-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ଠାରେ ୧୧ତମ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ଖେଳ ଓ ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ

05-Oct-2024



ନବରଙ୍ଗପୁର:- (ମିହିର ଶଙ୍କର ପାତ୍ର)
ଡାବୁଗାଁ ବ୍ଲକ ସଦରମହକୁମାସ୍ଥିତ ସରକାରୀ ନୂତନ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ୧୧ ତମ ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖେଳ ଓ ଦୌଡକୁଦ ପ୍ରତିଯୋଗୀତା  ୨୦୨୪-୨୫ ଅନୁଷ୍ଠିତ ହୋଇଯାଇଛି
ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ଲୋକପ୍ରିୟ ବିଧାୟକ ମନୋହର ରନ୍ଧାରୀ ଯୋଗଦେଇ ପ୍ରତିଯୋଗୀତାକୁ 
ଉଦଘାଟନ କରିଥିଲେ | ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠିତ ସଭାରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡଃ ରେଶମଲାଲ ନାୟକଙ୍କ ଅଧ୍ୟକ୍ଷତାରେ ସମ୍ମାନୀତ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ଡାବୁଗାଁ ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ଜିଲ୍ଲାପରିଷଦ ସଭ୍ୟ ଧନସିଂ ଭତ୍ରା, ବିଧାୟକ ପ୍ରତିନିଧି ଏମ୍. ବୁଲୁ ରାଓ, ସମାଜସେବୀ ଏମ୍. ଆପା ରାଓ, ଡାବୁଗାଁ ସରକାରୀ ନୂତନ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ପ୍ରଭାସ ଚନ୍ଦ୍ର ରାୟ ଓ ଡାବୁଗାଁ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଭଗବାନ ମାଝୀ ପ୍ରମୁଖ ମଞ୍ଚାସୀନ ଥିଲେ |
ଏହି ପ୍ରତିଯୋଗୀତାରେ  ୧୪ ଏବଂ ୧୭ ବର୍ଷରୁ କମ ବାଳକ ବାଳିକା ବିଭାଗରେ ପ୍ରଥମ ଦିନରେ ଲମ୍ବ ଡିଆଁ, ଉଚ୍ଚ ଡିଆଁ, ୧୦୦ ମିଟର ଦୌଡ, ସଟଫୁଟ ଓ ଭଲିବଲ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା | ରବିବାର ଏହି ପ୍ରତିଯୋଗୀତା ଉଦଯାପାନ ହେବ | ଏଥିରେ ଖେଳ ଶିକ୍ଷକମାନଙ୍କ ସହ,ଡାବୁଗାଁ ବ୍ଲକର ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ/ସଂଯୋଜିକା ଓ ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ | ଏଥିରେ ଜିଲ୍ଲାର ୧୦ ବ୍ଲକରୁ ୪୦୦ ଜଣ ଛାତ୍ର ଛାତ୍ରୀ ମାନେ ଯୋଗଦାନ  କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like