-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଗଣିଆରେ OKCL ର ଗୁରୁତ୍ଵପୂର୍ଣ୍ଣ ଆଲୋଚନଚକ୍ର

05-Oct-2024



ଗଣିଆ। : ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ୍ ର ସ୍ଥାନୀୟ ଶ୍ରୀ ଶ୍ରୀ ରଘୁନାଥଜୀଉ (ଡିଗ୍ରୀ) ମହାବିଦ୍ୟାଳୟ  ଗଣିଆ   ପରିସରରେ ଓଡ଼ିଶା ଜ୍ଞାନ ନିଗମ ଲି( ଓ . କେ. ସି. ଏଲ୍) ଆନୁକୁଲ୍ୟରେ ସୂଚନା ପ୍ରଯୁକ୍ତି ବିଦ୍ୟା ଉପରେ ଏକ ଆଲୋଚନାଚକ୍ର ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନା ଚକ୍ରରେ ମହାବିଦ୍ୟାଳୟର ବିଭିନ୍ନ ବିଭାଗରୁ ପ୍ରାୟ ୧୫୦ ଛାତ୍ର ଛାତ୍ରୀ ଯୋଗ ଦେଇଥିଲେ । ଆଲୋଚନାଚକ୍ର ଆରମ୍ଭରେ

ମହାବିଦ୍ୟାଳୟର ଅଧ୍ୟକ୍ଷ ଲକ୍ଷ୍ମୀକାନ୍ତ ପଣ୍ଡା ସଭାର ସଭାପତିତ୍ବ କରିଥିଲେ। ପରେ ପରେ  ମହାବିଦ୍ୟାଳୟର ଇତିହାସ ବିଭାଗ ଅଧ୍ୟାପକ ଅଶୋକ କୁମାର ମିଶ୍ର  ମୁଖ୍ୟ ବକ୍ତା ଭାବେ ଅତିଥିମାନଙ୍କ ପରିଚୟ ପ୍ରଦାନ କରିବା ସହିତ ସୂଚନା ପ୍ରଯୁକ୍ତିବିଦ୍ୟା ସମ୍ବନ୍ଧରେ ଛାତ୍ର ଛାତ୍ରୀଙ୍କୁ ସଂକ୍ଷିପ୍ତ ବିବରଣୀ ପ୍ରଦାନ କରିଥିଲେ ।  ତତ୍ ସହିତ ଆଲୋଚନା ଚକ୍ର ର କାର୍ଯ୍ୟ ଭାର କୁ ଓଡ଼ିଆ ବିଭାଗର ଅଧ୍ୟାପକ ଶ୍ରୀଯୁକ୍ତ ଭଗବାନ ପୃଷ୍ଟି ସୁଚାରୁରୂପେ ଆଗକୁ ଆଗେଇନେଇଥିଲେ ।ଏହି ଆଲୋଚନାଚକ୍ର ରେ ମୁଖ୍ୟ ଅତିଥି ଭାବରେ ନୟାଗଡ ଜିଲ୍ଲା  ଡି.ଏଲ୍.ସି ପ୍ରତାପ କୁମାର ମହାନ୍ତି , ସମ୍ମାନିତ ଅତିଥି ଭାବେ ଶିରିସ ରଞ୍ଜନ ସାହୁ (ଦଶପଲ୍ଲା କେନ୍ଦ୍ର ର ମୁଖ୍ୟ) , ଶ୍ରୀଯୁକ୍ତ ଧିରେନ୍ କୁମାର୍ ପଟ୍ଟନାୟକ (ନୟାଗଡ଼ କେନ୍ଦ୍ର ର ମୁଖ୍ୟ) ,  ବିଜୟଲକ୍ଷ୍ମୀ ରାଉତ ( ଗଣିଆ କେନ୍ଦ୍ରର ମୁଖ୍ୟ) ଯୋଗ ଦେଇଥିଲେ । ମୁଖ୍ୟ ଅତିଥି ଛାତ୍ରଛାତ୍ରୀ ଙ୍କୁ ବର୍ତ୍ତମାନ ଯୁଗ ରେ କମ୍ପ୍ୟୁଟର ଶିକ୍ଷା  ଓ ପ୍ରଯୁକ୍ତି ବିଦ୍ୟା ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଆବଶ୍ୟକ।  ସୂଚନା ପ୍ରଯୁକ୍ତି ବିଦ୍ୟା ଯେଉଁଭଳି ଭାବରେ ତାର କାୟା ବିସ୍ତାର କରିଛି ପ୍ରତ୍ୟେକ ସରକାରୀ ଚାକିରୀ ଠାରୁ ଆରମ୍ଭ କରି  ପ୍ରାଇଭେଟ୍ କମ୍ପାନୀରେ କାମ କରିବାକୁ ହେଲେ କୌଣସି ସ୍ଵୀକୃତି ପାଇଥିବା ସଂସ୍ଥାରୁ  ସାର୍ଟିଫିକେଟ ର ଆବଶ୍ୟକ ରହିଛି ବୋଲି ସୂଚନା ଦେଇଥିଲେ । ବିଭିନ୍ନ ଗଳ୍ପ ମାଧ୍ୟମରେ ଅତି ସୁନ୍ଦର୍ ଭାବରେ ସମ୍ମାନିତ ଅତିଥି ଶ୍ରୀଯୁକ୍ତ ମହାନ୍ତି ପିଲାମାନଙ୍କୁ କମ୍ପ୍ୟୁଟର ଶିକ୍ଷାର ଉପାଦେୟତା ଉପରେ ବୁଝାଇଥିଲେ । ମହାବିଦ୍ୟାଳୟର ଅର୍ଥଶାସ୍ତ୍ର ବିଭାଗର ଅଧ୍ୟାପକ ଶ୍ରୀ ରାକେଶ କୁମାର ବରାଡ  ସଭାର ଶାନ୍ତିଶୃଙ୍ଖଳା ବଜାୟ ରଖିବାରେ ସହଯୋଗ କରିଥିଲେ। ପରିଶେଷରେ ଶ୍ରୀଯୁକ୍ତ ପଟ୍ଟନାୟକ ଛାତ୍ରଛାତ୍ରୀଙ୍କୁ ଆଜିକାଲିର ଠକ ସଂସ୍ଥା ଠୁ ଦୂରେଇ ରହି ସଠିକ୍ କେନ୍ଦ୍ରର ରେ କମ୍ପୁଟର ଅଧ୍ୟୟନ ନିମନ୍ତେ ସୂଚିତ କରିଥଲେ। ଏବଂ ତାଙ୍କ ବକ୍ତବ୍ୟ ରେ  OKCL ର OS-CIT, OS-CIT A, OS-CIT A+ , Tally  ଏକ ଅନ୍ତଃରାଷ୍ଟ୍ରୀୟ ମାନର ପାଠ୍ୟକ୍ରମ ଯାହାକି ଓଡ଼ିଶା ସରକର ଙ୍କ ଦ୍ଵାରା ସ୍ୱୀକୃତି ପ୍ରାପ୍ତ ସଂସ୍ଥା  ଏବଂ ଏହା  ଛାତ୍ରଛାତ୍ରୀଙ୍କ ନିମନ୍ତେ ଉନ୍ନତ ଭବିଷ୍ୟତରେ କାର୍ଯ୍ୟକାରୀ ହେବ  କହିଥିଲେ । ପରିଶେଷରେ ଗଣିଆ କେନ୍ଦ୍ରର ମୁଖ୍ୟ ବିଜୟଲକ୍ଷ୍ମୀ ରାଉତ ଛାତ୍ରଛାତ୍ରୀଙ୍କ ଉତ୍ସାହ ନିମନ୍ତେ ଆକର୍ଷଣୀୟ ଅଫର୍  ପ୍ରଦାନ କରିବା ସହ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ଗଣିଆ ରୁ ବିଜୟ ଲକ୍ଷ୍ମୀ ରାଉତ ଙ୍କ ରିପୋର୍ଟ ପ୍ରେରଣା ନିଉଜ୍।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like