-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ନବନିଯୁକ୍ତି କନିଷ୍ଠ ଶିକ୍ଷକ ଙ୍କୁ ବିଦ୍ୟାଳୟରେ ଯୋଗଦାନ କରିବାକୁ ଦେଲେ ନାହିଁ ଗ୍ରାମବାସୀ

07-Oct-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ଜିଲ୍ଲା ର ସମସ୍ତ ବ୍ଳକ ରେ  ନୂତନ ନିଯୁକ୍ତି ପ୍ରାପ୍ତ କନିଷ୍ଠ ଶିକ୍ଷକ ଙ୍କୁ ଯୋଗଦାନ କରିବାକୁ ନଦେଇ ଗ୍ରାମବାସୀ ଫେରାଇ ଦେଉଥିବା ବେଳେ ଡାବୁଗାଁ ବ୍ଲକ ର ବିଭିନ୍ନ ବିଦ୍ୟାଳୟରେ ନୂତନ ନିଯୁକ୍ତି ପ୍ରାପ୍ତ କନିଷ୍ଠ ଶିକ୍ଷକଙ୍କୁ ଅନୁରୂପ ଭାବେ ଯୋଗଦାନ କରିବାକୁ ନଦେଇ ଫେରାଇ ଦେଲେ ଗ୍ରାମବାସୀ । ପୂର୍ବରୁ ରାଜ୍ୟ ସରକାରଙ୍କ ରାଜ୍ୟ ସ୍ତରୀୟ ଚୟନ ପ୍ରକ୍ରିୟା କୁ ତୀବ୍ର ନିନ୍ଦା କରିବା ସହ  ଜିଲ୍ଲା ଭିତ୍ତିକ ନିଯୁକ୍ତି ନେଇ ଆନ୍ଦୋଳନ କରିବା ସହ  ୪ ତାରିଖ ଦିନ ୧୨ ଘଣ୍ଟିଆ ଅବିଭକ୍ତ କୋରାପୁଟ ଜିଲ୍ଲା ବନ୍ଦ କରାଯାଇଥିଲା  |  ଏହାପରେ ୫ ତାରିଖ ଦିନ ଓଡିଶାର ମୁଖ୍ୟମନ୍ତ୍ରୀ  ଭୁବନେଶ୍ଵର ଠାରେ ନିଯୁକ୍ତି ମେଳା କରି ସାରା ରାଜ୍ୟରେ ୧୬ ହଜାର ୯ ଜଣ କନିଷ୍ଠ  ଶିକ୍ଷକ ଶିକ୍ଷୟତ୍ରୀ ଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ |  ଏହି ପରିପ୍ରେକ୍ଷୀରେ ନବରଙ୍ଗପୁର ଜିଲ୍ଲାର ଦଶ ଗୋଟି ବ୍ଳକକୁ କନିଷ୍ଠ ଶିକ୍ଷକ ଶିକ୍ଷୟତ୍ରୀ ନିଯୁକ୍ତି ପାଇଁ ଯାଇଥିବା ବେଳେ ଅନୁରୂପ ଭାବେ ଡାବୁଗାଁ ବ୍ଲକ ର ବିଭିନ୍ନ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା କନିଷ୍ଠ ଶିକ୍ଷକ ଶିକ୍ଷୟତ୍ରୀ  ମାନେ ସୋମବାର ନିଯୁକ୍ତି ପାଇଥିବା ବିଦ୍ୟାଳୟକୁ ଯୋଗଦାନ କରିବା ପାଇଁ ଯାଇଥିଲେ | ଆଜି ବ୍ଲକର ବିଭିନ୍ନ  ଗ୍ରାମରେ ବିଦ୍ୟାଳୟ ପରିଚାଳନା କମିଟି ଓ ଗ୍ରାମବାସୀ ମାନେ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଙ୍କୁ ନୂତନ ନିଯୁକ୍ତି ପାଇଥିବା ଶିକ୍ଷକ ମାନଙ୍କୁ ଗ୍ରାମବାସୀ ମାନଙ୍କ ବିନା ଅନୁମତିରେ ଯୋଗଦାନ କରିବାକୁ ଦେବେ ନାହିଁ ବୋଲି ଏକ ଦାବିପତ୍ର ପ୍ରଦାନ କରିଥିଲେ | ପରେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଗ୍ରାମବାସୀ ମାନେ ଧାରଣାରେ  ବସିଥିଲେ | ଉକ୍ତ ବିଦ୍ୟାଳୟକୁ ନବ ନିଯୁକ୍ତ କନିଷ୍ଠ ଶିକ୍ଷକ ଶିକ୍ଷୟତ୍ରୀ  ମାନେ ଯୋଗ ଦେବାକୁ ଆସିଥିଲେ l କିନ୍ତୁ ବିଦ୍ୟାଳୟ ବାହାରୁ ସେମାନଙ୍କୁ ଗ୍ରାମବାସୀ ମାନେ ଅନ୍ୟ ଜିଲ୍ଲାର ପିଲାମାନଙ୍କୁ ଯୋଗଦାନ କରିବାକୁ ଦିଆଯିବନି ବୋଲି କହି ଫେରାଇ ଦେଇଥିଲେ | ଏହାପରେ ଉକ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟ|ଳୟକୁ ଆସି ବିଦ୍ୟାଳୟରେ ଯୋଗ ଦାନ କରିବାକୁ ଦେଇନଥିବା ଜଣାଇଥିଲେ |   ସୋମବାର ସନ୍ଧ୍ୟା ୭ ଘ. ସମୟ ସୁଦ୍ଧା ଡାବୁଗାଁ ବ୍ଲକର ବିଭିନ୍ନ ବିଦ୍ୟାଳୟ ମଧ୍ୟରୁ ୭ ଟି ବିଦ୍ୟାଳୟରେ ୭ ଜଣ ଯୋଗଦାନ କରିଥିବା ବେଳେ ୨୯ ଜଣ ଶିକ୍ଷକ ଶିକ୍ଷୟତ୍ରୀ  ଯୋଗଦାନ ନକରି ଫେରିଥିବା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟ|ଳୟ ସୂତ୍ରରୁ ସୂଚନା ମିଳିଛି | ତେବେ ଶାନ୍ତି ଶୃଙ୍ଖଳାରେ ଯୋଗଦାନ କରାଇ ଦେଇ ନାହାନ୍ତି, ଦେଖିବାକୁ ବାକି ରହିଲା ଶିକ୍ଷା ବିଭାଗର ଉଚ୍ଚ କର୍ତ୍ତୃପକ୍ଷ ଏ ଦିଗରେ କି ପଦକ୍ଷେପ ନେଉଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like