-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବରଗଡ ଜେଲ କାରାଗାର ଭିତରେ ମାଦକ ଦ୍ରବ୍ୟ: ଦାୟୀ କିଏ?

04-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା କାରାଗାର ଉପରେ  ପୋଲିସ ବିଭାଗ ପକ୍ଷରୁ ହଠାତ ଚଢ଼ାଉ କରାଯାଇ ବ୍ୟାପକ ମାତ୍ରାରେ ମାଦକ ଦ୍ରବ୍ୟ ଜବତ କରାଯାଇଛି l  ସୂଚନା ଅନୁଯାୟୀ ବରଗଡ଼ ଜିଲ୍ଲା କାରାଗାର ଭିତରେ ରହିଥିବା କଏଦୀ ମାନଙ୍କ ନିକଟକୁ ବେଆଇନ ଭାବରେ ଜେଲ କର୍ମଚାରୀଙ୍କ ଦ୍ୱାରା ମାଦକ ଦ୍ରବ୍ୟ ସହିତ ଅନେକ ସାମଗ୍ରୀ ପଠାଯାଉଥିବା ଖବର ବରଗଡ଼ ଏସପି ପ୍ରହଲ୍ଲାଦ ସହାଇ ମୀନାଙ୍କ ନିକଟକୁ ଆସିଥିଲା ।ତେବେ ଏହାର ତଦନ୍ତ ପାଇଁ ଆଜି ସକାଳ ଭୋର  ୫ ଟା ୧୫ ମିନିଟ ସମୟରେ ଯୁଦ୍ଧ କାଳୀନ ଭିତ୍ତି ରେ ପୋଲିସ ବିଭାଗ ପକ୍ଷରୁ ଏସପି ଙ୍କ ସହିତ ୧୪ ଜଣ ଅଫିସର ଓ ୪ ପ୍ଳାଟୁନ ପୋଲିସ ଫୋର୍ସ ହଠାତ ଜିଲ୍ଲା କାରାଗାର କୁ ପହଁଞ୍ଚି ଚଢ଼ାଉ କରିଥିଲେ ।
 ଗୋଟେ ପରେ ଗୋଟେ  ସମସ୍ତ କଏଦୀ ଙ୍କୁ ଜାଞ୍ଚ କରିଥିଲେ ।ତେବେ ଦୀର୍ଘ ଦେଢ଼ ଘଣ୍ଟାର ଏପରି ଯାଞ୍ଚ ପ୍ରକ୍ରିୟା ପରେ କେଏଦୀ ମାନଙ୍କ ଠାରୁ ବ୍ୟାପକ ମାତ୍ରାରେ ଭାଙ୍ଗ, ଖଇନି ଓ ଗୁଟଖା ପରି ମାଦକ ଦ୍ରବ୍ୟ ଜବତ କରାଯାଇଥିବା ବରଗଡ଼ ଏସପି ଜଣାଇଛନ୍ତି । ତେବେ ଜେଲ ଭିତରେ ଏପରି ମାଦକ ଦ୍ରବ୍ୟ ଆଇନ ଅନୁଯାଇ ନିଷେଧ ଥିବା ବେଳେ ଏତେ ମାତ୍ରାରେ ମାଦକ ସାମଗ୍ରୀ ଜେଲ ଭିତରକୁ ଗଲା କିପରି ? ଜେଲ କର୍ମଚାରୀଙ୍କ ବିନା ସହମତି ଓ ସହଯୋଗରେ ଏପରି ନିଷେଧ ସାମଗ୍ରୀ କଣ ଜେଲ ଭିତରକୁ ଯାଇ ପାରିବ ସେନେଇ ପ୍ରଶ୍ନ ଉଠିଛି ?  ଏପରି ବେଆଇନ କାରନାମା ରେ କେଉଁ ଜେଲ କର୍ମଚାରୀ ମାନଙ୍କ ସମ୍ପୃକ୍ତି ରହିଛି ତାହାର ତଦନ୍ତ କରାଯାଇ  ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜଣାଇଛନ୍ତି ବରଗଡ଼ ଏସପି ପ୍ରହଲ୍ଲାଦ ସହାଇ ମୀନା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like