-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଉଜ୍ଜଳ ବରିହା ହତ୍ୟାକାଣ୍ଡ ଘଟଣା ପୁନଃ ତଦନ୍ତ ଦାବୀ କଲା ଆଦିବାସୀ ସଂଘ - ହତ୍ୟାକାରୀ ଗିରଫ ନହେଲେ ପୁନଃ ଆନ୍ଦୋଳନ

04-Oct-2024



ପାଟଣାଗଡ (ପୁର୍ଣ୍ଣ ଶଶୀ ଶେଖର ରାଓ)ଗତ ଫେବୃଆରୀ ମାସ 7 ତାରିଖରେ ଲରମ୍ଭା ଥାନା ଅନ୍ତର୍ଗତ ଫଟାମୁଣ୍ଡାର ଉଜ୍ଜଳ ବରିହାକୁ ଯୋଜନାବଦ୍ଧ ଭାବେ ହତ୍ୟାକରି କୂଅରେ ପକେଇ ଦେଇଥିବା ନେଇ ଲରମ୍ଭା ଥାନାରେ ଅଭିଯୋଗ ହୋଇଥିଲା |  ଘଟଣାର ତିନି ଦିନ ପରେ ଅର୍ଥାତ 10 ତାରିଖ  ଗାଁର ବିପିନ ସାହୁଙ୍କ ବାଡ଼ିରେ ଥିବା କୂଅରେ ଶବ ପଡ଼ିଥିବା ସାହୁ ପରିବାର ଦେଖିଲେ ଓ ପୋଲିସ କୁ ଖବର ଦେଇଥିଲେ | ଏହି ଘଟଣାରେ ଲରମ୍ଭା ପୋଲିସ କେତେ ଜଣକୁ କିଛି ଦିନ ପଚରା ଉଚରା କରି ପ୍ରମାଣ ସଂଗ୍ରହ ବାହାନାରେ ସନ୍ଦେହ କରୁଥିବା ବ୍ୟକ୍ତି ମାନଙ୍କୁ ଛାଡିଦେଲା, ଘଟଣାରେ ସନ୍ଦେହ ଥିବା ଜଣେ ବ୍ୟକ୍ତି ସେ ସରକାରୀ ଚାକିରୀ କରୁଛନ୍ତି ଘଟଣା ଦିନ ଠାରୁ କୁଆଡେ ଫେରାର ମାରିଥିଲେ, ପୋଲିସ ସେହି ବ୍ୟକ୍ତିକୁ କେବେ ତଦନ୍ତ ପାଇଁ ଡାକି ନଥିଲେ ଓଲଟା କୁଆଡେ ଫେରାର ଅଛି ସେ ଘରକୁ ଆସିଲେ ତଦନ୍ତ ପାଇଁ ଡକାଯିବ କହି ଆଜି ପର୍ଯ୍ୟନ୍ତ ଡାକିଲେ ନାହିଁ | ଆଜି ଘଟଣାକୁ ଆଠ ମାସ ବିତିଯାଇଥିଲେ ସୁଦ୍ଧା ଘଟଣାକୁ ଏମିତି ଢଙ୍ଗରେ ଚାପି ଦିଆଗଲା ଯେ ଅପରାଧୀ ଗିରଫ ହେବା ଦୂରର କଥା ତାର ଟେର ପାଇଲା ନାହିଁ  |  ହତ୍ୟାକାରୀକୁ ଗିରଫ ଦାବୀରେ ଲରମ୍ଭା ଥାନା ଘେରାଓ କରିଥିଲା ଆଦିବାସୀ କଲ୍ୟାଣ ସଂଘ | ତଦନ୍ତ ଚାଲିଛି ଆହୁରି ବଳିଷ୍ଠ ପ୍ରମାଣ ପାଇଁ ଅନ୍ୟାନ୍ୟ ପରୀକ୍ଷା କରିବା ପାଇଁ ବାହାରକୁ ପଠା ଯାଇଛି, ପରୀକ୍ଷା ଓ ପ୍ରମାଣ ଦେଖି ଆମେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ କହି ପୋଲିସ ଦିନ ଗଡେଇ ଚାଲିଲା  | ଆଜି ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଲରମ୍ଭା ଥାନାରେ ନୂତନ ଭାବେ ଯୋଗଦାନ କରିଥିବା ଥାନାଧିକାରୀ ଶ୍ରୀ ଭାନୁ ପ୍ରତାପ ଯାଦବଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦେଇ ଆଇନ ଶୃଙ୍ଖଳା ବିଷୟରେ ଓ ଉଜ୍ଜଳ ବରିହା ହତ୍ୟାକାଣ୍ଡ ର ଫର୍ଦାଫାସ କରିବା ପାଇଁ ଦାବୀ ଜଣାଇଥିଲେ | ଥାନାଧିକାରୀ ତାଙ୍କ ପ୍ରତିକ୍ରିୟା ରେ ଏ ବିଷୟରେ  ଉପଖଣ୍ଡ ପୋଲିସ ଅଧିକାରୀ ଙ୍କ ସହିତ ଆଲୋଚନା କରି ଆଉ ଥରେ ଉଚିତ ତଦନ୍ତ କରିବା ପାଇଁ କହିଥିଲେ |  ଘଟଣାର ଉଚିତ ତଦନ୍ତ କରି ଉଜ୍ଜଳ ବରିହା ହତ୍ୟାକାରୀ ଶୀଘ୍ର ଗିରଫ ନହେଲେ ଦୁର୍ବାର ଆନ୍ଦୋଳନ କରିବା ପାଇଁ ଆଦିବାସୀ ସଂଘ ପ୍ରତିକ୍ରିୟା ରଖିଛି | ଆଜିର ଆଲୋଚନା ସମୟରେ ସଂଘର ଯୁଗ୍ମ ସମ୍ପାଦକ ଗିରିରାଜ ଭୋଇ, ସଂଯୋଜକ ଗୌରାଙ୍ଗ ବରିହା, ହୃଷିକେଶ ଭୋଇ, ଚୂଡ଼ାମଣି ଧରୁଆ, ମଦନ ମାଝୀ ଓ ପିଣ୍ଟୁ ବୁଡ଼େକ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like