। ସୁସ୍ଥ ଓ ନିରାମୟ ଜୀବନ ନିମନ୍ତେ ଆବଶ୍ୟକ ସ୍ୱାସ୍ଥ୍ୟ ଯତ୍ନ ପାଇଁ ବିଭିନ୍ନ ପଦକ୍ଷେପ ଉପରେ ଡା ସ୍ୱାଇଁ ବକ୍ତବ୍ୟ ଦେଇଥିଲେ। ଉପଜିଲ୍ଲାପାଳ ସୋନପୁର ବରିଷ୍ଠ ନାଗରିକ ଙ୍କ ସୁସ୍ଥ ଓ ନିରୋଗ ଜୀବନ ଯାପନ ନିମନ୍ତେ ଆବଶ୍ୟକ ସୂଚନା ଦେଇଥିଲେ।ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବରିଷ୍ଠ ନାଗରିକଙ୍କ  ନିମନ୍ତେ ଉପଲବ୍ଧ ସରକାରୀ ଯୋଜନା ଗୁଡିକର ଉପସ୍ଥାପନ କରିଥିଲେ।କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାର ବରିଷ୍ଠ ନାଗରିକ ସଂଘ, ସୋନପୁର ତଥା ଅନ୍ୟାନ୍ୟ ବ୍ଲକ ସ୍ତରୀୟ ବରିଷ୍ଠ ନାଗରିକ ସଂଘ ର କାର୍ଯ୍ୟକର୍ତ୍ତା ତଥା ବରିଷ୍ଠ ନାଗରିକ ଯୋଗଦେଇଥିଲେ। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଅତିଥି ମାନ୍ୟବର ବିଧାୟକଙ୍କ କରକମଳରେ  ସମାଜ ପ୍ରତି ଉଲ୍ଲେଖନୀୟ ଅବଦାନ ପାଇଁ ବରିଷ୍ଠ ନାଗରିକ ଶ୍ରୀ ଗୋରେଖ ନାଥ ସାହୁ, ଓ କୋକିଳ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କୁ ସମାଜ ସେବା କ୍ଷେତ୍ରରେ ଓ ପଦ୍ମନାଭ ପ୍ରଧାନ ଓ ରବିଚନ୍ଦ୍ର ବେହେରା ଙ୍କୁ ସଫଳ ଚାଷୀ ଭାବରେ ଅଙ୍ଗ ବସ୍ତ୍ର ପ୍ରଦାନ ସହ ମାନ ପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରିଥିଲେ । ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ପ୍ରଭାସ କୁମାର କର୍ଣ୍ଣ ସଭା ସଂଯୋଜନା ସହ ଧନ୍ୟବାଦ ଅର୍ପଣ କରିଥିଲେ ।କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like