-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

ବୁଢ଼ୀପଦର ସ୍ଥିତ ନବ ନିର୍ମିତ ପାର୍କ ର ଶୁଭ ଉଦଘାଟନ କଲେ କ୍ୟାବିନେଟ ମନ୍ତ୍ରୀ

06-Oct-2024



ଲୋଇସିଂହା, (ବିନୋଦ ଦୀପ) ଆଜି ଲୋଇସିଂହା ବ୍ଲକ ବୁଢ଼ୀପଦର ପଂଚାୟତ ଅନ୍ତର୍ଗତ ଶିବଶକ୍ତି ପାର୍କ, ନେଗୀପାଲି ର ଶୁଭ ଉଦଘାଟନ ହୋଇଯାଇଛି l ଏହି ଉଦ୍ଘାଟନୀ ଉତ୍ସବ ରେ ମୁଖ୍ୟଅତିଥି ଭାବେ କ୍ୟାବିନେଟ ମନ୍ତ୍ରୀ ପଂଚାୟତିରାଜ ବିଭାଗ ରବିନାରାୟଣ ନାୟକ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ, ବଲାଙ୍ଗୀର ସାଂସଦ ଶ୍ରୀମତୀ ସଂଗୀତା କୁମାରୀ ସିଂଦେଓ, ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଯୋଗ ଦେଇଥିଲେ l

କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଶ୍ରୀ ନାୟକ ପାର୍କ ର ଆହୁରି ଉନ୍ନତି କାମନା କରିବା ସହ ଆଗାମୀ ଦିନରେ ବିଜେପି ସରକାର ମୁଖ୍ୟତଃ ପଶ୍ଚିମାଞ୍ଚଲ ର ଯେଉଁ ଦାଦନ ସମସ୍ୟା ସହିତ ବିକାଶ ର ଅଭାବ ରହିଛି ତାହାକୁ ଦୂର କରିବା ପାଇଁ ଆହ୍ୱାନ ଦେଇଥିଲେ l ଏହାସହ ଲୋଇସିଂହା ବିଡ଼ିଓ ଅକ୍ଷୟପାଣି ଉଦ୍ଦୁ, ଜିପିଓ କିଶୋରଚନ୍ଦ୍ର ମାନସିଂହ, ବ୍ଲକ ସହକାରୀ ଯନ୍ତ୍ରୀ ସିଦ୍ଧlର୍ଥ ପାଢ଼ୀ ସହ ଅନ୍ୟାନ୍ୟ ଯନ୍ତ୍ରୀ, ପିଇଓ ପ୍ରହଲ୍ଲାଦ ବେହେରା, ବୁଢ଼ୀପଦର ସରପଞ୍ଚ ଶ୍ରୀମତୀ ଲକ୍ଷ୍ମୀ ପଧାନ, ସମାଜସେବୀ ଯୁଧିଷ୍ଠିର ପଧାନ, ସୀତାରାମ ପଧାନ ସହ ଅନ୍ୟାନ୍ୟ ମାନେ ଉପସ୍ଥିତ ରହି କାର୍ଯ୍ୟ ପରିଚାଳନା ସହିତ ସଫଳ କରିଥିବା ବେଳେ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ବିଡ଼ିଓ ଶ୍ରୀ ଅକ୍ଷୟ ପାଣି ଉଦ୍ଦୁ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like