-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||     

HOME   ଜିଲ୍ଲା

ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ଯୁବକ ସଂଘ ସଦସ୍ୟ

04-Oct-2024



କୋକସରା (ତ୍ରିନାଥ ବେଶ୍ରା )
 ରକ୍ତ ଦାନ କରି ଜୀବନ ବଞ୍ଚାଇଛନ୍ତି ଦନ୍ତେଶ୍ୱରୀ ଯୁବକ ସଂଘ ସଦସ୍ୟ। ସୂଚନା ଅନୁସାରେ ଆଜି ଭଇଁରିପାଲି ଗ୍ରାମର ମଦନ ରାଉତ ନିଜ ସ୍ତ୍ରୀ ବୈଦେହି ରାଉତ (୨୭) ଙ୍କୁ ଅସ୍ଥିଗତ ସମସ୍ୟା ଯୋଗୁଁ ଧର୍ମଗଡ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ରକ୍ତ ୫ ପଏଣ୍ଟ ଥିବା ଯୋଗୁଁ ଚିକିତ୍ସାରେ ସମସ୍ୟା ଦେଖା ଦେଇଥିଲା। ଚିକିତ୍ସା ପାଇଁ B+ (ପୋଜିଟିଭ )ରକ୍ତର ଆବଶ୍ୟକତା ଥିଲା। ମଦନ ରକ୍ତ ଟିକିଏ ଯୋଗାଡ଼ କରିବା ପାଇଁ ଘୁରି ବୁଲୁଥିବା ବେଳେ ଖବର ପାଇ ସାଙ୍ଗେ ସାଙ୍ଗେ  ଦଣ୍ଡପାଟ ଅଞ୍ଚଳ ଦନ୍ତେଶ୍ୱରୀ ଯୁବକ ସଂଘ ବେହେରାର ସଦସ୍ୟ ମାନେ ଧର୍ମଗଡ ଉପଖଣ୍ଡ ଡାକ୍ତରଖାନାରେ ପହଞ୍ଚି ଯାଇଥିଲେ। ସଂଘର ସଦସ୍ୟ ତନୋଜ କୁମାର ନାଏକ (ସାହିଲ) ଉକ୍ତ ମହିଳାଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇ ଥିଲେ। ରକ୍ତ ଦାନ ସମୟରେ ଯୁବକ ସଂଘର ସଭାପତି କିରଣ କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ଉପ ସଭାପତି ଅନନ୍ତ ପଟେଲ,ସମ୍ପାଦକ ଗଗନ ନାଏକ, ସହ ସମ୍ପାଦକ ଜିତ୍ ନାଏକ, କୋଷାଧ୍ୟକ୍ଷ ଟଙ୍କଧର ରଣା, ସଦସ୍ୟ ଭାଗିରଥି ପଟେଲ, ବିରନ ନାଏକ, କ୍ଷୀରୋଦ ନାଏକ, ଦିଲୀପ ପଟେଲ, ରଶ୍ମୀ ନାଏକ, ହୁକିମ୍ ବିଶି, ରିଙ୍କୁ ବିଶି, ବୀର ଗୋପାଲ ପ୍ରମୁଖ ଉପସ୍ଥିତ ରହିଥିଲେ। ଯୁବକ ସଂଘର ଏପରି ଏକ ମହତ୍ କାର୍ଯ୍ୟକୁ ମହିଳାଙ୍କ ପରିବାର ସହିତ ବିଭିନ୍ନ ମହଲରୁ ପ୍ରଶଂସା କରୁଥିବା ଦେଖିବାକୁ ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026

You Might Also Like