-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

କଳିଙ୍ଗ ଷ୍ଟାଡିୟମ୍ ଠାରେ ଉଦଯାପିତ ହେଲା ୨ୟ ଅନ୍ତଃ ଜିଲ୍ଲା ଲନ୍ ବଲ୍  ପ୍ରତିଯୋଗିତା, ବଲାଙ୍ଗୀର ଜେ ଏସ୍. ଏମ୍ କଲେଜର ୩ଛାତ୍ରଙ୍କ ଯୋଗଦାନ

05-Oct-2024



ବଲାଙ୍ଗୀର(ପ୍ରେରଣା ଖବର): କଳିଙ୍ଗ ଷ୍ଟାଡିୟମ୍ ଠାରେ ଉଦଯାପିତ ହେଲା ୨ୟ ଅନ୍ତଃ ଜିଲ୍ଲା ଲନ୍ ବଲ୍  ପ୍ରତିଯୋଗିତା । ଜେଏସଏମ ଆର୍ଟସ୍, ସାଇନ୍ସ ଏଣ୍ଡ କମର୍ସ କଲେଜ  ଏହି କଲେଜର ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ,୧୨ ଟି ଜିଲ୍ଲାର ଚାମ୍ପିଅନସିପରେ  ମୋଟ ୧୯୨ ଛାତ୍ରଛାତ୍ରୀ ଖେଳରେ ଅଂଶଗ୍ରହଣ କରିଥିଲେ l ଜେଏସ୍ଏମ୍ ବଲାଙ୍ଗୀର ଅବଶିଷ୍ଟ ଗୋଟିଏ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ବଲାଙ୍ଗୀର କ୍ଲବ ତରଫରୁ ଜେଏସଏମ  କଲେଜର ତିନୋଟି ଛାତ୍ରୀ ଅଂଶଗ୍ରହଣ କରିଥିଲେ l ବଲାଙ୍ଗୀର ପହଂଚିବା ପରେ ସିଏ. ଶ୍ରୀକାନ୍ତ ଶର୍ମା, (କଲେଜ ଚେୟାରମ୍ୟାନ), ଡ଼.ମନସ୍ମିତା ମିଶ୍ର,(ପ୍ରିନସିପାଲ), ମନୋରଞ୍ଜନ ସାହୁ(ମୁଖ୍ୟ ଉପଦେଷ୍ଠା), ନିରୋଜ ମିଶ୍ର, (କ୍ରୀଡା ଶିକ୍ଷକ) ଏବଂ ସୌମ୍ୟ ଭୋଇ(ଇଂରାଜୀ ଅଧ୍ୟାପକ) ସ୍ୱାଗତ କରିଥିଲେ l ଅନ୍ୟ ଅଧ୍ୟାପକ ଓ ଅଧ୍ୟାପିକା ଏବଂ ଅନ୍ୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଖୁସି ର ଲହରୀ ଖେଳି ଯାଇଛି  ଜେଏସଏମ  କଲେଜର ଛାତ୍ରୀ ଶ୍ଵେତା ଠେଲା ସ୍ଵର୍ଣ ପଦକ ହାସଲ କରିଛନ୍ତି ଏବଂ ଛାତ୍ର ମାନଙ୍କ ମଧ୍ୟରେ ଏମ ଡ଼ି ସାହିଲ ଓ ଅଜୟ କୁମାର ସାହୁ କାନ୍ସ୍ୟ ପଦକ ହାସଲ କରିଛନ୍ତି l ବଲାଙ୍ଗୀର କ୍ଲବ ତରଫ ରୁ ଅଂଶ ଗ୍ରହଣ କରିଥିବା   ଜେଏସଏମ ର ତିନୋଟି ଛାତ୍ରୀ ସନ୍ଧ୍ୟା ଶର୍ମା, ତବୁ ଛତ୍ରିଆ ଏବଂ ବବି ପାତ୍ର ମଧ୍ୟ କାନ୍ସ୍ୟ ପଦକ ହାସଲ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like