-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||     

HOME   ଜିଲ୍ଲା

ସ୍ଵଛତା ହିଁ ସେବା କାର୍ଯ୍ୟକ୍ରମ ରେ ଟିକାବାଲି ମେଡିକାଲ

03-Oct-2024



ଟିକାବାଲି(ରମେଶ ପଣ୍ଡା): କନ୍ଧମାଳ ଜ଼ିଲ୍ଲା ଟିକାବାଲି ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ ସ୍ୱଛତା ହିଁ ସେବା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଇତ୍ୟ ଅବସରରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଟିକାବାଲି ପରିସରରେ ସ୍ବଚ୍ଛତା ଅଭିଯାନ ପାଇଁ ଏକ ପ୍ରାକ୍ ପ୍ରସ୍ତୁତି ବୈଠକ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ଦିଲ୍ଲୀପ କହଁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କରାଯାଇଥିଲା।ସ୍ବଚ୍ଛତା ଅଭିଯାନ ପାଇଁ ଚିକିତ୍ସାଳୟର ସମସ୍ତ କର୍ମଚାରୀ ମାନେ ଶପଥ ପାଠ କରିଥିଲେ। ଯେମିତିକି ଟିକାବାଲି ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ସର୍ବଦା ପରିଷ୍କାର ପରିଚ୍ଛନ ରହିବ ଆଉ  ରୋଗକୁ ସମ୍ପୁର୍ଣ୍ଣ ଦୁରେଇ ଦେବା ଉଦେଶ୍ୟରେ ଚିକିତ୍ସାଳୟ ପରିସର ମଧ୍ୟରେ ଏବଂ ପରିସର ବାହାରେ ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା।ଚିକିତ୍ସାଳୟ କର୍ମଚାରୀ ମାନଙ୍କ ସହ ଶିଶୁ ମଙ୍ଗଳ ବିଭାଗର ଆଜିର ସ୍ବଚ୍ଛତା କାର୍ଯ୍ୟକ୍ରମରେ ସ୍ୱଭାବରେ ସ୍ବଚ୍ଛତା ଏବଂ ସଂସ୍କାରରେ ସ୍ବଚ୍ଛତା କୁ ଗୁରୁତ୍ଵ ଦିଆଯାଇଥିଲା ଆଜିର ସଫେଇ କାର୍ଯ୍ୟକ୍ରମ ମେଡିକାଲ ଇନଚାର୍ଜ ଡ଼, ଜ୍ୟାତି ରଞ୍ଜନ ଜେନା,  ବିପିଏମ ରଶ୍ମି ରଞ୍ଜନ ତ୍ରିପାଠୀ,ପି ଏଚ ଇ ଓ.ରାତିମା ପ୍ରଧାନ . ସି ଡି ପି ଓ ପାନମଣି ହାଁସଦା, ଏସ୍ଟି ଏସି ଆସିକ ସାହୁ, ସ୍ୱତୀ ଏଜିଓ ମାଁ ଗୃହ କର୍ମଚାରୀ, ବନବାସୀ କଳାସାଂସ୍କୃତିକ ବିକାଶ ପରିଷଦ କର୍ମଚାରୀ ଙ୍କ ସମେତ ସାମାଜିକ କର୍ମୀ କ୍ରିଷ୍ଣା ଚନ୍ଦ୍ର ଡିଗାଲ ଏହିପରି ଅନେକ ସମାଜ ପ୍ରେମୀ ବୃନ୍ଦ ଯୋଗଦେଇ ଏହି ମହତ କାର୍ଯ୍ୟକ୍ରମ କରିଥିବା ଜଣା ପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026

You Might Also Like