-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||     

HOME   ଜିଲ୍ଲା

 ଭୁବନେଶ୍ବରରେ ଗ୍ୟାସ ଲିକକୁ ନେଇ ହଇଚଇ, ୨ ଘଣ୍ଟା ପରେ ସ୍ଥିତି ନିୟନ୍ତ୍ରଣ

06-Oct-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳ): ଭୁବନେଶ୍ବରର ଏକ କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍ ଲିକକୁ ନେଇ ହଲଚଲ୍ । ଚନ୍ଦକା ଶିଳ୍ପାଞ୍ଚଳରେ କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍ ଲିକ୍ ହୋଇଥିବା ସୂଚନା ମିଳିଛି । ଗ୍ୟାସ ଲିକ୍ ହୋଇଥିବା ଫ୍ୟାକ୍ଟ୍ରିର ନାଁ ହେଉଛି ଶିଭମ୍ କେମିକାଲ୍ସ । ଏଠାରୁ କ୍ଲୋରିନ୍ ଗ୍ୟାସ୍ ଲିକ୍ ହୋଇଥିବା କୁହାଯାଉଛି । ଏହି ଗ୍ୟାସକୁ ଆୟତ୍ତ କରିବାକୁ ୩ଟି ଅଗ୍ନିଶମ ଟିମ୍ ଉଦ୍ୟମ କରିଛନ୍ତି । ମାସ୍କ ପିନ୍ଧି ଆଧୁନିକ ଉପକରଣ ସହ ଅଗ୍ନିଶମ ଟିମ୍ ପ୍ରୟାସ ଚଳାଇଥିଲେ। ତେବେ ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣ ଥିବା ସୂଚନା

ଭୁବନେଶ୍ବରରେ ଗ୍ୟାସ ଲିକକୁ ନେଇ ହଇଚଇ, ୨ ଘଣ୍ଟା ପରେ ସ୍ଥିତି ନିୟନ୍ତ୍ରଣ ଗ୍ୟାସ ଲିକକୁ ଦେଖି ସଂପୃକ୍ତ ଅଞ୍ଚଳରେ ରାସ୍ତାଘାଟକୁ ବନ୍ଦ କରିଛି ପୋଲିସ । ବିଶେଷ କରି ପଟିଆରୁ ଇନଫୋସିଟି ରାସ୍ତାକୁ ପୋଲିସ ବନ୍ଦ କରିଥିବା ସୂଚନା ମିଳିଛି|
ଭୁବନେଶ୍ବରର ଏକ କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍ ଲିକକୁ ନେଇ ହଲଚଲ୍ । ଚନ୍ଦକା ଶିଳ୍ପାଞ୍ଚଳରେ କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍ ଲିକ୍ ହୋଇଥିବା ସୂଚନା ମିଳିଛି । ଗ୍ୟାସ ଲିକ୍ ହୋଇଥିବା ଫ୍ୟାକ୍ଟ୍ରିର ନାଁ ହେଉଛି ଶିଭମ୍ କେମିକାଲ୍ସ । ଏଠାରୁ କ୍ଲୋରିନ୍ ଗ୍ୟାସ୍ ଲିକ୍ ହୋଇଥିବା କୁହାଯାଉଛି । ଏହି ଗ୍ୟାସକୁ ଆୟତ୍ତ କରିବାକୁ ୩ଟି ଅଗ୍ନିଶମ ଟିମ୍ ଉଦ୍ୟମ କରିଛନ୍ତି । ମାସ୍କ ପିନ୍ଧି ଆଧୁନିକ ଉପକରଣ ସହ ଅଗ୍ନିଶମ ଟିମ୍ ପ୍ରୟାସ ଚଳାଇଥିଲେ। ତେବେ ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣ ଥିବା ସୂଚନା ମିଳିଛି ।
 ଗ୍ୟାସ ଲିକକୁ ଦେଖି ସଂପୃକ୍ତ ଅଞ୍ଚଳରେ ରାସ୍ତାଘାଟକୁ ବନ୍ଦ କରିଛି ପୋଲିସ । ବିଶେଷ କରି ପଟିଆରୁ ଇନଫୋସିଟି ରାସ୍ତାକୁ ପୋଲିସ ବନ୍ଦ କରିଥିବା ସୂଚନା ମିଳିଛି। ତେବେ କେଉଁ ପରିସ୍ଥିତିରେ ଏବଂ କାହିଁକି ଗ୍ୟାସ୍ ଲିକ୍ ହୋଇଛି, ସେନେଇ ସଂପୃକ୍ତ ଫ୍ୟାକ୍ଟ୍ରି ପକ୍ଷରୁ ଏଯାଏଁ କୌଣସି ପ୍ରତିକ୍ରିୟା ମିଳିପାରିନି ।ତେବେ ଅଗ୍ନିଶମ ଡିଜିଙ୍କ ସୂଚନା ଅନୁଯାୟୀ, ଏହା ଏକ ପରିତ୍ୟକ୍ତ ଗ୍ୟାସ୍ ଫ୍ୟାକ୍ଟ୍ରି । ଗ୍ୟାସ୍ ଲିକ୍ ହେଉଥିବା ବ୍ଲିଚ୍ ଭର୍ତ୍ତି ସିଲିଣ୍ଡରକୁ ଚିହ୍ନଟ କରାଯାଇଛି । ତାକୁ ବାହାର କରି ଲିକ୍ ହେଉଥିବା ଗ୍ୟାସକୁ ନିୟନ୍ତ୍ରଣ ପାଇଁ ଉଦ୍ୟମ ଜାରି ରହିଛି । ତେବେ ମଣିଷ ପାଇଁ ସେଭଳି କୌଣସି ବିପଦ ନାହିଁ ବୋଲି କହିଛନ୍ତି ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026

You Might Also Like