-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

୧୧ ଶହ ୧ ଭବ୍ୟ କଳସ ଯାତ୍ରା, ମୋଟେର ଠାରେ ଦଶାବତାର ଦୁର୍ଗାପୂଜା ମହା ଆଡମ୍ବରରେ ଆରମ୍ଭ

03-Oct-2024



କୋକସରା,(ତ୍ରିନାଥ ବେଶ୍ରା )
ଏବେ ପାର୍ବଣ ଋତୁ ଧରା ପୃଷ୍ଠକୁ ଆସିଛି। ତା'ସହିତ ବିଭିନ୍ନ ସ୍ଥାନରେ ଶାରଦୀୟ ଦୁର୍ଗାପୂଜା ଆରମ୍ଭ ହୋଇଛି।କଳାହାଣ୍ଡି କୋକସରା ବ୍ଲକ ମୋଟେର ଗ୍ରାମରେ ଚଳିତ ବର୍ଷ ଦଶାବତାର ଦୁର୍ଗା ପୂଜା ମହାସମାରୋହରେ ଆୟୋଜନ ହେଉଥିବା ବେଳେ ଗୁରୁବାର ସକାଳେ ପୂର୍ବ ନିର୍ଦ୍ଧାରିତ ରୀତିନୀତି ଅନୁଯାୟୀ ଅଧିବାସ ଓ ୧୧ଶହ ୧ ଭବ୍ୟ କଳସ ଯାତ୍ରା ସହ ଦୁର୍ଗା ପୂଜା ଆରମ୍ଭ ହୋଇଛି। ଦୁର୍ଗା ପୂଜା କମିଟି ପକ୍ଷରୁ ମୁଖ୍ୟ ପୂଜା କର୍ତ୍ତା ରୋହନ ପାଟ୍ଟଯୋଷୀ ଓ ନିହାରିକା ପାଟ୍ଟଯୋଷୀ ସପତ୍ନୀକଙ୍କୁ ତାଙ୍କ ବାସଗୃହରୁ କମିଟି ପକ୍ଷରୁ ବାଟ ବରଣ କରିବା ସହ ଘଣ୍ଟ, ଶଙ୍ଖ ସଂକୀର୍ତ୍ତନ ଦଳର ସମାହାରରେ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ପୂଜା ମଣ୍ଡପକୁ ପାଛୋଟି ଆଣିଥିଲେ । ଦଶାବତାର ପୂଜାରେ ମୂଖ୍ୟ କର୍ତ୍ତାଙ୍କ ସମେତ ଅନ୍ୟ ୯ ଜଣ ସପତ୍ନୀକ କର୍ତ୍ତା ଭାବେ ରହିଛନ୍ତି ।
କଳସ ଯାତ୍ରାରେ ଗ୍ରାମ ତଥା ଆଖ ପାଖ ଗାଁର ଶତାଧିକ ମହିଳା, ଯୁବତୀ ମାନେ ୧୧ଶହ ୧ କଳସ ଶୋଭାଯାତ୍ରାରେ ଗ୍ରାମ ନିକଟସ୍ଥ ମହାଦେବ ପୋଖରୀରୁ ପଣ୍ଡିତ ବୈଲୋଚନ ପଣ୍ଡାଙ୍କ ମନ୍ତ୍ର ଉଚ୍ଚାରଣ ପରେ ପବିତ୍ର ଜଳ କଳସରେ ନେଇ ପୂଜା ମଣ୍ଡପରେ ସ୍ଥାପନ କରିଥିଲେ। ଆଜିର କଳସ ଯାତ୍ରାରେ ସମସ୍ତ କର୍ତ୍ତା ସପତ୍ନୀକ ଉପସ୍ଥିତ ଥିବା ବେଳେ ପୂଜାକମିଟି ସଭାପତି ଦୁଷ୍ମନ୍ତ ପାଟ୍ଟଯୋଷୀ, ଉପ ସଭାପତି ପୁରୁଷୋତ୍ତମ ଝାଙ୍କର, ସମ୍ପାଦକ ଧର୍ମେନ୍ଦ୍ର ଦାସ, ସହ ସମ୍ପାଦକ ସୌମ୍ୟ ସରାଫ, କୋଷାଧ୍ୟକ୍ଷ ସୁଧାରାମ ସରାଫ ଓ ଅନ୍ୟ କର୍ମକର୍ତ୍ତା ମୋଟେର ଅଞ୍ଚଳର ଗ୍ରାମବାସୀ ମାନେ ଉପସ୍ଥିତ ରହି ମହା ଆଡମ୍ବରରେ ଦୁର୍ଗା ପୂଜା କଳସ ଯାତ୍ରାରେ ସହଯୋଗ କରିଥିଲେ। ମୋଟେର ଫାଣ୍ଡି ପୋଲିସ ପକ୍ଷରୁ ଶାନ୍ତି ଶୃଙ୍ଖଳା ପାଇଁ ପୋଲିସ କର୍ମଚାରୀ ମାନେ ଉପସ୍ଥିତ ଥିଲେ। ଆସନ୍ତା ୧୦ ଦିନ ଦଶାବତାର  ଦୁର୍ଗା ପୂଜା ଅବସରରେ ଅନେକ ମନୋରଞ୍ଜନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି କମିଟି ପକ୍ଷରୁ ସୂଚନା ନିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like