-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||     

HOME   ଜିଲ୍ଲା

ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ନୁଆଁଖାଇ ଭେଟଘାଟ, "ଭାଇଚାରା ଏକତା ର ପରିଚୟ ନୁଆଁଖାଇ " ବଲାଙ୍ଗୀର

03-Oct-2024



ବଲାଙ୍ଗୀର (ପ୍ରେରଣା ଖବର): ଗତକାଲି ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ସ୍ଥାନୀୟ କୋଶଳ କଳା ମଣ୍ଡଳ ଠାରେ ପଶ୍ଚିମ ଓଡିଶା ର ଗଣପର୍ବ ନୁଆଁଖାଇ ଅବବସରରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି... ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡିଶା ସରକାର ଙ୍କ ସହଯୋଗ ରେ ଅନୁଷ୍ଠିତ ହୋଇଥିଲା...ଏହି କାର୍ଯ୍ୟକ୍ରମ ରେ ପଶ୍ଚିମ ଓଡିଶା ର ସୁନାମ ଧନ୍ୟ କଳାକାର ମାନେ ନିଜର କଳା ପରିଦର୍ଶନ କରିଥିବା ବେଳେ ମାଏନତା କୁନୁଆଁ ଭାବରେ ଗୁରୁଃଶ୍ରୀ ଡ଼ଃ ଘାସିରାମ ମିଶ୍ର,ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ନିରଞ୍ଜନ ବିଶି,ବଲାଙ୍ଗୀର ବିଧାୟକ ଶ୍ରୀଯୁକ୍ତ କଳିକେଶ ନାରାୟଣ ସିଂଦେଓ, ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା,ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ,ବଲାଙ୍ଗୀର ପୌରପରିଷଦ ଅଧକ୍ଷା ଶ୍ରୀମତୀ ଲିକା ସାହୁ, ଦେଓଗାଁ ବ୍ଲକ ଅଧକ୍ଷ ଦୟାନିଧି ଖମାରି, ବରିଷ୍ଠ ସାମ୍ବାଦିକ ମନୋରଞ୍ଜନ ଯୋଶୀ,ବରିଷ୍ଠ ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ ଯୋଗଦେଇଥିବା ବେଳେ ସ୍ୱତନ୍ତ୍ର କୁନୁଆଁ ଭାବରେ ପୂର୍ବତନ ସାଂସଦ ତଥା ଓଲିଉଡ଼ ସୁପରଷ୍ଟାର ଅନୁଭବ ମହାନ୍ତି ଯୋଗଦେଇଥିଲେ......ଅନୁଷ୍ଠାନ ର ଉପଦେଷ୍ଟା ଲୋଟସ ଷଡ଼ଙ୍ଗୀ,ଆକାଶ ମିଶ୍ର,ନିହାର ରଞ୍ଜନ ବେହେରା, ମୌସମ ମିଶ୍ର,ବଦ୍ରି ନାରାୟଣ ମିଶ୍ର, ନବଘନ ଦାସ,ରଶ୍ମିରଞ୍ଜନ ପଟ୍ଟନାୟକ, ସୁଧୀର ଅମାତ ମହିଳା ଶାଖା ସଭାପତି ରୂପା ଦାସ ଆଦି ମଂଚାସୀନ ଥିଲେ..ସାଂସ୍କୃତିକ କାର୍ଯ୍ୟକ୍ରମ ରେ ନଟରାଜ କଳା ପରିଷଦ, ରୁକୁ ସୁନା, ଆଶିଷ କୁମ୍ଭାର, ବ୍ୟସଦେବ ପୁରୋହିତ, ଶିବାନନ୍ଦ ତ୍ରିପାଠୀ, ସ୍ୱରୂପା ସିଂ, ବିଜ୍ଞାସି ବାରିକ, ସୃଷ୍ଟିକା ବାରିକ ଆଦି କଳାକାର ନିଜ କଳା ପରିବେଷଣ କରିଥିଲେ...
.ସାଂସ୍କୃତିକ ମଞ୍ଚକୁ ମାନଭଂଜନ ମିଶ୍ର ସଂଯୋଜନା କରୁଥୁବା ବେଳେ ଅନୁଷ୍ଠାନ ର ବଲାଙ୍ଗୀର ଜିଲ୍ଲା ସହ ସାରା ରାଜ୍ୟ ର ସଂଯୋଜକ ମାନଙ୍କ ସହ ହଜାର ହଜାର କର୍ମକର୍ତା ଉପସ୍ଥିତ ଥିଲେ...ଶେଷରେ ଅନୁଷ୍ଠାନ ର ପ୍ରତିଷ୍ଠାତା ସୋମନାଥ ମିଶ୍ର ଧନ୍ୟବାଦ ପ୍ରଦାନ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026

You Might Also Like