-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଛାତ୍ରଛାତ୍ରୀ ମାନଙ୍କୁ ପାଠ୍ୟସାମଗ୍ରୀ ବଣ୍ଟନ କଲେ ନୀଳାମ୍ବର

05-Oct-2024



ବୀରମହାରାଜପୁର,(ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରର ଛାତ୍ର ସମାଜ ସେବୀ ନୀଳାମ୍ବର ଦାଶ ଙ୍କ ଦ୍ଵାରା ବିଦ୍ୟାଳୟ ରେ ପଢୁଥିବା ଛୋଟ ଛୋଟ ଛାତ୍ର ଛାତ୍ରୀ ମାନଙ୍କୁ ପାଠ୍ୟସାମଗ୍ରୀ ବଣ୍ଟନ କରିଥିବା ଜଣାଯାଇଛି । ଦିଲ୍ଲୀ ରେ ପଢୁଥିବା ନୀଳାମ୍ବର  ଯେତେବେଳେ ବି ଅବକାଶ ରେ ଘରକୁ ଆସନ୍ତି କିଛି ନା କିଛି ସମାଜ ପାଇଁ କାମ କରିବାକୁ ଚେଷ୍ଟା କରନ୍ତି । ଶନିବାର ବୀରମହାରାଜପୁର ଅନ୍ତର୍ଗତ ଦେଉଳି ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟର ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ପାଠ୍ୟ ସାମଗ୍ରୀ ବଣ୍ଟନ ସହିତ ପିଲାମାନଙ୍କୁ ଶୁଖିଲା ଖାଦ୍ୟ  ବଣ୍ଟନ କରିଥିଲେ । ଗତ ଥର ମଧ୍ୟ ବୃକ୍ଷ ରୋପଣ କରି ସମାଜ କୁ ଏକ ସୁନ୍ଦର ଦୃଷ୍ଟିକୋଣ ଦେଇ ଚର୍ଚ୍ଚା ରେ ରହିଥିଲେ । ଯାହା ଫଳରେ ସେ କିଛି ଦିନ ଆଗରୁ  ଦିଲ୍ଲୀ ରେ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ ହୋଇଥିଲେ । ଏହି ସବୁ କାମ ପାଇଁ ସେ ତାଙ୍କ ଅଞ୍ଚଳ ର ଲୋକ ମାନଙ୍କୁ ସମସ୍ତ ଶ୍ରେୟ ଦେଇଛନ୍ତି। ତାଙ୍କୁ ଏହି କାର୍ଯ୍ୟକ୍ରମ ରେ ବିଶେଷ ରୂପ ସହଯୋଗ କରିଥିବା ଯୁବ ସମାଜସେବୀ ସୁଧାଂଶୁ କର୍ଣ୍ଣ , ଗ୍ରାମ ର ୱର୍ଡମେମ୍ବର ଭକ୍ତବନ୍ଧୁ ବୁଡେକ, ରଞ୍ଜିତ କର୍ମୀ  ତଥା ମନ୍ଦିର ପୂଜକ ପିଣ୍ଟୁ ଶତପଥୀ ଗ୍ରାମର ମାନସ ମିଶ୍ର , ସିତୁନ ଦାଶ , ଗୋପାଳ ଦାଶ ଙ୍କୁ ବହୁତ  ଧନ୍ୟବାଦ ଦେଇଛନ୍ତି ଯେଉଁ ମାନେ କି ପ୍ରତ୍ୟେକ କାର୍ଯ୍ୟ ରେ ସବୁବେଳେ ସାହାଯ୍ୟ କରନ୍ତି । ଉକ୍ତ କାର୍ଯ୍ୟକ୍ରମ ସମୟ ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷିକା ରଶ୍ମିତା ଦାଶ ଏବଂ ଶିକ୍ଷକ ସୁଶିଲ ପୁରୋହିତ ମଧ୍ୟ ଉପସ୍ଥିତ ରହି ଛାତ୍ର  ଛାତ୍ରୀ ମାନଙ୍କୁ ପ୍ରେରଣା ଦେଇଥିଲେ । ଏବଂ ଶେଷରେ ନୀଳାମ୍ବର ସମସ୍ତଙ୍କୁ ଧନ୍ୟବାଦ ଦେଇ ଆଗକୁ ଛାତ୍ର ଛାତ୍ରୀ ମାନଙ୍କୁ ବ୍ୟାଗ୍ ଆଉ ପାନିବୋଟଲ ଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like