-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||     

HOME   ଅପରାଧ

ମାହାଙ୍ଗା ହତ୍ୟା ମାମଲାରେ ୩ ମୁଖ୍ୟ ଅଭିଯୁକ୍ତ ଗିରଫ

05-Jan-2021



ଭୁବନେଶ୍ୱର, (ଶୁଭାଶିିଷ ନାୟକ)-  ବିଜେପି ନେତା ତଥା ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ହତ୍ୟା ଘଟଣାରେ କଟକ ଗ୍ରାମାଞ୍ଚଳ ପୁଲିସ୍ ୩ ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଛି। ପୋଲିସ ସେମାନଙ୍କୁ କୌଣସି ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରୁଥିବା ବେଳେ ଖୁବଶୀଘ୍ର ଏନେଇ ଜିଲ୍ଲା ପୋଲିସ ପକ୍ଷରୁ ସୂଚନା ଦିଆଯିବ।

   ମିଳିଥିବା ସୂଚନା ଅନୂଯାୟୀ, ଅଭିଯୁକ୍ତମାନଙ୍କୁ ଧରିବା ପାଇଁ କଟକ ଗ୍ରାମାଞ୍ଚଳ ପୋଲିସ ପକ୍ଷରୁ ୫ଟିମ୍ ଗଠନ କରାଯାଇଛି । ଏହି ଟିମ୍‌ ଗତକାଲି ରାତିରେ ମାହାଙ୍ଗର ବିଭିନ୍ନ ଅଞ୍ଚଳରେ ଚଢ଼ାଉ କରି ଏହି ଅଭିଯୁକ୍ତମାନଙ୍କୁ ଉଠାଇଛି । ପଚରାଉଚରା ପରେ ଆଜି ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯିବ ବୋଲି ଜଣାପଡ଼ିଛି । ସେହିଭଳି ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ଚଢ଼ାଉ ଜାରି ରହିଛି ।


ଏହି ଘଟଣାରେ ମାହାଙ୍ଗ ବିଧାୟକ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ନାଁ ବି ଉଠିଛି । ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ଏତଲାରେ ଯେଉଁ ୧୩ ଜଣଙ୍କ ନାଁ ଦେଇଛନ୍ତି, ସେଥିରେ ମନ୍ତ୍ରୀଙ୍କ ନାଁ ରହିଛି । ରମାକାନ୍ତଙ୍କ ଅଭିଯୋଗ ଅନୁଯାୟୀ, ମନ୍ତ୍ରୀ ଶ୍ରୀ ଜେନାଙ୍କ ଠାରୁ ସାହାସ ପାଇ ତଥା ତାଙ୍କ ନିର୍ଦ୍ଦେଶରେ ଏହି ରାଜନୈତିକ ହତ୍ୟାକାଣ୍ଡ କରାଯାଇଛି । ସେହିପରି ଗତକାଲି ଏତଲାରେ ଥିବା ଅଭିଯୁକ୍ତଙ୍କ ସହିତ ଆଇନ ମନ୍ତ୍ରୀଙ୍କ ଏକାଧିକ ଫଟୋ ସାମ୍ନାକୁ ଆସିଥିଲ, ଯାହା ଚର୍ଚ୍ଚାର ବିଷୟ ପାଲଟି ଥିଲା ।


ଏହି ଘଟଣାକୁ ବିଜେପି ପକ୍ଷରୁ ତୀବ୍ର ନିନ୍ଦା କରାଯାଇଥିବା ବେଳେ ଗତକାଲି ଦଳ କଟକ ଓ ମାହାଙ୍ଗାରେ ରାସ୍ତାକୁ ଓହ୍ଲାଇଥିଲା । ଏହା ସହିତ କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ୪୮ ଘଣ୍ଟା ମହଲତ ଦେଇଛି ବିଜେପି । ନ ହେଲେ ସାରା ରାଜ୍ୟରେ ପ୍ରତିବାଦ କରିବ ବୋଲି କହିଛି । ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ କୌଣସି ସଭା କରିବାକୁ ଦିଆଯିବ ନାହିଁ ଦଳ ପକ୍ଷରୁ କୁହାଯାଇଛି । ସେହିପରି ଆଜି କଂଗ୍ରେସ ପକ୍ଷରୁ ଆଇନ ମନ୍ତ୍ରୀଙ୍କ ବାସଭବନ ଘେରାଉ କରାଯିବ ।


ସୂଚନାଯୋଗ୍ୟ, ଶନିବାର ସାଲେପୁର ନଗର ମଣ୍ଡଳର ପ୍ରଭାରୀ କୁଳମଣି ବରାଳ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ସହିତ ବାଇକ୍‌ରେ ନୃତ୍ତାଙ୍ଗସ୍ଥିତ ନିଜ ଘରକୁ ଫେରୁଥିବାବେଳେ ଜଂକୋଟି ଗାଁ ପାଖରେ କିଛି ଦୁର୍ବୃତ୍ତ ସେମାନଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିଲେ । କୁଳମଣି ଓ ଦିବ୍ୟସିଂହ ବାଇକ୍‌ରୁ ପଡ଼ିଯିବା ପରେ ମାରଣାସ୍ତ୍ରରେ ଉଭୟଙ୍କ ମୁଣ୍ଡ ଓ ମୁହଁଙ୍କୁ ହାଣି ଦୁର୍ବୃତ୍ତମାନେ ପଳାଇଥିଲେ । ଉଭୟଙ୍କୁ ମାହାଙ୍ଗା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ଡାକ୍ତର କୁଳମଣିଙ୍କୁ ମୃତ ଘୋଷଣା କରିଥିଲେ । ଦିବ୍ୟସିଂହଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା । କିନ୍ତୁ ବିଳମ୍ବିତ ରାତିରେ ସେଠାରେ ଦିବ୍ୟସିଂହଙ୍କର ମୃତ୍ୟୁ ଘଟିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026

You Might Also Like