-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି”

03-Oct-2024



ଡାବୁଗାଁ (ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମା ସ୍ଥିତ ବ୍ଲକ କଲୋନୀ ପ୍ରାଥମିକ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” ଗୁରୁବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ବିତର୍କ, ପ୍ରବନ୍ଧ, ଚିତ୍ରାଙ୍କନ, କୁଇଜ, ବକୃତା, ସଙ୍ଗୀତ, ସୃଜନଶୀଳ ଲିଖନ, ଶ୍ରୁତଲିଖନ ଓ ସୁନ୍ଦର ହସ୍ତାକ୍ଷର, ମଧ୍ୟାନ୍ନ ଭୋଜନ ଆର୍ଟ, ଓ ନୃତ୍ୟ  ଭଳି ମୋଟ ୧୧ ଗୋଟି ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା | ଏଥିରେ କନିଷ୍ଠ ଓ ବରିଷ୍ଠ ବିଭାଗରେ ପ୍ରତିଯୋଗୀତା ହୋଇଥିଲା | ଏଥିରେ ୧ମ, ୨ୟ ଓ ୩ୟ ସ୍ଥାନ ଅଧିକାର କରିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା | ନୃତ୍ୟରେ ବଡଓଲମା ସରକାରୀ ଆଶ୍ରମ ବିଦ୍ୟାଳୟ (ପୁରୁଣା) (୧ମ), ବଦଲିଗୁଡା ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (୨ୟ) ଓ ବୋରିଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (୩ୟ)  ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ |  ଏହି ନୃତ୍ୟରେ ବିଚାରପତି ଭାବେ ମନୋଜ ମାଝି, ସଚ୍ଚିଦାନନ୍ଦ ରଥ, ପରେଶ କୁମାର ଓ ଇତିଶ୍ରୀ ବର୍ଷାରାଣୀ ରାଉତ ଯୋଗ ଦେଇଥିଲେ | ଏଥିରେ ପ୍ରଥମ ସ୍ଥାନ ରେ କୃତକାର୍ଯ୍ୟ ହୋଇଥିବା ଛାତ୍ରୀଛାତ୍ର ଜିଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମରେ ଭାଗ ନେବେ | ଏଥିରେ ବ୍ଲକ ଶିକ୍ଷା ଅଧିକାରୀ ସୁଭେନ ମଣ୍ଡଳ ଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ସମ୍ମାନୀତ ଅତିଥି ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ନାହାକ, ଭୈରବ ମହାବିଦ୍ୟାଳୟ ଅଧ୍ୟକ୍ଷ ଶଙ୍କର ପ୍ରସାଦ ଗନ୍ତାୟତ,ଓଡିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ସୁବ୍ରତ ରଞ୍ଜନ ମହାନ୍ତି, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଭଗବାନ ମାଝି ଓ ସନ୍ତୋଷ କୁମାର ସାହୁ  ପ୍ରମୁଖ ଯୋଗ ଦେଇଥିଲେ | ଏହି କାର୍ଯ୍ୟକ୍ରମରେ  ବିଭିନ୍ନ ବିଦ୍ୟାଳୟର ଶିକ୍ଷୟତ୍ରୀ ଶିକ୍ଷକ ମାନେ ଉପସ୍ଥିତ ଥିଲେ | ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଗୁପ୍ତ ପ୍ରସାଦ ନାଗ ମଞ୍ଚ ପରିଚାଳନା କରିଥିଲେ | ଏଥିରେ ବ୍ଲକ ର ବିଭିନ୍ନ ବିଦ୍ୟାଳୟର ଛାତ୍ରୀ ଛାତ୍ର ମାନେ ଭାଗ ନେଇଥିଲେ | ଉକ୍ତ କାର୍ଯ୍ୟକ୍ରମକୁ ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରସନ୍ନ କୁମାର ଦଣ୍ଡସେନା, ଧନଞ୍ଜୟ ବଡଜେନା, ହେମନ୍ତ କୁମାର ପଣ୍ଡା, ହେମେନ୍ଦ୍ରନାଥ ବେହେରା, ଗୀତାଞ୍ଜଳୀ ବସ୍ତିଆ ପ୍ରମୁଖ ପରିଚାଳନା କରିଥିବା ବେଳେ ବିଭିନ୍ନ ବିଦ୍ୟାଳୟର ଶିକ୍ଷୟତ୍ରୀ ଶିକ୍ଷକ ମାନେ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like