-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||     

HOME   ରାଜନୀତି

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

05-Oct-2024



ପୁରୀ(ପ୍ରେରଣା ଖବର): ଚଳିତ ବର୍ଷ ହବିଷ୍ୟାଳୀ ବ୍ରତ ବା ରାଈଦାମୋଦର ବ୍ରତ ପାଇଁ ଚଳିତ ମାସ ୬ ତାରିଖରୁ ଅନଲାଇନ edistrict.odisha.gov.in ମାଧ୍ୟମରେ ପଞ୍ଜିକରଣ ଆରମ୍ଭ ହେବ।ଏହା ଅକ୍ଟୋବର ୧୧ତାରିଖ ଅଥବା ଧାର୍ଯ୍ୟ ଲକ୍ଷ୍ୟ ପୂରଣ ପର୍ଯ୍ୟନ୍ତ ଜାରି ରହିବ ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସୂଚନା ଦେଇଛନ୍ତି।ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଙ୍କ ଆବାସିକ କାର୍ଯ୍ୟାଳୟ ଠାରେ ଚଳିତ ବର୍ଷ ର ହବିଷ୍ୟାଳୀ ବ୍ରତ ସମ୍ପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇ ଜିଲ୍ଲାପାଳ ଶ୍ରୀ ସ୍ୱାଇଁ ଅକ୍ଟୋବର ୧୮ ରୁ ହବିଷ୍ୟାଳୀ ବ୍ରତ ଆରମ୍ଭ ହେଉଥିବାରୁ ସମସ୍ତ ପ୍ରସ୍ତୁତି କୁ ଚୁଡାନ୍ତ କରିବାକୁ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କହିଥିଲେ।ରାଜ୍ୟ ସରକାର ଚଳିତ ବର୍ଷ ର ହବିଷ୍ୟାଳୀ ବ୍ରତ ପାଇଁ ଅନୁମତି ଦେବା ସହ ଆନୁସଙ୍ଗିକ ଅର୍ଥ ମଧ୍ୟ ମଞ୍ଜୁର କରିଛନ୍ତି।ଚଳିତ ବର୍ଷ ବୃନ୍ଦାବତୀ ନିବାସ, ବାଗେଲା,ଅକ୍ଷୟ ପାତ୍ର ଓ ମୋଚି ସାହି କଲ୍ୟାଣ ମଣ୍ଡପରେ ହବିଷ୍ୟାଳୀ ମା ମାନଙ୍କୁ ରଖାଯିବ।ସେମାନଙ୍କ ରହଣି ସହ ପ୍ରାତଃ ରୁ ବୃନ୍ଦାବତୀ ପୂଜା, ମନ୍ଦିର ଦର୍ଶନ, ମହାପ୍ରସାଦ ସେବନ ,ଭଜନ କୀର୍ତ୍ତନ ଇତ୍ୟାଦିର  ବ୍ୟବସ୍ଥା କରାଯାଇଛି।ଆବେଦନକାରୀ ଶାରୀରିକ ଓ ମାନସିକ ଭାବେ ସୁସ୍ଥ ହୋଇ ଥିବେ।ବିଧବା ବ୍ରତ ଧାରିଣୀଙ୍କୁ ଓ ନୂତନ ଆବେଦନକାରୀ ଙ୍କୁ ପ୍ରାଧାନ୍ୟ ଦିଆଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026

You Might Also Like