-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ସିନାପାଲି ବ୍ଲକ ଅନ୍ତର୍ଗତ ଐତିହାସିକ କଳା ସଂସ୍କୃତିର ମାଟି ଗଣ୍ତାବାହାଲି ଠାରେ ଚଳିତ ବର୍ଷ ମହା ଆଡମ୍ବରରେ ମା ଙ୍କ ଦୁର୍ଗାପୂଜା

03-Oct-2024



(ଡୋଲେଶ୍ୱର  ବାଗ )
ପାର୍ବଣରେ ସଜେଇ ହେଉଛି ପୂଜା ମେଢ଼ -ଅପେକ୍ଷାରେ ଜଗତ ଜନନୀ ଦୁର୍ଗା ମାଁଙ୍କ ଆଗମନ ଆଉ କିଛି ଦିନର ଅପେକ୍ଷା । ଚତୁର୍ଦ୍ଦିଗ ପ୍ରକମ୍ପିତ ହୋଇ ଉଠିବ ଘଣ୍ଟଘଣ୍ଟା, ଢୋଲ ଓ ମହୁରୀର ତାଳେ ତାଳେ ମୁଖରିତ ହେବ ଗାଁ ଦାଣ୍ଡ । ଧୂପ ଓ ଝୁଣାରେ ମହକି ଉଠିବ ପୁରପଲ୍ଲୀ । ଆଉ ଦିନ କେଇଟା ପରେ ଧରାପୃଷ୍ଠକୁ ଆଗମନ କରିବେ ମାଁ ଜଗତଜନନୀ ଦୁର୍ଗା ମାଁଙ୍କ ପୂଜାର୍ଚ୍ଚନା ପାଇଁ ବିଭିନ୍ନ ପୂଜା କମିଟି ପ୍ରସ୍ତୁତିରେ ଲାଗି ପଡିଛନ୍ତି । ଶରତ ଋତୁ ଆଗମନରେ ସବୁଆଡେ ପାର୍ବଣର ମାହୋଲା ଧୂରେ ଧୂରେ ପବନର ସ୍ପର୍ଷରେ କାଶତଣ୍ଡୀ ଫୁଲର ସୌନ୍ଦର୍ଯ୍ୟ ସବୁଆଡେ ଖେଳି ଯାଇଛି‌ ।  ଅପେକ୍ଷାର ଅନ୍ତ ଘଟାଇ ଧରା ପୃଷ୍ଠକୁ ବିରାଜିବେ ଜଗତଜନନୀ ମାଦୁର୍ଗା । ମାଁ ଙ୍କ ଆଗମନକୁ ନେଇ ସବୁ ଆଡେ ଏବେ ଖୁସିର ଆସର ଜମିଲାଣି ।
ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଐତିହାସିକ କଳା ସଂସ୍କୃତିର ମାଟି ଗଣ୍ତାବାହାଲି ଠାରେ ଚଳିତ ବର୍ଷ ମହା ଆଡମ୍ବରରେ ଅନୁଷ୍ଠିତ ହେବ ମାଁଙ୍କ ଦୁର୍ଗାପୂଜା । ଦୀର୍ଘଦିନ ଧରି‌ ଅଞ୍ଚଳରେ ଗଣ୍ତାବାହାଲି ସାର୍ବଜନୀନ ଦୁର୍ଗା ପୂଜା ଅନୁଷ୍ଠିତ ହୋଇ ଆସୁଅଛି ଏବଂ ବିଶେଷ ଆର୍କଷଣର କେନ୍ଦ୍ରବିନ୍ଧୁ ସାଜେ ପୂଜାମେଢ  ।ଅଞ୍ଚଳର କୁଶଳୀ କାରିଗରୀ ତିଆରି କରୁଛନ୍ତି ଚିତ୍ତାକର୍ଷକ ସାଜସଜ୍ଜା ଏବଂ ମାଁଙ୍କ ତୋରଣ ଝଲସି ଉଠୁଛି । ବାଉଁଶ ଓ କପଡ଼ାରେ ଅନେକ ଚିତ୍ର ବିଚିତ୍ର କଳାକୁ ମନୋରମ ଢ଼ଙ୍ଗରେ କାରିଗର ମାନେ ଆଙ୍କି ତିଆରି କରୁଛନ୍ତି ସୁନ୍ଦର ମେଢ଼ । ସତେ ଯେମିତି ମାଁଙ୍କ ବାଟକୁ ଚାହିଁ ରହିଛି‌ ପୂଜା‌ ମେଢ ,କେବେ ମାଁ ଆସିବେ  ।  ମାଁ ଯେତେବେଳେ ପୂଜାସ୍ଥଳରେ‌ ବସିବେ ପୂଜାମେଢ଼ ର ସୈନ୍ଦର୍ଯ୍ୟ ଦ୍ଵିଗୁଣିତ ହେବ ବୋଲି ଦର୍ଶକମହଳରେ ଚର୍ଚ୍ଚା ହେଉଛି । ମୂର୍ତ୍ତି କାରିଗର ମଧ୍ୟ ଭାବ ବିହ୍ୱଳ ହୋଇ ମାଁକୁ ସଜେଇ ଦେଉଛି ନିଜର ହସ୍ତର ସମସ୍ତ କାରିଗରୀ ବିଦ୍ୟାକୁ ଖଟାଇ ନୂଆଁ ରୂପ ଦେବା ,ଯେଉଁ ରୂପରେ ଜଗତଜନନୀ ମାଁ ଦୁର୍ଗା ଅତିସୁନ୍ଦର ଦିଶିବେ । ସ୍ଥାନୀୟ କମିଟି ସଭାପତି ଟଙ୍କଧର ମେହେରଙ୍କ ସୂଚନା ଅନୁସାରେ‌ ମାଁଙ୍କ ପୀଠରେ ସପ୍ତମୀ ତିଥି ଠାରୁ ପୂଜା ଆରମ୍ଭ ହେବ‌ । ଚଳିତ ବର୍ଷ ଅନେକ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଦର୍ଶକଙ୍କୁ ଆକର୍ଷିତ କରିବା ସହ ଭକ୍ତ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଜମିବ ବୋଲି ଆଶା ପ୍ରକାଶ କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like