-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ପ୍ରେରଣା ନିଉଜ୍ ପୋର୍ଟାଲ ର ଚତୁର୍ଥ ପ୍ରତିଷ୍ଠା ଦିବସ

03-Oct-2024



ବଲାଙ୍ଗୀର:  ପବିତ୍ର ଗାନ୍ଧୀଜୟନ୍ତୀ ଅବସରରେ 'ପ୍ରେରଣା ନିଉଜ୍ ପୋର୍ଟାଲ' ର ଚତୁର୍ଥ ପ୍ରତିଷ୍ଠା ଦିବସ ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି l ପ୍ରଥମ ଅଧିବେଶନରେ ପ୍ରେରଣା ତରଫରୁ ଏକ ବହୁଭାଷୀ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା l କବି ରତ୍ନମୟ ତ୍ରିପାଠୀ ଓ ଚୁମକି ଦାସ ଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ତଥା

ଜିଲ୍ଲା ବାହାରର ବହୁ କବି ଓ କବୟିତ୍ରୀ ସ୍ବରଚିତ କବିତା ପାଠ କରିଥିଲେ l କବିତା ପାଠୋତ୍ସବରେ ଡ. ପ୍ରହଲ୍ଲାଦ ସତପଥୀ ସଭାପତିତ୍ଵ କରିଥିଲେ l ପରେ ଅନୁଷ୍ଠିତ ଦ୍ୱିତୀୟ ଅଧିବେଶନରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହଦେଓ ଯୋଗ ଦେଇ ପ୍ରେରଣା ନିଉଜ୍ ପୋର୍ଟାଲର ଖବର ପରିବେଷଣ ଶୈଳୀ ଆହୁରି ଉନ୍ନତି ହେବା ସହ ଓ ଲୋକଙ୍କ ଆହୁରି ନିକଟତର ହେଉ ବୋଲି କାମନା କରିଥିଲେ l ସମାଜିକ ଓ ରାଜନୈତିକ କ୍ଷେତ୍ରରେ ଥିବା ଭୁଲ ତ୍ରୁଟି କୁ ସୁଧୁରାଇବାରେ ପ୍ରେରଣା ନିଜର ଦାୟିତ୍ଵ ନିର୍ବାହ କରୁଥିବାରୁ ଏହାର କର୍ମକର୍ତ୍ତା ମାନଙ୍କୁ ବିଧାୟକ ଶ୍ରୀ ସିଂହଦେଓ ପ୍ରସଂଶା କରିଥିଲେ l ପ୍ରଥମେ ଅତିଥି ମାନେ ମହାତ୍ମା ଗାନ୍ଧୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ଯ ଅର୍ପଣ କରି ଆଲୋଚନା ସଭାକୁ ଉଦଘାଟନ କରିଥିଲେ l ସମ୍ମାନିତ ବକ୍ତା ଭାବରେ ଅଧ୍ୟାପକ ମଦନ ସୁନ୍ଦର୍ କ୍ଷେତୀ ଓ ମୁଖ୍ୟ ବକ୍ତାଭାବରେ ବିଶିଷ୍ଟ ସୂଚନା ଅଧିକାର କର୍ମୀ ହେମନ୍ତ କୁମାର ପଣ୍ଡା ମଞ୍ଚାସୀନ ରହି ବର୍ତ୍ତମାନ ପରିପ୍ରେକ୍ଷୀରେ ବିଭ୍ରାନ୍ତିକର ଖବର ଓ ପେଡ଼ ନିଉଜ୍ ଯୋଗୁଁ ଖବରକାଗଜ କିମ୍ବା ୱେବ୍ ମିଡିଆ ଗୁଡିକର ବିଶ୍ବସନୀୟତାରେ ସଙ୍କଟ ଦେଖାଦେଇଛି l ତେଣୁ ସତ୍ୟ ଓ ତଥ୍ଯ ଉପରେ ପର୍ଯ୍ୟବେସିତ ଖବର ସବୁବେଳେ ସାମାଜ ପାଇଁ ଆବଶ୍ୟକ ବୋଲି ବକ୍ତା ମାନେ ମତ ଦେଇଥିଲେ l ଗଣମାଧ୍ୟମ ଆୟ ର ପନ୍ଥା ହେଲେ ଲୋକେ ପ୍ରକୃତ ନ୍ୟାୟ ପାଇପାରିବେ ନାହିଁ ବୋଲି ଅତିଥି ମାନେ ମତ ରଖିଥିଲେ l ଏହି ଅବସରରେ ଗାନ୍ଧୀ ବିଚାରଧାରା ଉପରେ ମଞ୍ଚାସୀନ ବକ୍ତା ମାନେ ନିଜର ଯୁକ୍ତି ରଖିଥିଲେ l ଆଲୋଚନାଚକ୍ରରେ କବି ମଧୁସୂଦନ ନାୟକ ସଂଯୋଜନା କରିଥିବା ବେଳେ ଶିକ୍ଷାବିତ୍ ମନୋରଞ୍ଜନ ସାହୁ ସଭାପତିତ୍ଵ କରିଥିଲେ l ସଭା ପ୍ରାରମ୍ଭରେ ପ୍ରେରଣା ର ସମ୍ପାଦକ ରଘୁନନ୍ଦନ ସିଂହ ସମ୍ପାଦକୀୟ ବିବରଣୀ ପ୍ରଦାନ କରିବା ସହ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ l ଏହି ଅବସରରେ ସାମ୍ବାଦିକ ବଳରାମ ମିଶ୍ର, ଶରତ ଚନ୍ଦ୍ର ମିଶ୍ର, ସମାଜସେବୀ ଧୃବ ଜୈନ, ବରଗଡ଼ର ଶିବାନନ୍ଦ ମଟାରୀ, ସନ୍ତୋଷ ପ୍ରଧାନ, ଆଦର୍ଶ ଶିକ୍ଷକ ପ୍ରେମାନନ୍ଦ ପଣ୍ଡା ପ୍ରମୁଖଙ୍କୁ ପ୍ରେରଣା ପକ୍ଷରୁ

ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ମାନିତ କରାଯାଇଥିଲା l ପରେ ବିଭିନ୍ନ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଆୟୋଯିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା l ଏହି ପ୍ରେରଣା ର ସାମ୍ବାଦିକ ଅରବିନ୍ଦ ମିଶ୍ର, ସଂଜୀବ ପାଣିଗ୍ରାହୀ, ଡ଼ୋଲେଶ୍ଵର ବାଗ ପ୍ରମୁଖଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା l ଏହି ସଭାରେ ସହରର ବହୁ ବୁଦ୍ଧିଜୀବୀ, ସାହିତ୍ୟିକ, ସାମ୍ବାଦିକ ଓ ସଚେତନ ନାଗରିକ ଯୋଗ ଦେଇ ଥିଲେ l ଶେଷ ରେ ରତ୍ନମୟ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like