-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଚିନ୍ତାମଣି ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ କଳାକାର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ।

06-Oct-2024



କୋକସରା (ତ୍ରିନାଥ ବେଶ୍ରା  )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ରେ ଲୋକ କଳା ଓ ଲୋକ କଳାକାର ଙ୍କ ଠାରେ ଥିବା ଅନ୍ତର୍ନିହିତ କଳା ର ବିକାଶ ଗମ୍ଭାରୀଗୁଡା ଗ୍ରାମ ର ଜଣେ ବରିଷ୍ଠ ଲୋକ କଳାକାର ଚିନ୍ତାମଣି ପଟେଲ ଙ୍କ ପ୍ରଚେଷ୍ଟାରେ ରେ ଗଢି ଉଠିଛି ଚିନ୍ତାମଣି ସାଂସ୍କୃତିକ ଅନୁଷ୍ଠାନ। ରବିବାର ଚିନ୍ତାମଣି ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ କଳାକାର ମାନଙ୍କୁ ନେଇ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଗମ୍ଭାରୀଗୁଡା ମଣ୍ଡି ରେ ଅନୁଷ୍ଠିତ ହୋଇଥିଲା। ଲଛମନ ନାୟକ ଙ୍କ ସଭାପତିତ୍ୱ  ରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ, ସମ୍ମାନିତ ଅତିଥି ଭାବେ ପୂର୍ବତନ ସରପଞ୍ଚ ମଙ୍ଗଲୁ ଚରଣ ଭାଟି, ପ୍ରୋଗ୍ରାମ କୋଡ଼ିନେଟର  ଧନୁ ଦୁର୍ଗା, ଘଟ ଠେଲା, କୋକସରା ମଣ୍ଡଳ ସମ୍ପାଦକ ବିଜେପି ତ୍ରିନାଥ ଶବର, ବିଜେପି ମେକ ଇନ ଇଣ୍ଡିଆ ଯୁବ ପ୍ରଭାରୀ ହିମାଂଶୁ ପଣ୍ଡା, ପ୍ରମୁଖ ଉପସ୍ଥିତ ରହି ଅଞ୍ଚଳ ରେ କଳା ବଞ୍ଚିଲେ ହିଁ କଳାକାର ବଞ୍ଚିବେ ଓ ଆମର ସଂସ୍କୃତି, ପରମ୍ପରା ଉଜ୍ଜୀବିତ ରହିବ ବୋଳି ମତ ଦେଇଥିଲେ। ଏହି କାର୍ଯ୍ୟକ୍ରମ ରେ ବ୍ଲକ ର ବିଭିନ୍ନ କଳା କ୍ଷେତ୍ରରେ ପାରିଦର୍ଶିତା ଅର୍ଜନ କରିଥିବା ବରିଷ୍ଠ କଳାକାର ଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।ଏହି କାର୍ଯ୍ୟକ୍ରମ ପରିଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକ ଙ୍କ ମନ ମୋହିଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମ ରେ ପ୍ରୀତି ରାଉତ ପ୍ରଥମ, ରୋଜାଳିନ ରିସ୍ମା ଦ୍ଵିତୀୟ ଓ ଟୁନି ପଟେଲ ତୃତୀୟ ସ୍ଥାନ ଅଧିକାର କରିଥିବା ବେଳେ ସେମାନଙ୍କୁ ମାନପତ୍ର ସହ ସମ୍ବର୍ଦ୍ଧିତ କରାଯାଇଥିଲା।ଏହି ପ୍ରତିଯୋଗୀ ମାନେ ଆଗାମୀ ଦିନରେ ରାଜ୍ୟ ସ୍ତରରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଭାଗ ନେବେ।କାର୍ଯ୍ୟକ୍ରମ କୁ ଚିନ୍ତାମଣି ପଟେଲ ମଞ୍ଚ ସଂଯୋଜନା କରିଥିବା ବେଳେ ଲଛମନ ନାୟକ,ମଧୁ ସୁଦନ ଗୋପାଲ , ଅର୍ଜୁନ ନାଏକ, ଜନ୍ମେଜୟ ଗୋପାଳ, ନିଲାଞ୍ଚଳ ରାଉତ,କାର୍ତ୍ତିକ ହଂସ, ବଂଶୀ ଧର ହଂସ, ଭରତ ରାଉତ, ଦୁଷ୍ମନ୍ତ ଲହଜଳ,ନରେନ୍ଦ୍ର ପଟେଲ ପ୍ରମୁଖ ପରିଚାଳନା ରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like