-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ଆଦିବାସୀ ଭବନ ଠାରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ, ଲୋକଙ୍କ ମନୋବଳ ବଢ଼ାଇଲେ କ୍ୟାବିନେଟ ମନ୍ତ୍ରୀବୃନ୍ଦ

07-Oct-2024



ଲୋଇସିଂହା, (ବିନୋଦ ଦୀପ) ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭା ଓଡିଶା ପ୍ରଦେଶ ଲୋଇସିଂହା ଆଦିବାସୀ ଭବନ ଠାରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ବଲାଙ୍ଗୀର ଜିଲ୍ଲା ଆୟୋଜନ କମିଟି ଲୋଇସିଂହା ଓ ଆଗଲପୁର ବ୍ଲକ ପକ୍ଷରୁ ଲୋଇସିଂହା ଆଦିବାସୀ ଭବନ ଠାରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ଲୋଇସିଂହା ଆଦିବାସୀ ବ୍ଲକ ସଭାପତି ଦଶରଥି ଛାତ୍ରଆ ଓ ଆଗଲପୁର ବ୍ଲକ ସଭାପତି ଭୁବନେଶ୍ବର ଧରୁଆ ଙ୍କ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମ ଅନୁଷ୍ଠିତ l ଏହି ଅବସର ରେ ଛାତ୍ର ସଂଗଠନ ପକ୍ଷରୁ  ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିବା ବେଳେ 70 ୟୁନିଟ ରକ୍ତ ସଂଗୃହିତ ହୋଇଥିଲା l

ସମସ୍ତ ପ୍ରାନ୍ତରୁ ଆସିଥିବା ସମାଜ ର ବ୍ୟକ୍ତି ବିଶେଷ ଗଣ ଏକ ବିରାଟ ଶୋଭାଯାତ୍ରାରେ ରେ ଲୋଇସିଂହା ଅଗ୍ରେସନ ଭବନ ଠାରୁ ବାହାରି ଆଦିବାସୀ ଭବନ ପର୍ଯ୍ୟନ୍ତ ପହଂଚିଥିଲେ l ପହଁଚି ବା ପରେ ଆଦିବାସୀ ଭବନ ଠାରେ ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏଥିରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ବଲାଙ୍ଗିର ସାଂସଦ ସଂଗୀତା କୁମାରୀ ସିଂଦେଓ ,ରମେଶ ଚନ୍ଦ୍ର ସାଏ ଆଠମଲ୍ଲିକ ପୂର୍ବତନ ବିଧାୟକ, ପ୍ୟାରୀ ମୋହନ ନାଏକ ସଚିବ ଏ ବି ଜି ଜି ଏମ , ଜିଲ୍ଲା ଆଦିବାସୀ ସଭାପତି ବଲାଙ୍ଗୀର ଶ୍ଯାମ ସୁନ୍ଦର ଭୋଇ, ବିନୋଦ ବିହାରୀ ମଲ୍ଲିକ ଏ ବି ଜି ଜି ରାଜ୍ୟ ଉପସଭାପତି ପ୍ରମୂଖ ଯୋଗ ଦେଇଥିଲେ l ପ୍ରଥମେ ସମସ୍ତଙ୍କୁ ନୂଆ ଦିଆଯାଇଥିଲା l ନୂଆଖାଇବା ପରେ ସଭା ଅନୁଷ୍ଠିତ ହୋଇଥିଲା l ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ସ୍ଵାଗତ ନୃତ୍ୟଗୀତ ପରିବେଶ ହୋଇଥିଲା l ଏଥିରେ ସମାଜ ର ଉଲ୍ଲେଖନୀୟ ଅବଦାନ ଗ୍ରହଣ କରିଥିବା ବ୍ୟକ୍ତି ବିଶେଷ ଙ୍କୁ ସମ୍ମାନିତ କରିଥିଲେ ଅତିଥି ଗଣ l ଦ୍ଵିତୀୟ ଅଧିବେଶନରେ ବଲାଙ୍ଗିର ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଯୋଗଦେଇଥିବା ବେଳେ ଶେଷରେ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ରେ ସାମିଲ ହୋଇ ଲୋକଙ୍କୁ ଉତ୍ସାହିତ କରିଥିଲେ l ଏହି ସଭା ର ମୂଳ ଲକ୍ଷ ହେଉଛି ପୂର୍ବ ଶତ୍ରୁତା କୁ ପାସୋରି ନିଜ ନିଜ ମଧ୍ୟରେ ଭାତୃତା ଓ ଭାଇ ଚାରା ବଜାୟ ରହିବା ସହ ଶିକ୍ଷା ଓ ସ୍ୱାସ୍ଥ୍ୟ ଦ୍ୱାରା ସମାଜ ର ଉନ୍ନତି ହୋଇ ପାରିବ ବୋଲି ଅତିଥି ବୃନ୍ଦ ବକ୍ତବ୍ୟ ରଖିଥିଲେ l ଏହି ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ ଲଳିତମୋହନ ପୁଟ୍ଟl, ଗୋବିନ୍ଦ ପୁଟା, ପୁର୍ଣଚନ୍ଦ୍ର ଭୋଇ, ପ୍ରସନ୍ନ ନେଗୀ, ତରୁଣ ଧରୁଆ, ଗୋପାଳ ପଧାନ, ଭାରତ ଧରୁଆ, ଶ୍ରୀପତି ଧରୁଆ, ବୈକୁଣ୍ଠ ପୁଟl ତଥା ଅନ୍ୟାନ୍ୟ ମାନେ ବିଶେଷ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like