-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ରୋକାଲ ପଞ୍ଚାୟତରେ ସ୍ଵତନ୍ତ୍ର ଗ୍ରାମସଭା ଓ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ

02-Oct-2024



ବୋଡ଼େନ - (ଡୋଲେଶ୍ୱର  ବାଗ )
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ରୋକାଲ ପଞ୍ଚାୟତରେ ଆଜି ସରପଞ୍ଚ ଠାକୁର ବାଗଙ୍କ ସଭାପତିତ୍ବରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ବତନ୍ତ୍ର ଗ୍ରାମ ସଭା ଆୟୋଜିତ ହୋଇଥିଲା ।ଆୟୋଜିତ କାର୍ଯ୍ୟକ୍ରମରେ ସରପଞ୍ଚ ଠାକୁର ବାଗ,ମୁଖ୍ୟ ଅତିଥି ରୂପେ ପୂର୍ବତନ ସରପଞ୍ଚ ବିଶିକେଶନ ବିଶ୍ଵାଳ,ସମ୍ମାନିତ ଅତିଥି ଭାବରେ ସୁପରିଚିତ ସାମ୍ବାଦିକ ରାମନାଥ ପଣ୍ଡା,ବି ଆର୍ ସି ହେରାମ୍ୱ ବିଶ୍ଵାଳ,ଆଇ ସି ଡି ଏସ ସୁପର ଭାଇଯର ଅହଲ୍ୟା ଜଗତ, ଜୟବାହାଳ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବିରେନ୍ଦ୍ର କୁମାର ମୁଣ୍ଡ,ପଞ୍ଚାୟତ ନିର୍ବାହୀ ଅଧିକାରୀ ବାବୁଜୀ ମାଝୀ ପ୍ରମୁଖ ମଞ୍ଚାସିନ ଥିଲେ । ସରପଞ୍ଚ ଠାକୁର ବାଗ ଏହି ଗ୍ରାମସଭାର ଉଦ୍ଦେଶ୍ୟ ଉପସ୍ଥାପନ କରିଥିବାବେଳେ ପି ଇ ଓ ବାବୁଜୀ ମାଝୀ ବିଭିନ୍ନ ଯୋଜନା ଉପରେ ତଥା ପଞ୍ଚାୟତର ବିକାଶ ଦିଗରେ ଆବଶ୍ୟକ ହେଉଥିବା ଯୋଜନାର ଆଲୋକପାତ କରିଥିଲେ ।ସ୍ଵଭାବ ସ୍ବଚ୍ଛତା ଓ ସଂସ୍କାର ସ୍ବଚ୍ଛତା ଦିଗରେ ଆମେ କେତେ ସଚେତନ ଅଛୁ ଏବଂ ଆଗାମୀ ଦିନ ଗୁଡିକରେ ଆମେ କଣ କଲେ ସ୍ୱଚ୍ଛ ପରିବେଶ ପାଇପାରିବା ତା' ଉପରେ ଅନ୍ୟ ସମସ୍ତ ଅତିଥି ଅଧିକାରୀ ଭଲ ଭାବରେ ଆଲୋଚନା କରିଥିଲେ।ଏମ ବି କେ ଇନ୍ଦିରା ବାଗ ନିଜ ଅଭିଭାଷଣରେ ସ୍ପଷ୍ଟ ଭାବେ ଇଙ୍ଗିତ କରି କହିଲେ କି ସ୍ଵୟଂ ସହାୟିକା ଗୋଷ୍ଠୀର ମହିଳା ମାନେ ଗ୍ରାମ ସଭାରେ ଭାଗ ନେଇ ଯୋଜନା ପ୍ରସ୍ତୁତିରେ ଅଂଶ ଗ୍ରହଣ କରି  ମନୋବଳ ଦୃଢ଼ କରିବା ନିତାନ୍ତ ଜରୁରୀ ଅଟେ ।ସ୍ବଚ୍ଛତାକୁ ଆଖି ଆଗରେ ରଖି ଆଜି ଏକ ଶପଥ ପାଠ କରାଯାଇ ଥିଲା । ସହକାରୀ ଶିକ୍ଷକ ଲିଖିତ ଶପଥ ପାଠକୁ ପାଠ କରିଥିବାବେଳେ ଉପସ୍ଥିତ ଅନ୍ୟ ସମସ୍ତେ ତାକୁ ନିଜେ ନିଜେ ପାଠ କରିଥିଲେ ।ଗ୍ରାମସଭାରେ ମିଶନ ଶକ୍ତିର ଜି ପି ଏଲ ଏଫ୍ ସଭାନେତ୍ରୀ ଲୋଚନେ ସଲମା,ଏମ ବି କେ ଇନ୍ଦିରା ବାଗ, ସମସ୍ତ ସି ଆର୍ ପି, କୃଷି ମିତ୍ର, ପ୍ରାଣୀ ମିତ୍ର, ଇ ସି ମେମ୍ବର,ଅଙ୍ଗନୱାଡ଼ି କର୍ମୀ,ଆଶା କର୍ମୀ,ସାଧାରଣ ଜନତା,କୃଷି ସହାୟକ ନର ସିଂ ଶବର,ଯୋଗାଣ ସହାୟକ ପ୍ରେମ ଶବର,ପଞ୍ଚାୟତ କାର୍ଯ୍ୟାଳୟର ଅନ୍ୟ ଷ୍ଟାଫ୍ ଉପସ୍ଥିତ ରହି ବିଭିନ୍ନ ଯୋଜନା ସବୁ ଉପସ୍ଥାପନ କରିଥିଲେ ।ସହଯୋଗୀ ଭାବେ ହେରାମ୍ୱ ରାଉତ,ବୈକୁଣ୍ଠ ବାଗ,ନବ ଶବର, ହେମନ୍ତ ଠେଲା ସହଯୋଗ କରିଛନ୍ତି ।ସାମ୍ବାଦିକ ରାମନାଥ ପଣ୍ଡା ମଞ୍ଚ ପରିଚାଳନା କରିଥିବାବେଳେ ସରପଂଚ ଠାକୁର ବାଗ ଧନ୍ୟବାଦ୍ ଅର୍ପଣ କରିବା ସହ ସଭା ସାଙ୍ଗର ନିର୍ଦ୍ଦେଶ କରିଛନ୍ତି ।ଉପସ୍ଥିତ ସମସ୍ତେ ମିଶି କିଛି ସମୟ ପାଇଁ ସଫେଇ କାର୍ଯ୍ୟ କରି ଜନ ସଚେତନତା ସୃଷ୍ଟି କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like