-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ନିଖିଳ ଓଡିଶା ଆଶା କର୍ମୀ ସଂଘ ରାଜ୍ୟସ୍ତରୀୟ ସମ୍ମିଳନୀ ପ୍ରସ୍ତୁତି ପାଇଁ ବଲାଙ୍ଗିର ଜିଲ୍ଲା କମିଟିର ବୈଠକ

05-Oct-2024



ବଲାଙ୍ଗିର(ପ୍ରେରଣା ଖବର): ଏଆଇଟିୟୁସି ସହବନ୍ଧିତ ନିଖିଳ ଓଡିଶା ଆଶା କର୍ମୀ ସଂଘର ବଲାଙ୍ଗିର ଜିଲ୍ଲା କମିଟି ବୈଠକ ସ୍ଥାନୀୟ ଗୋୟଲ ଧର୍ମଶାଳା ଠାରେ ଜିଲ୍ଲା ସଭାପତି ତୀର୍ଥ ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇ ସଂଘର ଚତୁର୍ଥ ରାଜ୍ୟ ସମ୍ମିଳନୀ ବଲାଙ୍ଗିର ଠାରେ ଆସନ୍ତା ଜାନୁୟାରୀ ୧୧ ଓ ୧୨ ତାରିଖ ଦୁଇ ଦିନ ଧରି ସଂଗଠିତ କରିବା ପାଇଁ ବ୍ୟାପିକ ପ୍ରସ୍ତୁତି କରାଯାଇଛି ।

ଜିଲ୍ଲା ସଂପାଦିକା ଓମି ଗୁପ୍ତା ପ୍ରାରମ୍ଭିକ ସୂଚନା ଦେଇ ଜିଲ୍ଲା ର ସମସ୍ତ ୧୪ ଗୋଟି ବ୍ଲକ ଓ ୪ଟି ସହରାଂଚଳ କମିଟିର କର୍ମକର୍ତ୍ତା ଏବଂ ଉପସ୍ଥିତ ଥିବା ସମସ୍ତ ସଦସ୍ୟ / ସଦସ୍ୟାଙ୍କୁ ସମ୍ମିଳନୀରେ ସହଯୋଗ କରିବା ପାଇଁ ଆହ୍ୱାନ ଦେଇଥିଲେ । ସଂଘର ରାଜ୍ୟ ସଭାପତି ବିଜୟ ଜେନା ବକ୍ତବ୍ୟ ଦେଇ ଆଶା କର୍ମୀ ସଂଘ ଗଠନ ଠାରୁ ଏପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ଆଶା କର୍ମୀଙ୍କ ଯୋଗଦାନକୁ ଅଭିନନ୍ଦନ ଜଣାଇବା ସହ ଆଗାମୀ ସମ୍ମିଳନୀକୁ ସଫଳ କରିବା ପାଇଁ ଆହ୍ୱାନ ଦେଇଥିଲେ । ରାଜ୍ୟ ସାଧାରଣ ସଂପାଦିକା ନମିତା ସାହୁ ତାଙ୍କ ବକ୍ତବ୍ୟରେ ଆଶା କର୍ମୀଙ୍କୁ ୱାର୍କର ମାନ୍ୟତା, ସର୍ବନିମ୍ନ ଭତ୍ତା ଓ ସାମାଜିକ ନିରପତ୍ତା ଉପରେ ସମ୍ମିଳନୀରେ ଆଲୋଚନା କରି ବ୍ୟାପକ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବା ପାଇଁ ଆହ୍ୱାନ ଦେଇଥିଲେ । ତତ୍ ସହିତ ବଲାଙ୍ଗିର ସହରାଂଚଳ ଆଶା କର୍ମୀଙ୍କୁ ବେସରକାରୀ ସଂସ୍ଥା ଦ୍ୱାରା ପରିଚାଳନା ପ୍ରଥାକୁ ପ୍ରତ୍ୟାହାର କରି ବିଭାଗ ଦ୍ୱାରା ପରିଚାଳନା କରିବା ପାଇଁ ଦାବୀ କରାଯାଇଥିଲା । ଦୁଇ ଦିନ ଧରି ହେବାକୁ ଥିବା ସମ୍ମିଳନୀରେ ପ୍ରଥମ ଦିନରେ ବିରାଟ ସଭାଯାତ୍ରା ସହ ଉଦ୍‌ଘାଟନି ସମରୋହ ଅନୁଷ୍ଠିତ ହେବ । ଉକ୍ତ ସମାରୋହରେ ବିଭାଗୀୟ ମନ୍ତ୍ରୀ, ଉପମୁଖମନ୍ତ୍ରୀ, ବିଧାୟକ ଓ ଅନ୍ୟାନ୍ୟ ଅଧିକାରୀ ସହ ଏଆଇଟିୟୁସି ର କେନ୍ଦ୍ର, ରାଜ୍ୟ ନେତୃମଣ୍ଡଳି ଓ ସର୍ବ ଭାରତିୟ ଆଶା ଫେଡେରେସନର କର୍ମକର୍ତ୍ତା ଯୋଗ ଦେବା ପାଇଁ ସ୍ଥିରକୃତ ହୋଇଛି । ୩୦ଟି ଜିଲ୍ଲାରୁ ୫୦୦ରୁ ଉର୍ଦ୍ଧ୍ୱ ପ୍ରତିଯୋଗ ଦେବା ପାଇଁ ସ୍ଥିର ହୋଇଛି । ଏହି ବୈଠକରେ ସରସ୍ୱତି ଶର୍ମା, ଉଜୁଲି ମେହେର, ମାଧବୀ ବେହେରା, ଜୁଲି କେନେଡି, ବୃନ୍ଦାବତି ସରାଫ, ପ୍ରଭାସିନି ରାଏ, ମଦନା ନାଏକ, ଲଳିତ ବାଗ, ମଳୟ ବିଶ୍ୱାଲ, ସଂଗୀତା

ହରପାଲ, ମିନାକ୍ଷି ଜେନା, ମମତା ବାଗ, ପ୍ରେମଲତା ନାଗ, ସରୋଜିନୀ ରଣା, ବିଷ୍ଣୁପ୍ରୀୟା ନାଏକ, ମୈଥିଲି ମଲ୍ଲିକ, ସଫିରା ବାରିକ, ପୁଷ୍ପାଞ୍ଜଳି ବେହେରା, ସତ୍ୟବତି ବଗର୍ତ୍ତି, ମୁକ୍ତା ଠାକୁର, ସୌଦାମିନୀ ଅଦବରିଆ, ସବିତା ସେଠ, ଦେବାଙ୍ଗିନୀ ତରିଆ, ଅଯୋଧ୍ୟା ବରିହା, ଇଲାବତି ପଟେଲ, ସୁକାନ୍ତୀ ଭୁଏ, ହରିପ୍ରୀୟା କୁମ୍ଭାର, ମୁକ୍ତା ଉଦୁରକୁଲିଆ, କଲ୍ୟାଣି ସାହୁ, ତପିସା ନାଗ, ରଜନୀଗନ୍ଧା କୁଦେଇ, ଗୀତାଞ୍ଜଳି ଦାଶ, ବେବିତା ସେଠ, ଶାଶ୍ୱତା ଦାଶ, ସଂଜୁ ବାଗ, ଦମୟନ୍ତି ମହାନନ୍ଦ, ସାଏବୁ ନନ୍ଦ, ଦିଲିପ ଭୋଇ, ପ୍ରବିର କମ୍ପ, ଦୁର୍ଯୋଧନ ବିଶ୍ୱାଲ, ଝସକେତନ ଦିପ, କନ୍ଧର୍ପ ଦିପ, ମହେନ୍ଦ୍ର ରଣା ପ୍ରମୁଖ ବକ୍ତବ୍ୟ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like