-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||     

HOME   ଜିଲ୍ଲା

ଜାଲପାଲିର ଦିର୍ଘ ୩୮ବର୍ଷର କରମସାନୀ ପୂଜା ଅନୁଷ୍ଠିତ

03-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କରମସାନୀ ମାଁ ଙ୍କର ପୂଜା ବିଧି ଅନୁଷ୍ଠିତ ହୋଇଯାଇଛି। ପୂର୍ବ ପୁରୁଷଙ୍କ ଠାରୁ ଅନୁଷ୍ଠିତ ଏହି କରମସାନୀ କରି ଆସୁଥିବା ଗ୍ରାମବାସୀ ମାନଙ୍କ ଠାରୁ ଜଣାଯାଏ।ଦୀର୍ଘ ୩୮ ବର୍ଷ ହେବ ଏହି ପୂଜା ଚାଲିଆସୁଅଛି।ଏହି ପୂଜା ସମସ୍ତଙ୍କ ମନରେ ଆଧ୍ୟାତ୍ମିକ ବାତାବରଣ ସୃଷ୍ଟି କରିବା ସହିତ ଭାଇଚାରାର ସମ୍ପର୍କ ସୃଷ୍ଟି କରିଥାଏ। ତେଣୁ ଗ୍ରାମର ଆବାଳ ବୃଦ୍ଧ ବନିତା ପ୍ରତିବର୍ଷ ଏହି ପର୍ବଟିକୁ ଖୁବ୍ ଆନନ୍ଦ ଉଲ୍ଲାସର ସହ ପାଳନ କରିଥାନ୍ତି। ଏହି ପୂଜାରେ ଡ଼ା.ଲିଙ୍ଗରାଜ ଦାଶ, ଗଙ୍ଗାଧର ଦାଶ, ଦିଲ୍ଲୀପ ଦାଶ, ବଳରାମ ମେହେର, ଦୁର୍ଗା ମେହେର, ଶିବା ମେହେର, ଭିକାରୀ ମେହେର ନିଜ ନିଜ ଦାୟିତ୍ୱ ଗ୍ରହଣ କରି ପୂଜା କୁ ସୁରୁଖୁରୁରେ ପରିଚାଳିତ କରିଥିଲେ।କରମସାନୀ  ବାୟକ ଶ୍ରୀ ନରେଶ ଭୋଇ, ବନବିହାରୀ, ଗାୟକ ଓଂକାର ଦାଶ, ପଦ୍ମନ ଦାଶ, ତରଣୀ ସେନ ଦାଶ ପ୍ରଭୃତି ନିଜ ନିଜ ନୃତ୍ୟ, ବାଦ୍ୟ, ସଂଗୀତ ଦ୍ୱାରା ଦର୍ଶକଙ୍କ ମନକୁ ଆକର୍ଷିତ କରିଥିଲା। ଆଖପାଖ ଅଞ୍ଚଳବାସୀ ଏହି ମହାନ କରମସାନୀ ପୂଜାରେ ଯୋଗଦେଇ ମାଁ କରମସାନୀଙ୍କ ଠାରେ ଆଶିଷ ଭିକ୍ଷା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026

You Might Also Like