-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||     

HOME   ରାଜ୍ୟ

ମହିଳା ମହାବିଦ୍ୟାଳୟ ଦର୍ଶନଶାସ୍ତ୍ର ବିଭାଗର ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ, ଲକ୍ଷ୍ୟ ସ୍ଥଳରେ ପହଂଚିବା ପାଇଁ ସୁକର୍ମ ଏକ ପ୍ରକୃଷ୍ଟ ମାଧ୍ୟମ

04-Oct-2024



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟର ଦର୍ଶନଶାସ୍ତ୍ର ବିଭାଗର ପ୍ରଥମ ବର୍ଷର ଛାତ୍ରୀମାନଙ୍କ ପାଇଁ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଦର୍ଶନଶାସ୍ତ୍ର ବିଭାଗର ମୁଖ୍ୟ ସଂଯୁକ୍ତା କୁମାରୀ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ.ଅରବିନ୍ଦ କୁମାର ଓଝା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଭବିଷ୍ୟତ ଲକ୍ଷ୍ୟସ୍ଥଳରେ ପହଂଚିବା ପାଇଁ ସୁକର୍ମ ଏକ ପ୍ରକୃଷ୍ଟ ମାଧ୍ୟମ ବୋଲି କହିଥିଲେ l

ନିମନ୍ତ୍ରୀତ ବକ୍ତା ଭାବେ ଅବସରପ୍ରାପ୍ତ ମନୋରଂଜନ ମିଶ୍ର ଯୋଗ ଦେଇ ଲକ୍ଷ୍ୟ ହାସଲ ପାଇଁ ଖୁବ ଯତ୍ନବାନ ହେବା ଓ ଶ୍ରେଣୀ ଗୃହରେ ନିରବତା ରକ୍ଷା କରି ମନଯୋଗୀ ହେବା ପାଇଁ ପରାମର୍ଶ ଦେଇଥିଲେ । ଅନ୍ୟତମ ବକ୍ତାଭାବେ ପ୍ରଶାସନିକ ଅଧିକାରୀ ଡ.ସଦାଶିବ ମଲ୍ଲିକ ଦୈନିକ ଜୀବନରେ ଶୃଙ୍ଖଳାର ଯଥେଷ୍ଟ ଆବଶ୍ୟକତା ରହିଛି ବୋଲି ମତବ୍ୟକ୍ତ କରିଥିଲେ । ଦର୍ଶନଶାସ୍ତ୍ର ଅଧ୍ୟାପକ ରାକେଶ ମଲ୍ଲିକ, ସଂସ୍କୃତ ଅଧ୍ୟାପକ ଅଜିତ କୁମାର ପଣ୍ଡା, ତର୍କଶାସ୍ତ୍ର ଅଧ୍ୟାପିକା ମୋନାଲିଶା ପାଣି ଓ ଇଂରାଜୀ ଅଧ୍ୟାପିକା ଡ. ଅନୁରାଧା ମିଶ୍ର ନିଜ ବକ୍ତବ୍ୟରେ ବ୍ୟକ୍ତିଗତ ବା ସାମାଜିକ ସମୃଦ୍ଧି ପାଇଁ ଶୃଙ୍ଖଳା ଜ୍ଞାନ ଅପରିହାର୍ଯ୍ୟ ଅଟେ ବୋଲି କହିଥିଲେ l

କାର୍ଯ୍ୟକ୍ରମର ସଂଯୋଜନା ଦ୍ୱିତୀୟ ବର୍ଷର ଛାତ୍ରୀ ପ୍ରୀୟା ପାତ୍ର କରିଥିବା ବେଳେ ଧନ୍ୟବାଦ ଦେଇଥିଲେ ଛାତ୍ରୀ ଗଙ୍ଗାମୟୀ ମହାନନ୍ଦ। ଏହି ସଭାରେ ବରିଷ୍ଠ ବର୍ଗର ଛାତ୍ରୀ ମାନେ  ପ୍ରଥମ ବର୍ଷର ଛାତ୍ରୀମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। କାର୍ଯ୍ୟକ୍ରମର ଶେଷରେ ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026

You Might Also Like