-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ରାଜ୍ୟ

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

04-Oct-2024



କଟକ (ପ୍ରେରଣା ଖବର): ଗାନ୍ଧୀ ଏକ ବ୍ୟକ୍ତି ନଥିଲେ। ମହାତ୍ମା ଗାନ୍ଧୀ ଏକ ବିଚାରଧାରା ଥିଲେ। ସତ୍ୟ, ଅହିଂସା ଓ ଅସହିଷ୍ଠୁତlକୁ ଅସ୍ତ୍ର କରି ଦୁର୍ଧlନ୍ତ୍ନ  ଇଂରେଜ ସରକାରଙ୍କୁ ଏ ଭାରତବର୍ଷରୁ ତଡି ବାକୁ ସକ୍ଷମ ହୋଇଥିଲେ। ପବିତ୍ର ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ଉପଲକ୍ଷେ ଓଡ଼ିଶା ନାରୀ ସେବା ସଙ୍ଘ ପକ୍ଷରୁ ଆୟୋଜିତ ହୋଇଥିବା ଶ୍ରଦ୍ଧାଞ୍ଜଳୀ ସଭାରେ ଆଲୋଚନା କରଯାଇଥିଲା l ସଂଘର ସଭାନେତ୍ରୀ ଡଃ ପ୍ରତିମା ମହାପାତ୍ର, ସମ୍ପlଦିକl ଆଭା କାନୁନଗୋ, ହଲ ସମ୍ପଦିକl ମଞ୍ଜୁ ସିଂହ,  

ସଂଗଠନ ସମ୍ପାଦିକl ମୀରା ବେଉରା, କାର୍ଯକାରୀ କମିଟି ସଭ୍ୟା ସୁପ୍ରିତି ଦାସ୍, କଲ୍ୟାଣୀ ସାହୁ, ପଦ୍ମଜା ତ୍ରିପାଠୀ, ନଳିନୀ ଦାଶ, କୋଷାଧ୍ୟକ୍ଷl ନୟନତାରl ନନ୍ଦ, ତନୁଜା ରାଉତ୍ ପ୍ରମୁଖ ଉପସ୍ଥିତ ହୋଇ ଗାନ୍ଧୀଙ୍କ ଫୋଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ।ଏହି ଗlନ୍ଧି ଜୟନ୍ତୀ ଉପଲକ୍ଷେ    ନାରୀ ସେବା ସଙ୍ଘର ସଦସ୍ୟ ମାନେ କଟକ କନିକା ଛକ ସ୍ଥିତ ଆଶିର୍ବାଦ ବୃଦ୍ଧାଶ୍ରମକୁ ପରିଦର୍ଶନ କରି ସେମାନଙ୍କ ଅଭାବ ଅସୁବିଧା ପଚାରି ବୁଝିଥିଲେ ଓ ଅନ୍ତେ ବସୀମାନଙ୍କୁ  ମଧ୍ୟାହ୍ନ ଭୋଜନ ପ୍ରଦlନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like