-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ନୃତ୍ୟାଞ୍ଜଳୀ ଅନୁଷ୍ଠାନ ନୂଆଦିଲ୍ଲୀ ପକ୍ଷରୁ ନୃତ୍ୟାଙ୍ଗନା ଓଡ଼ିଶୀ ନୃତ୍ୟ ଉତ୍ସବ ଅନୁଷ୍ଠିତ

06-Oct-2024



ନୂଆଦିଲ୍ଲୀ/ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ଗତ ଶନିବାର ଦିନ ନୃତ୍ୟାଞ୍ଜଳୀ ନୃତ୍ୟ ଅନୁଷ୍ଠାନ, ନୂଆଦିଲ୍ଲୀ ପକ୍ଷରୁ ଲଜପଥ ଭବନ  ଓଡିଟୋରିୟମ ଠାରେ  ନୃତ୍ୟାଙ୍ଗନା ଓଡ଼ିଶୀ ନୃତ୍ୟ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ସାଂସ୍କୃତିକ ସଂଧ୍ୟାରେ ନୃତ୍ୟାଞ୍ଜଳୀ, ନୂଆଦିଲ୍ଲୀ ଅନୁଷ୍ଠାନର ନୃତ୍ୟ ଶିଳ୍ପୀ ମାନଙ୍କ ଦ୍ବାରା ମୁଖାରୀ ପଲ୍ଲବୀ, ମନ୍ଦିରା ନୃତ୍ୟ ଅନୁଷ୍ଠାନ ଭଦ୍ରକ, ଓଡ଼ିଶା ର ଗୁରୁ ଶ୍ରୀମତୀ ଶ୍ୱେତପଦ୍ମା ଦାସ ବେହେରା ଓ ତାଙ୍କ ଅନୁଷ୍ଠାନର ନୃତ୍ୟ ଶିଳ୍ପୀ ମାନଙ୍କ ଦ୍ବାରା ଦେବୀ ବନ୍ଦନା ଓ ସଜକୁଞ୍ଜ ନୟନା ଦଳ ନୃତ୍ୟ ପରିବେଷଣ କରିଥିଲେ। ନାଟ ସୁତ୍ର ଅନୁଷ୍ଠାନ କଟକ, ଓଡ଼ିଶା ର ଗୁରୁ ଶ୍ରୀମତୀ ସୁଜ୍ଞାନୀ ମହାପାତ୍ରଙ୍କ ଦ୍ୱାରା ଶିବ ସ୍ତୋତ୍ରମ୍ ଅଭିନୟ ଏବଂ ତାଙ୍କ ଅନୁଷ୍ଠାନର ନୃତ୍ୟ ଶିଳ୍ପୀ ମାନଙ୍କ ଦ୍ବାରା ମେଘ୍ ପଲ୍ଲବୀ,ଗୁରୁ ରୁବି ହାତୀ ଭୁବନେଶ୍ଵର ଓଡ଼ିଶାରୁ ଆସି ଅଷ୍ଟପଦୀ ହରିରିହ ଅଭିନୟ ଓ  ସିଞ୍ଜନୀ ଚଟ୍ଟୋପାଧ୍ୟାୟ ୱେଷ୍ଟ ବେଙ୍ଗଲ ରୁ ଆସି ଆହେ ନୀଳ ଶଇଳ ପରିବେଷଣ କରି ଭବ୍ୟ ମଞ୍ଚକୁ ମୁଖରିତ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶ୍ରୀ ଅମରେନ୍ଦ୍ର ଖଟୁଆ(ଆଇ.ଏଫ.ଏସ), ସମ୍ମାନୀତ ଅତିଥି ଭାବେ ଡ: ସଞ୍ଜିବ ପଟଯୋଶୀ(ଆଇ.ପି.ଏସ), ପ୍ରସିଦ୍ଧ ଓଡିଶୀ ନୃତ୍ୟଶିଳ୍ପୀ ଓ ଗୁରୁ ଶ୍ରୀମତୀ ବାନୀ ମାଧବ, ଆମ୍ବେଦକର ଫାଉଣ୍ଡେସନର ପ୍ରତିଷ୍ଠାତା ଡ: ଦେବେନ୍ଦ୍ର ମାଝୀ ଓ ଶ୍ରୀଯୁକ୍ତ ରାଜେଶ ଶର୍ମା(ସି.ଏ) ଯୋଗଦାନ କରି ନୃତ୍ୟ ଶିଳ୍ପୀ ମାନଙ୍କୁ ଉତ୍ସାହିତ କରିବା ସହ ଉଦବୋଧନ ଦେଇଥିଲେ। ଶେଷରେ ଉପସ୍ଥିତ ସମସ୍ତ ନୃତ୍ୟ ଶିଳ୍ପୀ ମାନଙ୍କୁ ନୃତ୍ୟାଙ୍ଗନା ଆୱାର୍ଡ ସହ ମାନପତ୍ର ଦେଇ ଅତିଥି ମାନ ଦ୍ୱାରା ସମ୍ମାନୀତ କରାଯାଇଥିଲା। ଏହି ନୃତ୍ୟାଙ୍ଗନା ଓଡ଼ିଶୀ ନୃତ୍ୟ ଉତ୍ସବକୁ ନୃତ୍ୟାଞ୍ଜଳୀ ଅନୁଷ୍ଠାନ ନୂଆଦିଲ୍ଲୀର ପ୍ରତିଷ୍ଠାତା ତଥା ଓଡିଶୀ ନୃତ୍ୟର ପ୍ରଚାର ଓ ପ୍ରସାରର ଗୁରୁ ଶ୍ରୀମାନ ସମାରୁ ମେହେର ପରିଚାଳନା କରିଥିବାବେଳେ ଶ୍ରୀମତୀ ସୁଜାତା ମେହେର ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like