-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା

07-Oct-2024



(ଦେବବ୍ରତ ଦାସ)
ବୌଦ୍ଧ ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହେଲା ବିଜେଡ଼ି ଜନସମ୍ପର୍କ ପଦଯାତ୍ରା । ହରଭଙ୍ଗା ବ୍ଲକ ବିଧାୟକ ସରୋଜ ପ୍ରଧାନଙ୍କ ପଂଚାୟତ ରୁ ଆରମ୍ଭ ହୋଇଛି ବିଜୁଜନତା ଦଳର ଜନସମ୍ପର୍କ ପଦଯାତ୍ରା । ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡ଼ି ନେତା ପ୍ରଦୀପ କୁମାର ଅମାତଙ୍କ ନେତୃତ୍ୱରେ ତିଳେଶ୍ୱର ପଂଚାୟତରୁ ଜନସମ୍ପର୍କ ପଦଯାତ୍ରାରେ ଗ୍ରାମପଞ୍ଚାୟତ ଠାରେ ଶହ ଶହ ବିଜେଡି କର୍ମୀ ଏକାଠି ହୋଇ ବଜାର ଦେଇ ଏକ ପରିକ୍ରମା କରିଥିବା ବେଳେ ପୁରୁଣାକଟକ ପଂଚାୟତର ରଥସାହି ବଜାର ପରିକ୍ରମା କରି ଭୈରବୀ ମନ୍ଦିର ପହଂଚିଥିଲା । ସେହିପରି ହରଭଙ୍ଗା ବ୍ଲକ ସଦର ମହକୁମା ଚାରିଛକ ତହସିଲ ଠାରୁ ପଦଯାତ୍ରା ଆରମ୍ଭ କରି ବ୍ଲକ ସମ୍ମୁଖରେ ଏକ ସାଧାରଣ ସଭା ଆୟୋଜିତ ହୋଇଥିଲା । ଏଥିରେ ବରିଷ୍ଠ ବିଜେଡ଼ି ନେତା ଦେବୀ ପ୍ରସାଦ ମିଶ୍ର ଯୋଗ ଦେଇ ବର୍ଷିଥିଲେ ରାଜ୍ୟ ସରକାରଙ୍କ ଉପରେ । ରାଜ୍ୟ ସରକାର ନାରୀ ମାନଙ୍କୁ ମିଛ ପ୍ରତିଶ୍ରୁତି ଦେଇ ନିର୍ବାଚନ ବୈତରଣୀ ପାର ହେବା ସହ କ୍ଷମତା ଆସିଲା ପରେ ମହିଳା ମାନଙ୍କୁ ସୁଭଦ୍ରା ଯୋଜନା ନାମରେ ମିଥ୍ୟ ୫୦ ହଜାର ଟଙ୍କାର ଡ଼ମି ଚେକ ଦେଇ ଯୋଜନାକୁ ଅନ୍ୟ ରୂପ ଦେବା ସହିତ ୫୦ ହାଜର ବଦଳରେ ୫ ହଜାର ଦେବାକୁ ନିନ୍ଦା କରିଛନ୍ତି । ସେହିପରି ୩ ହଜାର ଟଙ୍କା ଭତ୍ତା ନିର୍ବାଚନୀ ଇସ୍ତାହାର ଦେଇ ହଜାରେ ଟଙ୍କାରେ ସୀମିତ ରଖିବା ସରକାରଙ୍କ ଲୋକଙ୍କୁ ମିଛ ପ୍ରତିଶ୍ରୁତିର ଗନ୍ତାଘର ବୋଲି କହିଛନ୍ତି । ସେହିପରି ପୂର୍ବତନ ମନ୍ତ୍ରୀ ପ୍ରଦୀପ ଅମାତ ସ୍ୱାସ୍ଥ୍ୟ ସେବାକୁ ନେଇ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଓ ରାଜ୍ୟ ସରକାର ତଥା  ସ୍ଥାନୀୟ ବିଧାୟକଙ୍କ ଉପରେ ବର୍ଷିଛନ୍ତି ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like