-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଜାତୀୟ ସ୍ବେଛା କୃତ ରକ୍ତ ଦାନ ଦିବସ ପାଳିତ --

01-Oct-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ ଚିକିତ୍ସାଳୟ ସୁବର୍ଣ୍ଣପୁର ସଭା ଗୃହ ଠାରେ ଜାତୀୟ ସ୍ବେଛା କୃତ ରକ୍ତ ଦାନ ଦିବସ ଭାରପ୍ରାପ୍ତ ଜ଼ିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭା ରେ ଅତିରିକ୍ତ ଜ଼ିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ  ଭି ବି ଡି ଡ଼ା ଗୋପାଳ ଚନ୍ଦ୍ର ମଲ୍ଲିକ   ଜିଲ୍ଲା ରକ୍ତ ଭଣ୍ଡାର ଅଧିକାରୀ ସୋନପୁର ଡା ମାନସ ଦାଶ ,ସହକାରୀ ଜ଼ିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ଓ  ସୋନପୁର ଡ଼ିଗ୍ରୀ କଲେଜ ର ପ୍ରାଧ୍ୟାପକ ଉମାକାନ୍ତ ନାଗ ପ୍ରମୁଖ  ମଂଚାସୀନ ଥିଲେ l ଅତିଥି ବୃନ୍ଦ" ରକ୍ତ ଦାନ ମହତ ଦାନ "ଉପରେ ଆଲୋଚନା କରି ସ୍ବେଛା କୃତ ରକ୍ତ ଦାନ କରି ନିରାପଦ ରକ୍ତ ସଂଚାରଣ ସୁନିଶ୍ଚିତ କରିବା ଓ  ସମସ୍ତେ ଜଣେ ଜଣେ ସ୍ବେଛା କୃତ ରକ୍ତ ଦାତା ହୋଇ ସମାଜରୁ ରକ୍ତ ଅଭାବକୁ ଦୂର କରାଇ ସୁସ୍ଥ  ସୁନ୍ଦର ସମାଜ ଗଠନ କରିବାରେ ସହାୟକ ହୋଇପାରିବl ଉପରେ ଗୁରୁତ୍ଵା ରୋପ କରିଥିଲେ l 
ଉକ୍ତ ସଭାରେ ବହୁ ରକ୍ତ ଦାତା ସ୍ବେଛାସେବୀ ସଂଗଠନ ର କର୍ମକର୍ତା , ଆଶା, ସ୍ୱାସ୍ଥ୍ୟ ପରିଦର୍ଶକ, ସ୍ୱାସ୍ଥ୍ୟ ଅଧିକାରୀ ଓ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ I   ଆଜି ଦିବସ ରେ ୨୫ ଜଣ ବ୍ୟକ୍ତି ସ୍ବେଛାକୃତ ଭାବରେ ଆସି ରକ୍ତ ଦାନ କରିଥିଲେ l ଶେଷରେ ପ୍ରମୋଦ କୁମାର ସାହୁ ସ୍ୱାସ୍ଥ୍ୟ ପରିଦର୍ଶକ ଧନ୍ୟବାଦ ଅର୍ପଣ କରିଥିଲେ.  ଉକ୍ତ ଦିବସ ରେ 25 ଟି ସ୍ବେଛା୍କୃତ ରକ୍ତଦାତା ଙ୍କୁ ଉପଢୌକନ ଓ ମାନପତ୍ର ଦେଇ ସମ୍ନାନ୍ୱିତ କରାଗଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like