-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||     

HOME   ରାଜ୍ୟ

ଅନୁଗୁଳ ନାଲକୋ ପ୍ଲାଣ୍ଟର ଉତ୍ପାଦନ କ୍ଷମତା ବାର୍ଷିକ ୧ ମିଲିୟନ ଟନ୍ ବୃଦ୍ଧି କରିବା ପାଇଁ କେନ୍ଦ୍ର ଖଣି ଓ କୋଇଲା ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

04-Jan-2021



ଭୁବନେଶ୍ବର (ପ୍ରେରଣା ଖବର): ଅନୁଗୁଳସ୍ଥିତ ନ୍ୟାସନାଲ ଆଲୁମିନିୟମ କମ୍ପାନି (ନାଲକୋ) ଆଲୁମିନିୟମ ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧ ମିଲିୟନ ଟନ୍ ବୃଦ୍ଧି କରିବା ପାଇଁ କେନ୍ଦ୍ର ଖଣି, କୋଇଲା ଓ ସଂସଦ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ସହ ଆଲୋଚନା କରିବା ପରେ ଏ ସମ୍ବନ୍ଧରେ ତାଙ୍କୁ ପତ୍ର ଲେଖି ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେହିପରି ଅନୁଗୁଳ ଜିଲ୍ଲାର ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟ (ସିପିପି) ଆରମ୍ଭ କରିବାକୁ ମଧ୍ୟ ଶ୍ରୀ ପ୍ରଧାନ ପ୍ରସ୍ତାବ ଦେଇଛନ୍ତି । ସେ ଉଲ୍ଲେଖ କରିଛନ୍ତି ଯେ ନ୍ୟାସନାଲ ଆଲୁମିନିୟମ କମ୍ପାନି (ନାଲକୋ) ଏହାର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ୧ ମଲିିୟନ ଟନ୍ ବୃଦ୍ଧି କରିବା ପାଇଁ ଓଡିଶାର ଅନୁଗୁଳ ଜିଲ୍ଲାରେ ସେମାନଙ୍କ ଆଲୁମିନିୟମ ସ୍ମେଲଟର ପ୍ଲାଂଟ ପାଇଁ ଏକ ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ଆରମ୍ଭ କରୁଛି । ଏହି ପ୍ରକଳ୍ପରେ ୧୪୦୦ ମେଗାୱାଟ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟ ନିର୍ମାଣ ଅନ୍ତର୍ଭୁକ୍ତ ରହିଛି । ଏହି ପ୍ରକଳ୍ପର ଆନୁମାନିକ ମୂଲ୍ୟ ୨୨ ହଜାର କୋଟି ଥିବା ବେଳେ ଏହା ବର୍ତ୍ତମାନ ଜମି ଅଧିଗ୍ରହଣ ପର୍ଯ୍ୟାୟରେ ରହିଛି । ପଟ୍ଟାଙ୍ଗୀ ଖଣି କାର୍ଯ୍ୟକ୍ଷମ ହେବା ପରେ ନାଲକୋର ବକ୍ସାଇଟ୍ ଉତ୍ପାଦନ କ୍ଷମତା ବାର୍ଷିକ ୭.୩ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧୦.୫ ମିଲିୟନ ଟନକୁ ବୃଦ୍ଧି ପାଇବ । ଏହା ମଧ୍ୟରୁ ଆଲୁମିନାର ବାର୍ଷିକ କ୍ଷମତା ୩.୧ ମିଲିୟନ ଟନ ଧାରଣ କରିଥିବା ବେଳେ ଏହି ଆଲୁମିନାରୁ ବାର୍ଷିକ ୧.୫ ମିଲିୟନ ଟନ୍ ଆଲୁମିନିୟମ ଉତ୍ପାଦନ ହେବାର ସମ୍ଭାବନା ରହିଛି । ସୂଚନାଯୋଗ୍ୟ, ଆଲୁମିନିୟମ ତରଳିବା ଏକ ଅତ୍ୟଧିକ ଶକ୍ତି ନିବାରଣ ପ୍ରକ୍ରିୟା ଏବଂ ଏହି ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପର ସମ୍ଭାବ୍ୟ ୧୪୦୦ ମେଗାୱାଟ ଫିଡର ସିପିପିରେ ନିରନ୍ତର କୋଇଲା ଯୋଗାଣ ଉପରେ ନିର୍ଭରଶୀଳ । ଏହି ପରିପ୍ରେକ୍ଷୀରେ ଅନୁଗୁଳରେ ଆଲୁମିନାର ପ୍ରଚୁର ଉପଲବ୍ଧିକୁ ଦୃଷ୍ଟିରେ ରଖି ଅନୁଗୁଳ ଜିଲ୍ଲା ସ୍ଥିତ ନାଲକୋର ଆଲୁମିନିୟମ୍ ସ୍ମେଲଟର ପ୍ଲାଂଟର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ବାର୍ଷିକ ଉତ୍ପାଦନ କ୍ଷମତା ୧ ମିଲିୟନ ଟନ୍ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଯୋଶୀଙ୍କୁ ପ୍ରସ୍ତାବ ଦେଇଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାର ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟ ଆରମ୍ଭ କରିବାକୁ ପତ୍ରରେ ପ୍ରସ୍ତାବ ଦେଇଛନ୍ତି ଶ୍ରୀ ପ୍ରଧାନ । ଏହାଦ୍ୱାରା ସ୍ମେଲଟର ୟୁନିଟ୍ ଏବଂ କୋଇଲା ବ୍ଲକ ଲଜିଷ୍ଟିକ୍ ଦକ୍ଷତା ଦ୍ୱାରା ଉପକୃତ ହେବ ବୋଲି ଶ୍ରୀ ପ୍ରଧାନ ଚିଠିରେ ଉଲ୍ଲେଖ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026

You Might Also Like